Posted inଜାତୀୟ

ନିର୍ଭୟା ଗଣ ବଳାତ୍କାର ମାମଲା: ସୋମବାର ପୁନର୍ବିଚାର ଓ କ୍ୟୁରେଟିଭ୍‌ ପିଟିଶନ ଦାଖଲ କରିବେ ୩ ଦୋଷୀ

ନୂଆଦିଲ୍ଲୀ,୩।୧୧: ନିର୍ଭୟା ଗଣ ବଳାତ୍କାର ମାମଲାରେ ଫାଶିଦଣ୍ଡାଦେଶ କରାଯାଇଥିବା ୪ ଦୋଷୀଙ୍କ ମଧ୍ୟରୁ ୩ ଜଣ ସୋମବାର ସୁପ୍ରିମ୍‌କୋର୍ଟ ଯିବେ। ସେମାନଙ୍କ ମଧ୍ୟରୁ ଜଣେ ପୁନର୍ବିଚାର ଆବେଦନ ଦାଖଲ କରିବେ ଓ ୨ ଜଣ କ୍ୟୁରେଟିଭ୍‌ ପିଟିଶନ ଦାଖଲ କରିବେ। ଦୋଷୀଙ୍କ ମଧ୍ୟରୁ ଅକ୍ଷୟ କୁମାର ପୁନର୍ବିଚାର ଆବେଦନ ଦାଖଲ କରିବେ। ସେହିପରି ବିନୟ ଏବଂ ପଓ୍ବନ କ୍ୟୁରେଟିଭ୍‌ ପିଟିଶନ ଦାଖଲ କରିବେ। ଏନେଇ ଦୋଷୀଙ୍କ ଆଇନଜୀବୀ ଏ.ପି. ସିଂ ସୂଚନା ଦେଇଛନ୍ତି। ତେବେ ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ମୁକେଶ କୌଣସି ଆବେଦନ ଦାଖଲ କରିବେ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେହି ନେଇ ପାରିବେ ନାହିଁ କୃଷକଙ୍କ ଜମି: ରାଜନାଥ ସିଂ

ନୂଆଦିଲ୍ଲୀ,୨୭ ।୧୨: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ପାଖାପାଖି ଏକ ମାସ ହେବ ଦିଲ୍ଲୀ ସୀମାରେ ବିଭିନ୍ନ ରାଜ୍ୟର କୃଷକ ଆନ୍ଦୋଳନ...

ଦୈନିକ ସଂକ୍ରମଣ ଦେଢ଼ ଲକ୍ଷ ମୁହାଁ…

ନୂଆଦିଲ୍ଲୀ, ୮।୧: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ...

୧୦୦ ଦେଶକୁ ୬୫ ନିୟୁତ ଡୋଜ୍‌ କୋଭିଡ୍‌ ଟିକା ପଠାଇଛି ଭାରତ

ନୂଆଦିଲ୍ଲୀ, ୧୯।୧୧(ପି.ଟି.):ଚଳିତ ବର୍ଷ ଭାରତ ପାଖାପାଖି ୧୦୦ ଦେଶକୁ ୬୫ ନିୟୁତରୁ ଅଧିକ ଡୋଜ୍‌ କୋଭିଡ୍‌ ଟିକା ରପ୍ତାନି କରିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର...

ଭାରତ କଥାକୁ ଏବେ ଗୁରୁତ୍ୱ ଦେଇ ଶୁଣୁଛି ବିଶ୍ୱ: ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୧୭।୯: ବୈଦେଶିକ ମନ୍ତ୍ରୀ ଭାବେ ଏସ୍‌ ଜୟଶଙ୍କର ଶହେ ଦିନ ପୁରଣ କରିଛନ୍ତି। ଏହି ଅବସରରେ ସେ ଖବରଦାତାଙ୍କ ପ୍ରଶ୍ନର ଉତ୍ତରରେ କହିଛନ୍ତି ଏବେ ଭାରତ...

କମଳନାଥଙ୍କ ଅଡୁଆ ବଢ଼ିଲା

ନୂଆଦିଲ୍ଲୀ,୧୦ା୯(ଆଇଏଏନ୍‌ଏସ୍‌): ୧୯୮୪ ଶିଖ୍‌ ବିରୋଧୀ ଦଙ୍ଗା ମାମଲା ଫାଇଲ ପୁଣି ଥରେ ଖୋଲିବା ପ୍ରସ୍ତାବକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ମଞ୍ଜୁରୀ ଦେବା ପରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥଙ୍କ...

ନିର୍ବାଚନ ପ୍ରଚାର କରିବାକୁ ବାରଣ ପରେ ହନୁମାନଙ୍କ ଶରଣ ନେଲେ ଯୋଗୀ

ଲକ୍ଷ୍ନୌ,୧୬।୪: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନିର୍ବାଚନ କମିଶନ (ଇସି) ୭୨ ଘଣ୍ଟା ପାଇଁ ନିର୍ବାଚନ ପ୍ରଚାର କରିବାକୁ ବାରଣ କରିବା ପରେ ସେ...

ଛେଳି ହତ୍ୟା ଅଭିଯୋଗରେ ମିଳିଲା ଏମିତି ଦଣ୍ଡ

ରାଞ୍ଚି,୨।୮: ଝାଡଖଣ୍ଡର ଗିରିଡିହ ଜିଲାର ମୁଫାସିଲ ପୋଲିସ ଷ୍ଟେସନ ଅଞ୍ଚଳର ଘାଗାଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଛେଳି ହତ୍ୟା ଅଭିଯୋଗରେ ଦୁଇଜଣ ଦଳିତ...

ଦିଲ୍ଲୀର ଏଲ୍‌ଏନ୍‌ଜେପି ହସ୍ପିଟାଲ ପରିଦର୍ଶନ କଲେ ଶାହା

ନୂଆଦିଲ୍ଲୀ,୧୫।୬: ଦିଲ୍ଲୀରେ ଲଗାତର ଭାବେ କରୋନା ଭାଇରସ୍‌ ସଂକ୍ରମଣ ବୃଦ୍ଧିପାଇବା ସହ ଦିନକୁ ଦିନ ପରିସ୍ଥିତି ଅତ୍ୟନ୍ତ ଚିନ୍ତାଜନକ ହୋଇପଡ଼ିଛି। ଏହାକୁ ନେଇ ସୋମବାର ସ୍ବରାଷ୍ଟ୍ର...

Advertisement
Archives

Model This Week