Posted inଜାତୀୟ

ନିର୍ଭୟା ବଳାତ୍କାର ମାମଲା: ଅଭିଯୁକ୍ତ ବିନୟ ଶର୍ମାଙ୍କୁ ତିହାର ଜେଲ୍‌କୁ ସ୍ଥାନାନ୍ତର

ନୂଆଦିଲ୍ଲୀ,୧୦।୧୨: ନିର୍ଭୟା ବଳାତ୍କାର ମାମଲାର ଅଭିଯୁକ୍ତ ବିନୟ ଶର୍ମାଙ୍କୁ ତିହାର ଜେଲ୍‌କୁ ସ୍ଥାନାନ୍ତରିତ କରାଯାଇଛି। ଆଗରୁ ସେ ମଣ୍ଡୋଲି ଜେଲରେ ବନ୍ଦୀ ଥିଲେ। ପୂର୍ବରୁ ଅନ୍ୟ ୩ ଅଭିଯୁକ୍ତ ମୁକେଶ, ପବନ ଓ ଅକ୍ଷୟ ତିହାର ଜେଲରେ ବନ୍ଦୀ ଅଛନ୍ତି। ୨୦୧୨ ଡିସେମ୍ବର ୧୬ରେ ରାଜଧାନୀରେ ହୋଇଥିବା ନିର୍ଭୟା ଘଟଣାକୁ ଚଳିତ ବର୍ଷ ୭ବର୍ଷ ପୂରା ହେଉଥିବା ବେଳେ ୪ଅଭିଯୁକ୍ତଙ୍କୁ କୋର୍ଟ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଏହି ମାମଲାର ଆଗାମୀ ଶୁଣାଣି ପଟିଆଲା ହାଉସ୍‌ କୋର୍ଟରେ ଡିସେମ୍ବର ୧୩ରେ ହେବ। ଗତ ଶୁଣାଣିରେ କୋର୍ଟ ଅଭିଯୁକ୍ତମାନଙ୍କୁ ଏକ ନୋଟିସ ଜାରି କରିଥିଲେ। ଅପରପକ୍ଷରେ ବିନୟ ନିଜ ଫାଶୀଦଣ୍ଡ ବିରୋଧରେ କୋର୍ଟରେ ଏକ ଆବେଦନ କରିଥିଲେ। ହେଲେ ଏହି କ୍ଷମା ପ୍ରାର୍ଥନାକୁ ସରକାର ଖାରଜ କରିଦେଇଥିବା ବେଳେ ଏହାକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପାଖକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ପରଲୋକକୁ ନେଇ ଆଜି ଦେଶରେ ଗୋଟିଏ ଦିନିଆ ରାଜକୀୟ ଶୋକ, ଅର୍ଦ୍ଧନମିତ ରହିବ ଜାତୀୟ ପତାକା

ନୂଆଦିଲ୍ଲୀ,୧୧ ।୯: ବ୍ରିଟେନର ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ବିୟୋଗରେ ଭାରତରେ ଆଜି ଗୋଟିଏ ଦିନ ରାଜକୀୟ ଶୋକ ଘୋଷଣା କରାଯାଇଛି । ଏଲିଜାବେଥ ଦ୍ୱିତୀୟଙ୍କ ସ୍ମୃତି...

ଭଗତ ସିଂଙ୍କୁ ଆତଙ୍କବାଦୀ କହିଲେ ପଞ୍ଜାବ ଏମ୍‌ପି

ଚଣ୍ଡିଗଡ଼, ୧୫ା୭: ସ୍ବାଧୀନତା ସଂଗ୍ରମୀ ଶହୀଦ ଭଗତ ସିଂଙ୍କୁ ଆତଙ୍କବାଦୀ କହି ବିବାଦରେ ପଞ୍ଜାବ ଏମ୍‌ପି ତଥା ଶିରୋମଣି ଅକାଳୀ ଦଳ ନେତା ସିମ୍ରନଜିତ୍‌ ସିଂ...

