Posted inଜାତୀୟ

ନିର୍ଭୟା ମାମଲା: ଜାନୁୟାରୀ ୧୪ରେ ହେବ ବିନୟ-ମୁକେଶଙ୍କ କ୍ୟୁରେଟିଭ ପିଟିଶନର ଶୁଣାଣି

ନୂଆଦିଲ୍ଲୀ,୧୧।୧: ଦୀର୍ଘ ୭ ବର୍ଷ ତଳର ଅର୍ଥାତ୍‌ ୨୦୧୨ର ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ୪ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ମିଳିଛି। ଆସନ୍ତା ୨୨ରେ ଏମାନଙ୍କୁ ଦଣ୍ଡବିଧାନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେବା ପରେ ସମସ୍ତ ୪ ଦୋଷୀଙ୍କ ପାଇଁ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଥିଲା। ଏହାପରେ ବିନୟ ଶର୍ମା ଓ ମୁକେଶ ନାମକ ୨ ଦୋଷୀ କ୍ଷମା ଆବେଦନ ସ୍ବରୂପ ସୁପ୍ରିମକୋର୍ଟରେ କ୍ୟୁରେଟିଭ ପିଟିଶନ ଦାଖଲ କରିଥିଲେ। ଆସନ୍ତା ୧୪ ତାରିଖରେ ଏହି କ୍ୟୁରେଟିଭ ପିଟିଶନର ଶୁଣାଣି ୫ ଜଣିଆ ଖଣ୍ଡପୀଠରେ କରାଯିବ ବୋଲି ସୂଚନା ମିଳିଛି। ଏହି ଖଣ୍ଡପୀଠରେ ରହିଛନ୍ତି ଜଷ୍ଟିଶ ଏନ୍‌.ଭି.ରାମଣ, ଅରୁଣ ମିଶ୍ର, ଆର୍‌ଏଫ୍‌. ନରିମନ, ଆର୍‌. ବାନୁମଥି ଓ ଅଶୋକ ଭୂଷଣ।


Enter your email to get our daily news in your inbox.

All Right Reserved By Dharitri.Com

ଅପରାଜିତାଙ୍କ ପ୍ରଶ୍ନର ଉତ୍ତର ଦେଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୨୨।୩: ଭିନ୍ନକ୍ଷମ ପିଲାମାନଙ୍କୁ ଶିକ୍ଷା ପ୍ରଦାନ କରୁଥିବା ବିଦ୍ୟାଳୟଗୁଡ଼ିକୁ ସ୍ବତନ୍ତ୍ର ସ୍ବୀକୃତି ପ୍ରସଙ୍ଗ ଉପରେ ସୋମବାର ଲୋକ ସଭାରେ ଆଲୋଚନା ହୋଇଥିଲା। ଭିନ୍ନକ୍ଷମଙ୍କୁ ଶିକ୍ଷାଦାନ କରୁଥିବା...

‘ଇସ୍‌ଲାମରେ ହିଜାବ ଜରୁରୀ ପ୍ରଥା ନୁହେଁ’

ବେଙ୍ଗାଲୁରୁ,୧୮।୨: ଇସ୍‌ଲାମରେ ହିଜାବ ଏକ ଅତ୍ୟାବଶ୍ୟକ ଧର୍ମୀୟ ପ୍ରଥା ନୁହେଁ ବୋଲି କର୍ନାଟକ ସରକାର ଶୁକ୍ରବାର ହାଇକୋର୍ଟଙ୍କୁ କହିଛନ୍ତି। ଏହାର ବ୍ୟବହାରକୁ ରୋକିବା ଭାରତୀୟ ସମ୍ବିଧାନର...

ଖଲିସ୍ତାନ ଆତଙ୍କବାଦୀ ଗୁରପତଓ୍ବନ୍ତ ପନ୍ନୁଙ୍କ ବିରୋଧରେ ଏନଆଇଏର ବଡ କାର୍ଯ୍ୟାନୁଷ୍ଠାନ, ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୨୩।୯: ଖାଲିସ୍ତାନୀ ଆତଙ୍କବାଦୀ ଗୁରୁପତଓ୍ବନ୍ତ ପନ୍ନୁଙ୍କ ବିରୋଧରେ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଚଣ୍ଡିଗଡ଼ରେ ପନ୍ନୁଙ୍କ ସମ୍ପତ୍ତି ଜବତ କରିଛି ଏନଆଇଏ। ପନ୍ନୁ ଅମୃତସରର ବାସିନ୍ଦା...

ଚିକିତ୍ସାଧୀନ ଅବସ୍ଥାରେ ଶିବସେନା ନେତାଙ୍କ ପରଲୋକ

ଅମୃତସର,୪।୧୧: ପଞ୍ଜାବ ଅମୃତସରରେ ଶୁକ୍ରବାର ଧାରଣା ପ୍ରଦର୍ଶନ ବେଳେ ଶିବସେନା ନେତା ସୁଧୀର ସୁରୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ସୁରୀଙ୍କୁ ୨ଟି ଗୁଳି ବାଜିଥିବା...

କଂଗ୍ରେସ ମୁଖ୍ୟାଳୟରୁ ରାହୁଲଙ୍କ ପୋଷ୍ଟର ଉଭାନ

ନୂଆଦିଲ୍ଲୀ,୧୪।୮: ଦିଲ୍ଲୀର କଂଗ୍ରେସ ମୁଖ୍ୟାଳୟରୁ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ପୋଷ୍ଟରକୁ ହଠାତ୍‌ ହଟାଇ ଦିଆଯାଇଛି। ସେହି ସ୍ଥାନରେ ଏବେ ନବ ନିର୍ବାଚିତ କଂଗ୍ରେସ...

୨.୫ ଲକ୍ଷ ଟଙ୍କାର ଟମାଟୋ ଚୋରି

ବେଙ୍ଗାଲୁରୁ,୬।୭: ଦେଶରେ ଏବେ ଦରଦାମ ହୁହୁ ହୋଇ ବଢିବାରେ ଲାଗିଛି। ପରିବାଠାରୁ ଆରମ୍ଭ କରି ଡାଲି ଚାଉଳ ପର୍ଯ୍ୟନ୍ତ ସବୁର ଦାମ ବଢିବାରେ ଲାଗିଛି। ଏବେ...

‘ନେହରୁ ଚାହିଁଥିଲେ ୧୯୪୭ରେ ଗୋଆ ଘଣ୍ଟାକ ମଧ୍ୟରେ ସ୍ବାଧୀନତା ପାଇଥାନ୍ତା’

ପାଣାଜୀ,୧୧।୨: ୧୯୪୭ରେ ଭାରତ ସ୍ବାଧୀନତା ହାସଲ କଲା ବେଳେ ପଣ୍ଡିତ ଜଓ୍ବାହରଲାଲ ନେହରୁ ଚାହିଁଥିଲେ, ଗୋଆ କିଛି ଘଣ୍ଟା ମଧ୍ୟରେ ସ୍ବାଧୀନ ହୋଇଥାନ୍ତା। କିନ୍ତୁ ପର୍ତ୍ତୁଗୀଜ...

ନେପାଳ ସୀମାଦେଇ କରୋନା ସଂକ୍ରମଣ ପାଇଁ ଚାଲିଛି ଯୋଜନା !

ନୂଆଦିଲ୍ଲୀ,୧୦।୪: କରୋନା ଭାଇରସର ସଂକ୍ରମଣକୁ ରୋକିବାକୁ କେନ୍ଦ୍ର ତଥା ସମସ୍ତ ରାଜ୍ୟ ସରକାର ଚେଷ୍ଟା ଚଳାଇଛନ୍ତି। ହେଲେ ଏହି ସମୟରେ ଏମିତି ଏକ ଖବର ଆସିଛି...

Advertisement
Archives

Model This Week