Posted inଜାତୀୟ

ନିର୍ଭୟା ମାମଲା: ଦୋଷୀଙ୍କ କ୍ୟୁରେଟିଭ ପିଟିସନର ଶୁଣାଣି ଆଜି

ନୂଆଦିଲ୍ଲୀ,୧୪।୧: ନିର୍ଭୟା ଗଣ ବଳାତ୍କାର ମାମଲାର ଦୋଷୀ ବିନୟ ଶର୍ମା ଓ ମୁକେଶଙ୍କ ଦ୍ୱାରା ଦାଖଲ କରାଯାଇଥିବା କ୍ୟୁରେଟିଭ ପିଟିସନର ଶୁଣାଣି ମଙ୍ଗଳବାର ଦିନ ପ୍ରାୟ ୨ଟା ୩୦ ମିନିଟ୍‌ରେ କରାଯିବ। ସୁପ୍ରିମକୋର୍ଟର ୫ ଜଣିଆ ଖଣ୍ଡପୀଠ ଏହାର ଶୁଣାଣି କରିବେ। କ୍ୟୁରେଟିଭ ପିଟିସନ କ୍ଷମା ଆବେଦନର ଶେଷ ପର୍ଯ୍ୟାୟ। ସୂଚନାଯୋଗ୍ୟ, ନିର୍ଭୟା ଗଣବଳାତ୍କାର ମାମଲାରେ ୪ ଦୋଷୀଙ୍କୁ କୋର୍ଟ ଫାଶୀ ଦଣ୍ଡାଦେଶ ଶୁଣାଇବା ସହ ଆସନ୍ତା ୨୨ ତାରିଖରେ ଏମାନଙ୍କୁ ଫାଶୀ ଦିଆଯିବ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ନେଇ ଡେଥ୍‌ ଓ୍ବାରେଣ୍ଟ ମଧ୍ୟ ଜାରି କରାଯାଇଛି। ଏହାପୁର୍ବରୁ ୨ ଦୋଷୀ ବିନୟ ଓ ମୁକେଶ କ୍ୟୁରେଟିଭ ପିଟିସନ ଦାଖଲ କରିଥିବା ବେଳେ ଅନ୍ୟ ୨ ଦୋଷୀ କ୍ଷମା ଆବେଦନ କରି ନାହାନ୍ତି। ଏହାକୁ ନେଇ ସମସ୍ତଙ୍କ ନଜର ନିର୍ଭୟାଙ୍କ ମା’ଙ୍କ ଉପରେ ଥିବା ବେଳେ ମଙ୍ଗଳବାର ନିର୍ଭୟାଙ୍କ ମା’ ଆଶାଦେବୀ କହିଛନ୍ତି, ମୋର ଆଶା ଅଛି ଦୋଷୀଙ୍କ କ୍ୟୁରେଟିଭ ପିଟିସନ ଖାରଜ ହେବ ଓ ସେମାନେ ଆସନ୍ତା ୨୨ ତାରିଖରେ ଫାଶୀ ଖୁଣ୍ଟରେ ଝୁଲିବେ। ଏହାସହ ନିର୍ଭୟାଙ୍କୁ ନ୍ୟାୟ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ସୈନ୍ୟ ଆଫଗାନିସ୍ତାନରୁ ହଟିଲେ ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବୃଦ୍ଧି ପାଇବା ଆଶଙ୍କା…

ଶ୍ରୀନଗର,୨୬।୬: ଆଫଗାନିସ୍ତାନରୁ ଆମେରିକା ସୈନ୍ୟ ପ୍ରତ୍ୟାହାର ଜାରି ରହିଛି। ତେବେ ଏହା ଦ୍ୱାରା ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବୃଦ୍ଧି ପାଇବାର ଆଶଙ୍କା ରହିଛି। ଏସମ୍ପର୍କରେ ଶ୍ରୀନଗର ୧୫...

ଲାଲୁଙ୍କ ଲଣ୍ଠନ ଧରିଲେ ଜେଡିୟୁ ନେତା

ପାଟନା,୩ ।୭: ବିହାର ରାଜନୀତିରେ ଏବେ ବି ସରଗରମ ଲାଗି ରହିଛି । ଶନିବାର ଜନତାଦଳ ୟୁନାଇଟେଡ(ଜେଡିୟୁ) ନେତା ତଥା ପୂର୍ବତନ ବିଧାୟକ ମହେଶ୍ୱର ସିଂ...

ଭିକ୍ଷୁ ଦାନକଲେ ୯୦ ହଜାର ଟଙ୍କା

ମଦୁରାଇ,୧୮।୮: କରୋନା ମହାମାରୀ ସହ ସାରା ବିଶ୍ୱ ଲଢେକ କରି ଚାଲିଥିବା ବେଳେ ଏହା ଏବେବି ତା’ର କାୟା ବିସ୍ତାର କରି ରଖିଛି। ଏହି କରୋନା...

୪କୋଟି ଆନ୍ତଃରାଜ୍ୟ ପ୍ରବାସୀ ପ୍ରଭାବିତ

ନୂଆଦିଲ୍ଲୀ,୨୪ା୪(ପି.ଟି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୨୫ରେ ଦେଶବ୍ୟାପୀ ଲକ୍‌ଡାଉନ ଲାଗୁ କରିଛନ୍ତି। ଏହା ମେ’୩ ପର୍ଯ୍ୟନ୍ତ ବଳବତ୍ତର ରହିବ। ତେବେ ଏହି ଲକ୍‌ଡାଉନ ଯୋଗୁ...

ଦୈନିକ ସଂକ୍ରମଣ ପୁଣି ବଢୁଛି…

ନୂଆଦିଲ୍ଲୀ,୧୮।୯: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି। ଫଳରେ ଲୋକେ ତୃତୀୟ ଲହର ନେଇ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ...

‘ଆଉ କିଛି ବର୍ଷ ପରେ ଜମ୍ମୁ-କଶ୍ମୀରରେ ସିଆର୍‌ପିଏଫ୍‌ର ଆବଶ୍ୟକତା ପଡ଼ିବ ନାହିଁ’

ଶ୍ରୀନଗର,୨୦।୩: କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ(ସିଆର୍‌ପିଏଫ୍‌)ର କାର୍ଯ୍ୟର ପ୍ରଶଂସା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଫୋର୍ସ ଯୋଗୁ ଜମ୍ମୁକଶ୍ମୀରରେ ଆତଙ୍କବାଦକୁ ନିୟନ୍ତ୍ରଣ କରାଯାଇପାରିଛି। ଏପରିକି...

ଆମ୍ବୁଲାନ୍ସ ଯୋଗେ ମତଦାନ କେନ୍ଦ୍ରରେ ପହଞ୍ଚିଲେ ଏମ୍‌ପି

ଚେନ୍ନାଇ, ୬ା୪- ଭୋଟ ଦେବା ପାଇଁ ମତଦାନ କେନ୍ଦ୍ରରେ ଆମ୍ବୁଲାନ୍ସ ଯୋଗେ ପହଞ୍ଚିଛନ୍ତି ଡିଏମ୍‌କେ ଏମ୍‌ପି କାନିମୋଝି। ଡିଏମ୍‌କେ ଦଳର ପ୍ରତିଷ୍ଠାତା ଏମ୍‌. କରୁଣାନିଧିଙ୍କ ଝିଅ...

ସଙ୍କଟରେ ଧର୍ମନିରପେକ୍ଷତା, ନାଗରିକତ୍ୱ

ନୂଆଦିଲ୍ଲୀ,୬ା୨(ପି.ଟି.): ଦେଶରେ ଧର୍ମନିରପେକ୍ଷତା ଓ ନାଗରିକତ୍ୱ ଏବେ ସଙ୍କଟରେ ରହିଛି। କେହି ଧର୍ମନିରପେକ୍ଷତା କଥା କହିଲେ, ତାଙ୍କୁ ଦେଶବିରୋଧୀ ଆଖ୍ୟା ଦିଆଯାଉଛି। କେନ୍ଦ୍ରର ନରେନ୍ଦ୍ର ମୋଦି...

Advertisement
Archives

Model This Week