ମୃତ୍ୟୁର ୨ ବର୍ଷ ପରେ ବି ଶିକ୍ଷକଙ୍କୁ ମିଳୁଥିଲା ଦରମା: ଶିକ୍ଷା ବିଭାଗର ଅକଲ ଗୁଡୁମ୍‌

ଲକ୍ଷ୍ନୌ, ୧୨।୮: ଉତ୍ତରପ୍ରଦେଶ ସରକାର ଶିକ୍ଷା ବିଭାଗକୁ ସଜାଡ଼ିବାର ଉଦ୍ୟମ ଅବ୍ୟାହତ ରଖିଛନ୍ତି। ତେବେ ବି ବିଭାଗରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟୟ ହୋଇପଡ଼ିଛି। ସ୍ଥାନୀୟ...

ଜି୨୦ ସର୍ବଦଳୀୟ ବୈଠକରେ ନବୀନ

ନୂଆଦିଲ୍ଲୀ,୬।୧୨:ଆସନ୍ତା ବର୍ଷ ହେବାକୁ ଥିବା ଜି୨୦ ସମିଟ୍‌ ଲାଗି ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରଣନୀତି ପ୍ରସ୍ତୁତି ସର୍ବଦଳୀୟ ବୈଠକରେ ଓଡ଼ିଶା ମୁଖ୍ୟମନ୍ତ୍ରୀ...

ଦିଲ୍ଲୀ ପରେ ଉତ୍ତର ପ୍ରଦେଶବାସୀଙ୍କୁ କନ୍ଦାଇବ ଯମୁନା, ମଥୁରା ସମେତ କିଛି ସ୍ଥାନରେ ବିପଦ ସଙ୍କେତ ଉପରେ ବହୁଛି ନଦୀ

ଲକ୍ଷ୍ନୌ,୧୫।୭: ପାହାଡ ଉପରେ ହେଉଥିବା ବର୍ଷାର ପ୍ରଭାବ ଏବେ ତଳିଆ ଅଞ୍ଚଳରେ ଦେଖିବାକୁ ମିଳିଲାଣି। ଯମୁନା ନଦୀରେ ଆସିଥିବା ବନ୍ୟାରେ ଦିଲ୍ଲୀ ଉବୁଟୁବୁ ହେବା ପରେ...

ପଶୁଙ୍କ ପାଇଁ ଆସିଲା କୋଭିଡ୍‌ ଟିକା

ନୂଆଦିଲ୍ଳୀ,୧୧।୬: ହରିୟାଣାର ଇଣ୍ଡିଆନ୍‌ କାଉନ୍‌ସିଲ୍‌ ଅଫ୍‌ ଏଗ୍ରିକଲ୍‌ଚର ରିସର୍ଚ୍ଚ (ଆଇସିଏଆର୍‌) ଏବଂ ନ୍ୟାଶନାଲ ରିସର୍ଚ୍ଚ ସେଣ୍ଟର (ଏନ୍‌ଆର୍‌ସି) ମିଳିତ ଭାବେ ପଶୁଙ୍କ ପାଇଁ କରୋନା ଭାକ୍ସିନ...

ପାଣି ଘେରରେ ବେଙ୍ଗାଲୁରୁ

ବେଙ୍ଗାଲୁରୁ,୬ା୯: କର୍ନାଟକ ରାଜଧାନୀ ବେଙ୍ଗାଲୁରୁରେ ରବିବାର ସନ୍ଧ୍ୟାରୁ ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଭାରତର ପାଣିପାଗ ବିଭାଗ (ଆଇଏମ୍‌ଡି) ସୂଚନା ଅନୁସାରେ...

ଧର୍ମାନୁଷ୍ଠାନରୁ ହଟିଲା ୪୬ ହଜାର ବେଆଇନ ଲାଉଡ୍‌ସ୍ପିକର

ଲକ୍ଷ୍ନୌ,୩୦ା୪: ଉତ୍ତରପ୍ରଦେଶରେ ଏପର୍ଯ୍ୟନ୍ତ ପ୍ରାୟ ୪୬ ହଜାର ଲାଉଡ ସ୍ପିକରକୁ ଧାର୍ମିକ ସ୍ଥାନରେ ବିନା ଅନୁମତିରେ ହଟାଇ ଦିଆଯାଇଛି। ଆଇନ ଅନୁଯାୟୀ ଲଗାଯାଇଥିବା ପ୍ରାୟ ୫୯...

Advertisement
Archives

Model This Week