Posted inଜାତୀୟ

ନିର୍ଭୟା ମାମଲା: ଦୋଷୀଙ୍କୁ ମିଳିଲା ପୁଣି ସପ୍ତାହେ; ଦୋଷୀଙ୍କୁ ଅଲଗା ଅଲଗା ଦିଆଯିବନି ଫାଶୀ

ନୂଆଦିଲ୍ଲୀ,୫।୨: ନିର୍ଭୟା ମାମଲାରେ ୪ ଦୋଷୀଙ୍କୁ ପୁଣି ସପ୍ତାହେ ସମୟ ମିଳିଛି। ଏହି ସମୟ ମଧ୍ୟରେ ସମସ୍ତ ଆଇନଗତ ବିକଳ୍ପ ପୂରଣ କରିବାକୁ ସେମାନଙ୍କୁ ଦିଲ୍ଲୀ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହାପରେ ସେମାନଙ୍କ ଲାଗି ମୃତ୍ୟୁ ଓ୍ବାରେଣ୍ଟ ଜାରି କରାଯିବ ବୋଲି ଅଦାଲତ କହିଛନ୍ତି। କେନ୍ଦ୍ର ସରକାର ଦୋଷୀଙ୍କୁ ଅଲଗା ଅଲଗା ଫାଶୀ ଦେବାକୁ ଆବେଦନ କରିଥିଲେ। ତେବେ ଏହାକୁ କୋର୍ଟ ଖାରଜ କରିଛନ୍ତି। ସୂଚନାଯୋଗ୍ୟ, ଏବେ ଅକ୍ଷୟ ସିଂଙ୍କ ରାଜକ୍ଷମା ରାଷ୍ଟ୍ରପତିଙ୍କ ପାଖରେ ବିଚାରାଧୀନ ରହିଛି। ଏହା ଖାରଜ ହେଲେ ସେ ସୁପ୍ରିମ୍‌ କୋର୍ଟରେ ଆବେଦନ କରି ପାରିବେ। ସେହିପରି ପଓ୍ବନ ଗୁପ୍ତାଙ୍କ ପାଖରେ ରାଜକ୍ଷମା ଏବଂ ଏହା ଖାରଜ ହେବା ପରେ ସୁପ୍ରିମ୍‌କୋର୍ଟରେ ଆବେଦନ କରିବାର ବିକଳ୍ପ ରହିଛି। ତେବେ ମୁକେଶ ସିଂ ଏବଂ ବିନୟ ଶର୍ମାଙ୍କ ପାଖରେ କୌଣସି ବିକଳ୍ପ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା, ବ୍ରାଜିଲ ପରେ ଭାରତରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୫ା୭ ଆମେରିକା ଏବଂ ବ୍ରାଜିଲ ପରେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିଛାଲିଛି। ବର୍ତ୍ତମାନ ସୁଦ୍ଧା ୬ ଲକ୍ଷ ୭୩ ହଜାର...

ମୁମ୍ବାଇ, ଠାଣେରେ ଶିବସେନା ମେୟର

ମୁମ୍ବାଇ, ୨୩ା୧୧(ପି.ଟି.): ମହାରାଷ୍ଟ୍ର ରାଜନୀତି କଡ଼ ଲେଉଟାଇବାରେ ଲାଗିଛି। ଶିବସେନା, ଏନ୍‌ସି ଓ କଂଗ୍ରେସ ଏକାଠି ହେବାକୁ ଉଦ୍ୟମ ଜାରି ରଖିଥିବାବେଳେ ଭାଜପାକୁ ଝଟକା ଲାଗିଛି।...

ଲାଲୁ-ରାବ୍ରି-ମିସା ଭାରତୀଙ୍କୁ ଜାମିନ…

ନୂଆଦିଲ୍ଲୀ,୧୫।୩ : ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ, ତାଙ୍କ ସ୍ତ୍ରୀ ରାବ୍ରି ଦେବୀ ଏବଂ ସେମାନଙ୍କ ଝିଅ ଏବଂ ଆରଜେଡି ସାଂସଦ ମିସା...

ପରୀକ୍ଷାରେ ‘ଖେଲ ହବେ’ ଲେଖିଲେ କାର୍ଯ୍ୟାନୁଷ୍ଠାନ

କୋଲକାତା,୭।୪: ପଶ୍ଚିମବଙ୍ଗ ବୋର୍ଡ ୧୦ମ ଶ୍ରେଣୀ ପରୀକ୍ଷାରେ କିଛି ଛାତ୍ରୀଛାତ୍ର ତାଙ୍କ ଉତ୍ତର ଖାତାରେ ଲୋକପ୍ରିୟ ରାଜନୈତିକ ସ୍ଲୋଗାନ ‘ଖେଲ ହବେ’ ଲେଖିଥିବା ଘଟଣା ସାମ୍ନାକୁ...

ସାମାଜିକ କର୍ମୀ ସ୍ବାମୀ ଅଗ୍ନିବେଶଙ୍କ ପରଲୋକ

ନୂଆଦିଲ୍ଲୀ,୧୧।୯-ସାମାଜିକ କର୍ମୀ ସ୍ବାମୀ ଅଗ୍ନିବେଶଙ୍କ ଶୁକ୍ରବାର ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ସେ ଗତ କିଛିଦିନ ହେଲା ଗୁରୁତର...

୨୦୨୨ରେ ଦେଶ ଗତିଶୀଳ ହୋଇ ରଚିଲା ଇତିହାସ: ବର୍ଷର ଶେଷ ମନ୍‌ କି ବାତ୍‌ରେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୫।୧୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ଷର ଶେଷ ତଥା ୯୬ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମକୁ ସମ୍ବୋଧିତ କର କହିଛନ୍ତି ଯେ, ୨୦୨୨ରେ ଦେଶ...

ହିନ୍ଦୁ ଶରଣାର୍ଥୀଙ୍କୁ ଅଧା ଦାମ୍‌ରେ ଜମି ଯୋଗାଇ ଦେଲେ ରାଜସ୍ଥାନ ସରକାର

ଜୟପୁର,୧୮।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଏପର୍ଯ୍ୟନ୍ତ ଦେଶର ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏହାରି ଭିତରେ କିନ୍ତୁ ରାଜସ୍ଥାନର ଅଶୋକ ଗେହଲଟ...

‘ଜିନ୍ନା ପ୍ରଧାନମନ୍ତ୍ରୀ ହୋଇଥିଲେ, ଦେଶ ବିଭାଜନ ହୋଇ ନ ଥାନ୍ତା’

ଲକ୍ଷ୍ନୌ,୧୦।୧୧:: ସମାଜବାଦୀ ପାର୍ଟି (ଏସପି) ସଭାପତି ଅଖିଳେଶ ଯାଦବଙ୍କ ପରେ ସୁହେଲଦେବ ଭାରତୀୟ ସମାଜ ପାର୍ଟି (ଏସବିବି) ସଭାପତି ଓମ ପ୍ରକାଶ ରାଜଭର ପାକିସ୍ତାନର ପ୍ରତିଷ୍ଠାତା...

Advertisement
Archives

Model This Week