Posted inଜାତୀୟ

ନିର୍ବାଚନ ହାରିଲେ କାନ୍ଦନ୍ତି କୁମାରସ୍ବାମୀ: ଭାଜପା ନେତା

ବେଙ୍ଗାଲୁରୁ,୪।୮: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡି(ଏସ୍‌) ନେତା ଏଚ୍‌ଡି କୁମାରସ୍ବାମୀ ରବିବାର କହିଥିଲେ କି କର୍ନାଟକରେ ଖୁବ୍‌ଶୀଘ୍ର ନିର୍ବାଚନ ହେବ। କାରଣ ଏଠି ଭାଜପା ବେଶିଦିନ ଶାସନ କରିପାରିବ ନାହିଁ। ଏହାର ପ୍ରତିକ୍ରିୟା ଦେଇ ଭାଜପା ନେତା ଜଗଦିଶ ସେତ୍ତାର କହିଛନ୍ତି, କୁମାରସ୍ବାମୀଙ୍କ କଥାକୁ ଗୁରୁତ୍ୱ ଦେବା ଅନୁଚିତ। କାରଣ ଦେବଗୌଡା ଓ କୁମାରସ୍ବାମୀ ଭଲ ନାଟକ କରିପାରନ୍ତି। ଏମିତିକି ସେମାନେ ଯେତେବେଳେ ନିର୍ବାଚନରେ ହାରନ୍ତି ସେତେବେଳେ କାନ୍ଦନ୍ତି ଓ ରାଜନୀତିରୁ ଅବସର ନେବା କଥା କୁହନ୍ତି। ତେଣୁ ତାଙ୍କ କଥାରେ କୌଣସି ଗୁରୁତ୍ୱ ନାହିଁ। ସୂଚନାଯୋଗ୍ୟ, ନିକଟରେ କର୍ନାଟକର ମେଣ୍ଟ ସରକାରକୁ ବହୁମତରେ ହରାଇବା ପରେ ଏବେ ସେଠାରେ ଭାଜପା ଶାସନ ଭାର ହାତକୁ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଚନ୍ନିଙ୍କ କର୍ତାରପୁର ଯାତ୍ରାରେ ସାମିଲ ହେଲେନି ସିଦ୍ଧୁ

ଚଣ୍ଡିଗଡ଼, ୧୮।୧୧: ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନିଙ୍କ ନେତୃତ୍ୱରେ ତାଙ୍କ କ୍ୟାବିନେଟ ସହକର୍ମୀ, ବିଧାୟକ ଓ ସେମାନଙ୍କ ପରିବାର ସଦସ୍ୟମାନେ କର୍ତାରପୁର ସାହିବକୁ ଯାତ୍ରା...

‘ସୁଭାଷ ବୋଷଙ୍କ ମୃତ୍ୟୁ ରହସ୍ୟରୁ ପରଦା ହଟୁ’

ନୂଆଦିଲ୍ଲୀ,୨୪।୧ (ପି.ଟି.): ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅନ୍ତର୍ଦ୍ଧାନ ଏବେ ଲୋକପ୍ରିୟ ଲୋକକଥାର ଅଂଶବିଶେଷ ହୋଇଗଲାଣି। ନେତାଜୀଙ୍କ ପ୍ରତିମୂର୍ତ୍ତି ନୁହେଁ ତାଙ୍କ ମୃତ୍ୟୁ ରହସ୍ୟରୁ ପରଦା...

ଭାରତ ପ୍ରଗତି-ପ୍ରକୃତିର ପାଲଟିଛି ଉତ୍କୃଷ୍ଟ ଉଦାହରଣ: ମୋଦି…

ଅହମଦାବାଦ,୨୦।୧୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଦୁଇ ଦିନିଆ ଗସ୍ତରେ ଅଛନ୍ତି। ଗୁରୁବାର ଗୁଜରାଟର କେଭାଡିଆ ସ୍ଥିତ ଷ୍ଟାଚ୍ୟୁ ଅଫ ୟୁନିଟି କମ୍ପ୍ଲେକ୍ସରେ ଜାତିସଂଘର...

ଅସଦାଚରଣରୁ ସୁରକ୍ଷା ପାଇଁ ଛାତ୍ରୀଛାତ୍ର ସପ୍ତାହରେ ୩ଦିନ ଅଲଗା ଅଲଗା ଯିବେ ସ୍କୁଲ

ମାଲଦା,୩।୭: ଛାତ୍ରୀଙ୍କ ଉପରେ ହେଉଥିବା ଅସଦାଚରଣ ଘଟଣା କମ୍‌ କରାଇବା ପାଇଁ କୋଲକତାର ଏକ ସରକାରୀ ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଭିନ୍ନ ଭିନ୍ନ ଦିିନ ସ୍କୁଲ ଆସିବା...

ଇ-ଟିକେଟ ରାକେଟ୍‌ର ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୨୨।୧: ଅନ୍ତର୍ଜାତୀୟ ଇ-ଟିକେଟ୍‌ ରାକେଟ୍‌ର ପର୍ଦ୍ଦାଫାଶ୍‌ ହୋଇଛି। ଏହାର ଚେର ପାକିସ୍ତାନ, ବାଂଲାଦେଶ, ଦୁବାଇ ପ୍ରମୁଖ ଦେଶକୁ ଲମ୍ବିଛି। ଆର୍‌ପିଏଫ୍‌ ପକ୍ଷରୁ ଝାଡ଼ଖଣ୍ଡର ଗୁଲାମ ମୁସ୍ତାଫା...

ଏନସିପି ନେତା ଡିପି ତ୍ରିପାଠୀଙ୍କ ପରଲୋକ

ନୂଆଦିଲ୍ଲୀ, ୨।୧: ପୂର୍ବତନ ଏମ୍‌ପି ତଥା ଏନସିପିର ବରିଷ୍ଠ ନେତା ଡିପି ତ୍ରିପାଠୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା।...

ମୋଦି କ୍ୟାବିନେଟରେ ବଡ଼ ପରିବର୍ତ୍ତନ, ଅର୍ଜୁନ ରାମ ମେଘୱାଲଙ୍କୁ ଆଇନ ମନ୍ତ୍ରଣାଳୟର ଦାୟିତ୍ୱ

ନୂଆଦିଲ୍ଲୀ,୧୮।୫: ମୋଦି କ୍ୟାବିନେଟରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁଙ୍କୁ ଏହି ପଦରୁ ହଟାଇ ଦିଆଯାଇଛି। ବର୍ତ୍ତମାନ ଏହି ମନ୍ତ୍ରଣାଳୟର...

କରୋନା ସ୍ଥିତି ଗମ୍ଭୀର: ଦିନକରେ ୩.୮୬ ଲକ୍ଷ ସଂକ୍ରମିତ, ୩,୫୦୨ ମୃତ

ନୂଆଦିଲ୍ଲୀ,୩୦।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ...

Advertisement
Archives

Model This Week