Posted inଜାତୀୟ

ନିର୍ଭୟା ମାମଲା: ଫାଶୀ ତାରିଖ ଘୁଞ୍ଚାଇବାକୁ ଆବେଦନ କଲେ ଦୋଷୀଙ୍କ ପକ୍ଷରୁ ଲଢୁଥିବା ଓକିଲ

ନୂଆଦିଲ୍ଲୀ,୩୦।୧: ବେଳକୁ ବେଳ ନିର୍ଭୟା ଗଣବଳାତ୍କାର ମାମଲା ଭିନ୍ନ ମୋଡ ନେଉଛି ବୋଲି ଆଲୋଚନା ହେଲାଣି। ଫେବୃୟାରୀ ୧ରେ ଏହି ମାମଲାର ୪ ଦୋଷୀଙ୍କୁ ଫାଶୀ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିବା ବେଳେ ଏବେ ଏହାକୁ ନେଇ ଅନିଶ୍ଚିତତା ଦେଖାଯାଇଛି। ଗୁରୁବାର ଦୋଷୀଙ୍କ ପକ୍ଷରୁ ଲଢୁଥିବା ଓକିଲ ଏପି ସିଂ ଫାଶୀ ତାରିଖ ଘୁଞ୍ଚାଇବାକୁ ପଟିଆଲା ହାଉସ କୋର୍ଟରେ ଆବେଦନ କରିଥିବା ଜଣାପଡିଛି। ସୂଚନାଯୋଗ୍ୟ, ୨୦୧୨ ମସିହାର ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ୪ ଜଣ ଦୋଷୀ ସାବ୍ୟସ୍ତ ହେବା ପରେ ତାଙ୍କୁ ଜାନୁୟାରୀ ୨୨ରେ ଫାଶୀ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ହେଲେ କେତେକ ନ୍ୟାୟ ବ୍ୟବସ୍ଥା ପାଇଁ ଏହାକୁ ଫେବୃୟାରୀ ୧କୁ ଘୁଞ୍ଚାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ଡିଆର୍‌ଡିଓ ଲ୍ୟାବ୍‌: ଏଲ୍‌ଓସି-ଏଲ୍‌ଏସି ଉପରେ ରହିବ କଡ଼ା ନଜର

ନୂଆଦିଲ୍ଲୀ,୧।୧୨: ସୀମାରେ ଗବେଷଣା ଜାରି ସହିତ ଏଲ୍‌ଓସି-ଏଲ୍‌ଏସି ଉପରେ କଡ଼ା ନଜର ରଖିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି।...

ହେଲମେଟ୍‌ର ଓଜନ ଦେଢ଼ କିଲୋରୁ ଊର୍ଦ୍ଧ୍ୱ ହେଲେ ଲାଗିପାରେ ଜରିମାନା!

ଭୋପାଳ,୧୮।୮: ମଧ୍ୟପ୍ରଦେଶରେ ଟ୍ରାଫିକ୍‌ ନିୟମ ଏବେ କଡ଼ାକଡ଼ି ହେବାକୁ ଯାଉଛି। ପରିବହନ ବିଭାଗ, ନାପଟୋଲ ଓ ଟ୍ରାଫିକ୍‌ ପୋଲିସ ମିଳିତ ଭାବେ ଏବେ ସ୍ବତନ୍ତ୍ର ଯାଞ୍ଚ...

ପୁଣି ବଢ଼ିଲା ମୃତକଙ୍କ ସଂଖ୍ୟା, କମିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

ସ୍ପାଇସ ଜେଟ କ୍ୟାବିନ କ୍ର‌୍ୟୁଙ୍କ ସହ ଦୁର୍ବବ୍ୟହାର: ସାମ୍ନାକୁ ଆସିଲା ଭିଡିଓ

ନୂଆଦିଲ୍ଲୀ,୨୪ ।୧: ସ୍ପାଇସ ଜେଟ ଫ୍ଲାଇଟରେ କ୍ୟାବିନ କ୍ରୁ୍ୟଙ୍କ ସହ ଜଣେ ଯାତ୍ରୀ ଦୁର୍ବବ୍ୟହାର କରିଥିବା ଜଣାପଡିଛି । ଏହାପରେ ଅଭିଯୁକ୍ତ ଯାତ୍ରୀ ଓ ତାଙ୍କ...

ମୁମ୍ବାଇରେ କରୋନା ସଂକ୍ରମଣ ୮୯ ପ୍ରତିଶତ ବୃଦ୍ଧି

ମୁମ୍ବାଇ,୯।୩: କରୋନା ସଂକ୍ରମଣ ