Advertisement
Posted inଜାତୀୟ

ନିର୍ଭୟା କାଣ୍ଡ: ଡିସେମ୍ବର ୧୬ରେ ଦୋଷୀଙ୍କୁ ହୋଇପାରେ ଫାଶୀ

ନୂଆଦିଲ୍ଲୀ,୯।୧୨: ନିର୍ଭୟା କାଣ୍ଡକୁ ଇତିମଧ୍ୟରେ ୭ ବର୍ଷ ବିତି ଯାଇଛି। ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୪ ଜଣଙ୍କୁ ଡିସେମ୍ବର ୧୬ରେ ଫାଶୀ ଦିଆଯିବ ବୋଲି କୁହାଯାଉଛି। ୭ବର୍ଷ ତଳେ ୨୦୧୨ ଡିସେମ୍ବର ୧୬ରେ ନିର୍ଭୟା କାଣ୍ଡ ହୋଇଥିଲା। ତିହାର ଜେଲ୍‌ ପ୍ରଶାସନ ସକ୍ରିୟ ହୋଇଥିବାରୁ ଦୋଷୀଙ୍କୁ ଶୀଘ୍ର ଫାଶୀ ଦିଆଯିବାର ଅନୁମାନ କରାଯାଉଛି। ସୂଚନାଯୋଗ୍ୟ, ଏହି ମାମଲାରେ ୬ ଜଣ ଦୋଷୀଙ୍କ ମଧ୍ୟରୁ ଜଣେ ଦୋଷୀ ରାମ ସିଂ ଜେଲରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିଲେ। ସେହିପରି ଅନ୍ୟ ଜଣେ ନାବାଳକଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ହୋଇଥିଲା। ଅନ୍ୟ ୪ ଦୋଷୀ ମୁକେଶ, ବିନୟ, ଅକ୍ଷୟ ଏବଂ ପଓ୍ବନଙ୍କୁ ଫାଶୀ ଦଣ୍ଡାଦେଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚନ ଦାୟିତ୍ୱରେ ଥିବା ୧୩୫ ଶିକ୍ଷକଙ୍କ ମୃତ୍ୟୁ: ହାଇକୋର୍ଟଙ୍କ ପ୍ରଶ୍ନ ଏଥିପାଇଁ ଦାୟୀ କିଏ

ଲକ୍ଷ୍ନୌ,୨୮।୪: ଉତ୍ତର ପ୍ରଦେଶରରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି। କରୋନା ସଙ୍କଟ ମଧ୍ୟରେ ପଞ୍ଚାୟତ ନିର୍ବାଚନ ଦାୟିତ୍ୱରେ ଥିବା ୧୩୫ ଶିକ୍ଷକଙ୍କ ମୃତ୍ୟୁ...

ମହାରାଷ୍ଟ୍ର ମେଣ୍ଟ ସରକାର: ଫାଇଦାରେ ଏନ୍‌ସିପି !

ମହାରାଷ୍ଟ୍ର,୧।୧୨: ମହାରାଷ୍ଟ୍ର ୩ ଦଳିଆ ମେଣ୍ଟ ସରକାରରେ ଏନ୍‌ସିପି ଫାଇଦାରେ ରହିଥିବା ନେଇ ଚର୍ଚ୍ଚା ହେଉଛି। କଂଗ୍ରେସ ବାଚସ୍ପତି ପଦରେ ସନ୍ତୁଷ୍ଟ ରହିଥିବାବେଳେ ଏନ୍‌ସିପି ଉପମୁଖ୍ୟମନ୍ତ୍ରୀ...

ଅଯୋଧ୍ୟାରେ ଶ୍ରୀରାମଙ୍କ ମୂର୍ତ୍ତି ଉଦ୍‌ଘାଟନ କଲେ ଯୋଗୀ

ଅଯୋଧ୍ୟା,୭।୬: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ଅଯୋଧ୍ୟାରେ ଥିବା ଭଗବାନ ରାମଙ୍କ କୋଦଣ୍ଡ ପ୍ରତିମୂର୍ତ୍ତିକୁ ଉଦ୍‌ଘାଟନ କରିଛନ୍ତି। ୭ଫୁଟ ଉଚ୍ଚ ଥିବା ଏହି ପ୍ରତିମାର...

ଜିତିନ୍‌ ଦଳ ଛାଡିବା ପରେ କଂଗ୍ରେସରେ କନ୍ଦଳ: କପିଲ ସିବଲ କହିଲେ, ମୁଁ ମଲା ପରେ..

ନୂଆଦିଲ୍ଲୀ,୧୦।୬: କଂଗ୍ରେସର ପୂର୍ବତନ ନେତା ଜିତିନ ପ୍ରସାଦ ଦଳ ଛାଡି ଭାଜପାରେ ଯୋଗଦେବା ପରେ ପୁଣି ଥରେ କଂଗ୍ରେସ ମଧ୍ୟରେ ବିବାଦ ଆରମ୍ଭ ହୋଇଛି। ଜିତିନ...

ନୂଆ ମହାମେଣ୍ଟରେ ଜେଡ଼ିୟୁ ହାତରେ ମୁଖ୍ୟମନ୍ତ୍ରୀ-ଆରଜେଡ଼ିର ଉପମୁଖ୍ୟମନ୍ତ୍ରୀ-କଂଗ୍ରେସର ବାଚସ୍ପତି ପଦବୀ ନେଇ ଚର୍ଚ୍ଚା..

ପାଟନା, ୯।୮ : ନୀତୀଶ କୁମାର ବିହାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳ ଫାଗୁ ଚୌହ୍ବାନଙ୍କୁ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରି...

ଶେଷ ନିର୍ବାଚନ ବେଳକୁ ଯଶୱନ୍ତଙ୍କର ସମ୍ପତ୍ତି ଥିଲା ୫୧ ଗାଈ, ୩ ଘୋଡ଼ା, ୩ ବନ୍ଧୁକ

ନୂଆଦିଲ୍ଲୀ,୨୭ ।୯: ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କର ରବିବାର ପରଲୋକ ହୋଇଛି । ନିଜକୁ ଜଣେ ପ୍ରଭାବଶାଳୀ...

ଥରିଲା ଜମ୍ମୁ-କଶ୍ମୀର: ରିକ୍ଟର ସ୍କେଲରେ ତୀବ୍ରତା ୫.୩

ଜମ୍ମୁ,୫ ।୫: ଜମ୍ମୁ-କଶ୍ମୀରରେ ଗୁରୁବାର ହୋଇଥିବା ଭୂକମ୍ପର ଝଟକା ସହ ଲୋକଙ୍କ ନିଦ ଭାଙ୍ଗିଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୩ ରେକର୍ଡ କରାଯାଇଛି...

୪ଶହରୁ ୫ ଶହ ଟଙ୍କା ହେଲା ବାର୍ଦ୍ଧକ୍ୟ ଭତ୍ତା

ଲକ୍ଷ୍ନୌ,୧୧।୬: ଉତ୍ତର ପ୍ରଦେଶରେ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୬ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଏଥିରେ ବୃଦ୍ଧାବସ୍ଥାରେ ମିଳୁଥିବା ଭତ୍ତାର ପରିମାଣକୁ...

Advertisement
Archives

Model This Week