Posted inଜାତୀୟ

ନିର୍ଭୟା ଦୋଷୀଙ୍କ ସୁରକ୍ଷା ପାଇଁ ପ୍ରତିଦିନ ଖର୍ଚ୍ଚ ହେଉଛି ୫୦ ହଜାର ଟଙ୍କା

ନୂଆଦିଲ୍ଲୀ, ୨୩।୧: ନିର୍ଭୟା ଗଣବଳାତ୍କାର ଏବଂ ହତ୍ୟା ମାମଲାରେ ୪ ଦୋଷୀଙ୍କ ସୁରକ୍ଷା ପାଇଁ ଜେଲ୍‌ ପ୍ରଶାସନ ପ୍ରତିଦିନ ୫୦ ହଜାର ଟଙ୍କା ଖର୍ଚ୍ଚ କରୁଛି। ଯେଉଁ ଦିନଠାରୁ କୋର୍ଟ ଦୋଷୀଙ୍କୁ ଫାଶୀ ଦେବା ପାଇଁ ଘୋଷଣା କରିଥିଲେ। ସେବେଠାରୁ ଜେଲ୍‌ରେ ଦୋଷୀଙ୍କ ସୁରକ୍ଷା ବଢାଇ ଦିଆଯାଇଛି। ଜେଲ୍‌ ବାହାରେ ୨୪ ଘଣ୍ଟା ୩୨ ଜଣ ସୁରକ୍ଷାକର୍ମୀ ଏବଂ ଫାଶୀ ପାଇଁ ଅନ୍ୟାନ୍ୟ ଖର୍ଚ୍ଚ ବାବଦରେ ପ୍ରତିଦିନ ୫୦ ହଜାର ଟଙ୍କା ଖର୍ଚ୍ଚ ହେଉଛି। ପ୍ରତି ଦୁଇଘଣ୍ଟାରେ ସୁରକ୍ଷାକର୍ମୀଙ୍କ ଶିଫ୍ଟ ବଦଳାଯାଉଛି। ଯାହାଫଳରେ ସେମାନେ ବିଶ୍ରାମ ନେଇପାରିବେ। ସୂଚନାଯୋଗ୍ୟ, ନିର୍ଭୟା ଦେଷୀଙ୍କୁ ତିହାର ଜେଲ ନମ୍ବର ୩ରେ ଅଲଗା ଅଲଗା ସେଲ୍‌ରେ ରଖାଯାଇଛି। ସେଲ୍‌ ବାହାରେ ୨ଜଣ ସୁରକ୍ଷାକର୍ମୀ ଡେରା ପକାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଫେରାର ହେବା ପରେ ପୋଲିସକୁ ସୁରକ୍ଷା ମାଗିଲେ ମନ୍ତ୍ରୀଙ୍କ ଝିଅ

ବେଙ୍ଗାଲୁରୁ,୯।୩: ଘରୁ ଫେରାର ହୋଇ ଜଣେ ବ୍ୟବସାୟୀଙ୍କୁ ବିବାହ କରିଥିବା ତାମିଲନାଡୁ ମନ୍ତ୍ରୀଙ୍କ ଝିଅ ବେଙ୍ଗାଲୁରୁରେ ପୋଲିସ ଠାରୁ ସୁରକ୍ଷା ଦାବି କରିଛନ୍ତି। ପେଶାରେ ଡାକ୍ତର...

କୋର୍ଟରେ ହାଜର ହେଲେ କଲ୍ୟାଣ ସିଂ

ଲକ୍ଷ୍ନୌ,୨୮।୯(ପି.ଟି.): ବାବ୍ରୀ ମସ୍‌ଜିଦ ଭଙ୍ଗ ମାମଲାରେ ବରିଷ୍ଠ ଭାଜପା ନେତା କଲ୍ୟାଣ ସିଂ ଶୁକ୍ରବାର ସ୍ବତନ୍ତ୍ର ସିବିଆଇ କୋର୍ଟରେ ହାଜର ହୋଇଛନ୍ତି। ସ୍ବତନ୍ତ୍ର ବିଚାରପତି ଏସ୍‌.କେ....

ପିପିଇ କିଟ୍‌ ପିନ୍ଧି କୋଭିଡ୍‌ ସେଣ୍ଟରରେ ବିବାହ କଲେ ବରକନ୍ୟା

ଜୟପୁର,୭ା୧୨: ବିବାହ ଦିନ ବରକନ୍ୟାଙ୍କ କରୋନା ଟେଷ୍ଟ୍‌ କରାଯିବା ପରେ ସେମାନେ ପଜିଟିଭ୍‌ ଥିବା ଜଣାପଡ଼ିଥିଲା। ତେଣୁ ବିବାହ ଉତ୍ସବକୁ ଅଟକା ନ ଯାଇ ପିପିଇ...

୨୩ରେ ଅର୍ଣ୍ଣବ ଗୋସ୍ବାମୀଙ୍କ ଆଗୁଆ ଜାମିନ ଶୁଣାଣିି

ମୁମ୍ବାଇ,୧୩।୧୧:‘ମୁମ୍ବାଇର ସେସନ୍ସ କୋର୍ଟ ପକ୍ଷରୁ ରିପବ୍ଲିକ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀ, ତାଙ୍କ ସ୍ତ୍ରୀ ସମ୍ୟାବ୍ରତ ରାୟଙ୍କ ଆଗୁଆ ଜାମିନ ଆବେଦନର ଶୁଣାଣିକୁ ନଭେମ୍ବର...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟଳିପଡ଼ିଲେ ୫ଆତଙ୍କବାଦୀ

ଶ୍ରୀନଗର,୧୦।୬: ଜମ୍ମୁ-କଶ୍ମୀର ଶୋପିଆନ ଜିଲାରେ ବୁଧବାର ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୫ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଆଉ ଆତଙ୍କବାଦୀ ଲୁଚି...

ଭାକ୍ସିନ ନ ଆସୁଣୁ ଭିଡ଼

ନୂଆଦିଲ୍ଲୀ,୧୬ା୧୧: ମହାମାରୀ କରୋନାରୁ ମୁକ୍ତି ପାଇଁ ଟିକାକୁ ସାରା ବିଶ୍ୱ ଅପେକ୍ଷା କରିଥିବାବେଳେ ଏହା ଉପରେ ଏବେଠାରୁ ଅଧିକାର ଜମାଇ ବସିଲେଣି ଧନୀ ରାଷ୍ଟ୍ର। ଫଳରେ...

କରୁଣାନିଧିଙ୍କ ସମ୍ମାନାର୍ଥେ ନିର୍ମାଣ ହେବ ମନ୍ଦିର

ଚେନ୍ନାଇ,୨୭।୮: ଡିଏମକେର ପ୍ରତିଷ୍ଠାତା ତଥା ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଏମ୍‌ କରୁଣାନିଧିଙ୍କ ସମ୍ମାନରେ ଏକ ମନ୍ଦିର ନିର୍ମାଣ ହେବାକୁ ଯାଉଛି। ଏହି ମନ୍ଦିର ନାମ...

ତୃଣମୂଳର ଡବଲ ସେଞ୍ଚୁରୀ: ଦୁଇ ଅଙ୍କରେ ଭାଜପା…

କୋଲକାତା,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳରେ ଶାସକ ତୃଣମୂଳ କଂଗ୍ରେସ ୨୦୬ ଆସନରେ ଆଗେଇଥିବାବେଳେ ଭାଜପା ୮୩ ଆସନରେ ଆଗୁଆ ରହିଛି। ଲେଫ୍ଟ ମେଣ୍ଟ ୧ଟି...

Advertisement
Archives

Model This Week