Posted inଜାତୀୟ

ନିର୍ଭୟା ମାମଲା: ଫାଶୀଦଣ୍ଡର ସିଧାପ୍ରସାରଣ ପାଇଁ ଚିଠି ଲେଖିଲା ପରି

ନୂଆଦିଲ୍ଲୀ,୧୦।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୪ ଅପରାଧୀଙ୍କୁ ଆସନ୍ତା ୨୨ ତାରିଖରେ ଫାଶୀ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ପ୍ରକ୍ରିୟାର ସିଧାପ୍ରସାରଣ କରିବାକୁ ଏକ ଏନ୍‌ଜିଓ ଶୁକ୍ରବାର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟକୁ ଏକ ଚିଠି ଲେଖିଥିବା ସୂଚନା ମିଳିଛି। ମହିଳା ସାମାଜିକକର୍ମୀ ତଥା ପିପୁଲ ଏଗେନ୍‌ଷ୍ଟ ରେପ୍ସ ଇନ୍‌ ଇଣ୍ଡିଆ(ପରି) (People Against Rapes in India(PARI)) ର ଫାଉଣ୍ଡର ଯୋଗିତା ଭୟନା ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜଭେଡକରଙ୍କୁ ଚିଠି ଲେଖି ଜାନୁୟାରୀ ୨୨ରେ ହେବାକୁ ଥିବା ଫାଶୀର ସିଧାପ୍ରସାରଣ କରିବାକୁ ଉଭୟ ଜାତୀୟ ଓ ଅନ୍ତର୍ଜାତୀୟ ଗଣମାଧ୍ୟମକୁ ସୁଯୋଗ ଦେବାକୁ ସେ ଅନୁରୋଧ କରିଛନ୍ତି। ସୂଚନାଯୋଗ୍ୟ, ୨୦୧୨ର ନିର୍ଭୟା ମାମଲା ସାରା ଦେଶରେ ଚହଳ ସୃଷ୍ଟି କରିଥିବା ବେଳେ ଏଥିରେ ଦୋଷୀ ସାବ୍ୟସ୍ତ ହୋଇଥିବା ବିନୟ, ପବନ, ଅକ୍ଷୟ ଓ ମୁକେଶଙ୍କୁ ଆସନ୍ତା ୨୨ ତାରିଖରେ ଫାଶୀ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?