ନିର୍ବାଚନ ହାରୁଥିବା ଲୋକେ ଦଳ ଛାଡ଼ୁଛନ୍ତି: ତାରା

ଭୁବନେଶ୍ୱର,୬।୧୧(ବ୍ୟୁରୋ): ନବରଙ୍ଗପୁରର ପୂର୍ବତନ କଂଗ୍ରେସ ଏମ୍‌ପି ପ୍ରଦୀପ ମାଝି ଆଜି ବିଜେଡିରେ ଯୋଗ ଦେବେ । ନବରଙ୍ଗପୁରରେ ବିଜେଡିର ମିଶ୍ରଣ କାର୍ଯ୍ୟକ୍ରମରେ ପ୍ରଦୀପ ଓ ତାଙ୍କ ସହ ଅନେକ କର୍ମୀ ବିଜେଡିରେ ମିଶିବେ । କିଛି ବରିଷ୍ଠ କଂଗ୍ରେସ ନେତା ମଧ୍ୟ ଏହି ଅବସରରେ ବିଜେଡିରେ ସାମିଲ ହେବା ଯୋଜନା ରହିଛି। ଏଥିପାଇଁ ନବରଙ୍ଗପୁର ସର୍କିଟ ହାଉସ ପଡ଼ିଆରେ ବ୍ୟାପକ ଆୟୋଜନ ହୋଇଛି । ଏହି ମିଶ୍ରଣ କାର୍ଯ୍ୟକ୍ରମରେ ଭର୍ଚୁଆଲ ବୈଠକ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଉଥିବା ବେଳେ ବିଜେଡିର କିଛି ବରିଷ୍ଠ ନେତା ଓ ମନ୍ତ୍ରୀ ସଭାସ୍ଥଳରେ ଉପସ୍ଥିତ ରହିବ ।
ଅନ୍ୟପଟେ ପ୍ରଦୀପ ବିଜେଡିରେ ଯୋଗ ଦେବାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜୟପୁର କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି । କେହି ଦଳ ଛାଡ଼ିଲେ କଂଗ୍ରେସକୁ କୌଣସି ଫରକ ପଡ଼ିବନି । କେବଳ ନିର୍ବାଚନ ହାରୁଥିବା ଲୋକେ ଦଳ ଛାଡ଼ୁଥିବା ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ଅବପାତ: ୪ରେ ଉପକୂଳ ଛୁଇଁବ ବାତ୍ୟା

ଭୁବନେଶ୍ୱର,୧।୧୨:ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନଠାରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଅବପାତରେ ପରିଣତ ହୋଇଛି। ଏହାପରେ ଅବପାତ ଆହୁରି ଘନୀଭୂତ ହୋଇ...

ଜାହାଜରୁ ସନ୍ଦେହଜନକ ସାମଗ୍ରୀ ଜବତ: କର୍ମଚାରୀ ଆତଙ୍କିତ

ପାରାଦୀପ,୧।୧୨(ଶରତ ରାଉତ):ପାରାଦୀପ ବନ୍ଦର ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାସନାଲ କାର୍ଗୋ ଟର୍ମିନାଲ)ବର୍ଥରୁ ଶୁକ୍ରବାର ଭୋରୁ କିଛି ସନ୍ଦିଗ୍ଧ ସାମଗ୍ରୀ ଜବତ ହୋଇଛି। ମେରାଇନ ପୋଲିସ, କଷ୍ଟମ୍ସ ଓ...

ମର୍ମନ୍ତୁଦ ଦୁର୍ଘଟଣା ସଡ଼କ ଦୁର୍ଘଟଣା: ଚାଲିଗଲା ୮ ଜୀବନ

କେନ୍ଦୁଝର,୧।୧୨ : କେନ୍ଦୁଝର ଜିଲା ଏନ୍‌ଏଚ୍‌-୨୦ ବାଲିଯୋଡି ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ଠିଆ ହୋଇଥିବା ଟ୍ରକକୁ ଭ୍ୟାନ ଧକ୍କା ଦେବାରୁ...

ପେନ୍‌ସନ୍‌ ପାଇଁ ସରକାରୀ କାର୍ଯ୍ୟାଳୟ ଯିବାକୁ ପଡ଼ିବନି

ଭୁବନେଶ୍ୱର,୧।୧୨(ବନ୍ଦନା ସେଠୀ):ବିଏମ୍‌ସି ଅବସରପ୍ରାପ୍ତ କର୍ମଚାରୀଙ୍କ ଦୀର୍ଘଦିନର ଆଶା ପୂରଣ ହେବାକୁ ଯାଉଛି। ଏଣିକି ଅବସର ପରେ ପେନ୍‌ସନ୍‌ ପାଇବା ପାଇଁ ବିଏମ୍‌ସି ଅବସରପ୍ରାପ୍ତ କର୍ମଚାରୀଙ୍କୁ ସରକାରୀ...

ଆଇନ ଅମାନ୍ୟ ଆନ୍ଦୋଳନ କରିବ ଭାଜପା

ଭୁବନେଶ୍ୱର, ୧।୧୨ (ବନ୍ଦନା ସେଠୀ):ସୈନିକ ସ୍କୁଲ ନିକଟସ୍ଥ ଟିଟିଏସ୍‌ ଡମ୍ଫିଂୟାର୍ଡକୁ ସମ୍ପୂର୍ଣ୍ଣ ଉଚ୍ଛେଦ କରିବା ଦାବିରେ ଭାଜପା ପକ୍ଷରୁ ଜାରି ରହିଥିବା ସତ୍ୟାଗ୍ରହ ଗୁରୁବାର ୩ୟ...

ପାଠପଢ଼ିବା ସହ ଉଦ୍ୟୋଗୀ ହେବା ପାଇଁ ଛାତ୍ରଛାତ୍ରୀମାନଙ୍କୁ ଦେଲେ ଆହ୍ୱାନ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ରାଉରକେଲା,୩୦।୧୧: ଛାତ୍ରଛାତ୍ରୀମାନେ ପାଠପଢ଼ିବା ସହ ଉଦ୍ୟୋଗୀ ହେବା ପାଇଁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆହ୍ୱାନ ଦେଇଛନ୍ତି ।...

ମାର୍ଗଶୀର ପ୍ରଥମ ଗୁରୁବାରରେ ନବରଙ୍ଗପୁରକୁ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୦।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ନବରଙ୍ଗପୁର ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା।...

୪ ତାରିଖରେ ଉପକୂଳ ଛୁଇଁବ ସମ୍ଭାବ୍ୟ ବାତ୍ୟା! ଜାଣନ୍ତୁ ଓଡ଼ିଶା ଉପରେ କ’ଣ ରହିବ ପ୍ରଭାବ

ଭୁବନେଶ୍ୱର,୩୦।୧୧: ଆସୁଛି ବାତ୍ୟା ବଢୁଛି ଭୟ। ଆସନ୍ତା ସପ୍ତାହରେ ପୁଣି ଭାରତୀୟ ଉପକୂକଳ ଛୁଇଁବ ବାତ୍ୟା। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri