Posted inଜାତୀୟ

ନିର୍ବାଚନ ହାରିଲେ କାନ୍ଦନ୍ତି କୁମାରସ୍ବାମୀ: ଭାଜପା ନେତା

ବେଙ୍ଗାଲୁରୁ,୪।୮: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡି(ଏସ୍‌) ନେତା ଏଚ୍‌ଡି କୁମାରସ୍ବାମୀ ରବିବାର କହିଥିଲେ କି କର୍ନାଟକରେ ଖୁବ୍‌ଶୀଘ୍ର ନିର୍ବାଚନ ହେବ। କାରଣ ଏଠି ଭାଜପା ବେଶିଦିନ ଶାସନ କରିପାରିବ ନାହିଁ। ଏହାର ପ୍ରତିକ୍ରିୟା ଦେଇ ଭାଜପା ନେତା ଜଗଦିଶ ସେତ୍ତାର କହିଛନ୍ତି, କୁମାରସ୍ବାମୀଙ୍କ କଥାକୁ ଗୁରୁତ୍ୱ ଦେବା ଅନୁଚିତ। କାରଣ ଦେବଗୌଡା ଓ କୁମାରସ୍ବାମୀ ଭଲ ନାଟକ କରିପାରନ୍ତି। ଏମିତିକି ସେମାନେ ଯେତେବେଳେ ନିର୍ବାଚନରେ ହାରନ୍ତି ସେତେବେଳେ କାନ୍ଦନ୍ତି ଓ ରାଜନୀତିରୁ ଅବସର ନେବା କଥା କୁହନ୍ତି। ତେଣୁ ତାଙ୍କ କଥାରେ କୌଣସି ଗୁରୁତ୍ୱ ନାହିଁ। ସୂଚନାଯୋଗ୍ୟ, ନିକଟରେ କର୍ନାଟକର ମେଣ୍ଟ ସରକାରକୁ ବହୁମତରେ ହରାଇବା ପରେ ଏବେ ସେଠାରେ ଭାଜପା ଶାସନ ଭାର ହାତକୁ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ପଢିବାକୁ ଚାହୁଁଥିବାରୁ ତାଙ୍କୁ ପିଟିପିଟି କେନାଲରେ ଫୋପାଡିଦେଲେ ପିତା

ଲକ୍ଷ୍ନୌ, ୧୬।୫: ଉତ୍ତର ପ୍ରଦେଶର ଶାହଜାହଁପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ୧୫ବର୍ଷୀୟ ଝିଅ ପାଠପଢା ଜାରି ରଖିବାକୁ କହିବାରୁ ତାଙ୍କୁ ପିଟିପିଟି କେନାଲରେ...

ଚାରଧାମ ଯାତ୍ରା ସମୟରେ ହୃଦଘାତରେ ଆଉ ୮ ଜଣଙ୍କ ମୃତ୍ୟୁ

ରୁଦ୍ରପ୍ରୟାଗ,୨୬ ।୫: ଦୀର୍ଘ ପ୍ରାୟ ୨ ବର୍ଷ ପରେ ଚଳିତ ବର୍ଷ ଆରମ୍ଭ ହୋଇଥିବା ଚାରଧାମ ଯାତ୍ରାରେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଜାରି ରହିଛି । ମିଳିଥିବା...

ମଦ ନେଲା ୫ ଜୀବନ

ପାଟନା,୧୫।୧: ବିହାରର ନାଳନ୍ଦା ଜିଲା ଅଞ୍ଚଳରେ ଶନିବାର ବିଷାକ୍ତ ମଦ ପିଇ ୫ଜଣଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏ ନେଇ ପ୍ରଶାସନ ପକ୍ଷରୁ ଘଟଣାର...

‘ଟିକା ନିଅଣ୍ଟ ପାଇଁ କେନ୍ଦ୍ର ଦାୟୀ’

ନୂଆଦିଲ୍ଲୀ, ୧୧।୪: ଦେଶରେ କୋଭିଡ୍‌ ଟିକାର ନିଅଣ୍ଟ ସ୍ଥିତି ପାଇଁ କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କେନ୍ଦ୍ର ସରକାରଙ୍କ ଭୁଲ୍‌ କୋଭିଡ୍‌ ପରିଚାଳନାକୁ ଦାୟୀ...

ଶାସ୍ତ୍ରୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମୋଦି

ବାରାଣସୀ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଦସ୍ୟତା ଅଭିଯାନ ପାଇଁ ଶନିବାର ବାରାଣସୀରେ ପହଞ୍ଚିଛନ୍ତି। ଏହି ଅବସରରେ ସେ ସ୍ଥାନୀୟ ବିମାନ ବନ୍ଦରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌...

ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କ ପୁଅ କହିଥିଲେ, ଲୋକେ ଶୀଘ୍ର ଫଳାଫଳ ଚାହୁଁଛନ୍ତି: ୬ ଘଣ୍ଟାରେ ଅଭିଯୁକ୍ତ ସଫା

ହାଇଦ୍ରାବାଦ୍‌,୬।୧୨: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓଙ୍କ ପୁଅ କେଟି ରାମା ରାଓ ହାଇଦ୍ରାବାଦ୍‌ ଏନକାଉଣ୍ଟର ପୂର୍ବରୁ ଏକ ବୟାନ ଦେଇଥିଲେ। ଯାହା ଏବେ ଟ୍ରେଣ୍ଡ୍‌ ହେବାରେ...

ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ…

ଶ୍ରୀନଗର,୧୨।୧୨: ଜମ୍ମୁ-କଶ୍ମୀରର ଅଓ୍ବନ୍ତିପୁରାରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସ୍ଥାନୀୟ ବରାଗାମ୍‌ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା...

ଜମି ବିବାଦ ମାମଲାରେ ଅମର୍ତ୍ତ୍ୟଙ୍କୁ ମମତାଙ୍କ ସମର୍ଥନ

କୋଲକାତା, ୨୯।୧୨ : ଶାନ୍ତି ନିକେତନରେ ନୋବେଲ ବିଜେତା ଅମର୍ତ୍ତ୍ୟ ସେନ୍‌ଙ୍କର ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେଇଥିଲାବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କୁ...

Advertisement
Archives

Model This Week