Posted inଜାତୀୟ

ନିର୍ଭୟା ଗଣ ବଳାତ୍କାର: ରାଜକ୍ଷମା ଆବେଦନ ପାଇଁ ଦୋଷୀଙ୍କୁ ୭ ଦିନ ସମୟ; ଏହା ପରେ ଜାରି ହେବ କଳା ପରଓ୍ବାନା

ନୂଆଦିଲ୍ଲୀ,୩୧।୧୦: ନିର୍ଭୟା ଗଣ ବଳାତ୍କାର ମାମଲାରେ ଦୋଷୀଙ୍କୁ ରାଜକ୍ଷମା ଆବେଦନ ପାଇଁ ୭ ଦିନ ସମୟ ଦିଆଯାଇଛି। ଏହି ସମୟ ମଧ୍ୟରେ ଦୋଷୀମାନେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପାଖରେ ରାଜକ୍ଷମା ଆବେଦନ କରିପାରିବେ। ଏହି ନୋଟିସ୍‌ର ସମୟ ସୀମା ନଭେମ୍ବର ୪ରେ ଶେଷ ହୋଇଯିବ। ଆବେଦନ ନ କରାଗଲେ ଜେଲ୍‌ ପ୍ରଶାସନ ପକ୍ଷରୁ ନିମ୍ନ ଅଦାଲତକୁ ସୂଚିତ କରାଯାଇ ଦୋଷୀଙ୍କୁ ଫାଶି ଦଣ୍ଡ ଦେବା ପାଇଁ କଳା ପରଓ୍ବାନା(ବ୍ଲାକ୍‌ ଓ୍ବାରେଣ୍ଟ୍‌) ଜାରି କରାଯିବ। ଏହା ପୂର୍ବରୁ ସୁପ୍ରିମ୍‌କୋର୍ଟ ଏହି ମାମଲାରେ ଫାଶିଦଣ୍ଡ ରୋକିବାକୁ ମନା କରିଦେଇଥିଲେ। ସୂଚନାଯୋଗ୍ୟ, ଏହି ମାମଲାରେ ୬ ଜଣ ଦୋଷୀଙ୍କ ମଧ୍ୟରୁ ଜଣେ ଦୋଷୀ ରାମ ସିଂ ଫାଶି ଲଗାଇ ଆତ୍ମହତ୍ୟା କରିଥିଲେ। ସେହିପରି ଅନ୍ୟ ଜଣେ ନାବାଳକଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ହୋଇଥିଲା। ଅନ୍ୟ ୪ ଦୋଷୀ ମୁକେଶ, ବିନୟ, ଅକ୍ଷୟ ଏବଂ ପଓ୍ବନଙ୍କୁ ଫାଶି ଦଣ୍ଡାଦେଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାହଙ୍କୁ ଭେଟିଲେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୪।୧୦: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ଶୁକ୍ରବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି। ନୂଆଦିଲ୍ଲୀରେ ସେ ଶାହାଙ୍କୁ ଭେଟିବା ଅବସରରେ ତେଲେଙ୍ଗାରରେ ବାକିଥିବା କିଛି...

ଭେଣ୍ଟିଲେଟରରେ ଅଜିତ୍‌ ଯୋଗୀ

ରାୟପୁର,୯।୫: ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ୍‌ ଯୋଗୀଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି। ହୃଦ୍‌ଘାତ ଯୋଗୁ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ରାୟପୁରର ଶ୍ରୀ ନାରାୟଣ ହସ୍ପିଟାଲରେ ଭର୍ତ୍ତି...

ଚିନ୍ତା ବଢାଉଛି କରୋନା: ପ୍ରତି ଶହେ ଜଣରେ ୧୩ଜଣ ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ,୬।୭: ଚିନ୍ତା ବଢାଇ ଚାଲିଛି କରୋନା। କିଛିଦିନ ହେବ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ରେକର୍ଡ ପରେ ରେକର୍ଡ କରି ଚାଲିଛି। ଦେଶରେ ୭ ଲକ୍ଷ...

ଗୃହବନ୍ଦୀରୁ ମୁକୁଳିବା ପରେ ପ୍ରଥମଥର ପାଇଁ ଦଳୀୟ ବୈଠକ ଡକାଇଲେ ମେହବୁବା

ଶ୍ରୀନଗର,୧୪।୧୦: ଜମ୍ମୁ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତିଙ୍କୁ ଗୃହବନ୍ଦୀରୁ ୧୪ ମାସ ପରେ ମୁକ୍ତ କରାଯାଇଛି। ଗୃହବନ୍ଦୀରୁ ମୁକ୍ତ ପରେ ତାଙ୍କର ପ୍ରଥମ ଫଟୋ...

ଭାଜପାରେ ଯୋଗଦେବେ କି କଙ୍ଗନା, ଉତ୍ତରରେ କହିଲେ ଏମିତି

ମୁମ୍ବାଇ: ମହାରାଷ୍ଟ୍ରରେ ଶିବସେନା ସହ ଭୀଷଣ ତିକ୍ତତାର ସମ୍ମୁଖୀନ ହୋଇଥିବା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ଭାଜପାରେ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଛି। ମୁମ୍ବାଇ...

‘କୋଭାକ୍ସିନ କେବଳ ୧୮ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କ ପାଇଁ ’

ନୂଆଦିଲ୍ଲୀ,୧୫।୧: କୋଭିଡ୍‌-୧୯ ସହ ଲଢ଼ିବା ପାଇଁ ଭାରତ ବାୟୋଟେକ, ଇଣ୍ଡିଆନ କାଉନ୍ସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ (ଆଇସିଏମ୍‌ଆର) ଓ ନ୍ୟାଶନାଲ ଇନଷ୍ଟିଚ୍ୟୁ ଅଫ୍‌ ଭିରୋଲୋଜି ଦ୍ୱାରା...

ଆଲୋଚନା ବିଫଳ ହେଲେ ସେନା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ, ୨୫ା୮: ଭାରତ-ଚାଇନା ସୀମା ବିବାଦର ସମାଧାନ ଲାଗି କୂଟନୈତିକ ଓ ସାମରିକ ସ୍ତରରେ ଆଲୋଚନା ଜାରି ରହିଛି। ଲଦାଖରେ ଚାଇନା ଅନୁପ୍ରବେଶ କରି ଟେଣ୍ଟ...

ଯାତ୍ରୀମାନଙ୍କ ଉପରକୁ ରଙ୍ଗ ନ ପକାଇବା ପାଇଁ ଅନୁରୋଧ କଲା ରେଳ ବିଭାଗ

ନୂଆଦିଲ୍ଲୀ,୨୭।୩: ଭାରତୀୟ ରେଳ ବିଭାଗ ପକ୍ଷରୁ ଯାତ୍ରୀମାନଙ୍କ ସୁରକ୍ଷା ପାଇଁ ଏକ ଅନୁରୋଧ କରାଯାଇଛି। ପଶ୍ଚିମ ରେଳ ବିଭାଗ ପକ୍ଷରୁ ଟୁଇଟ୍‌ କରି କୁହାଯାଇଛି, ଦୟାକରି...

BGU
Play 250+ Trending Games
Archives

Model This Week

Why Dharitri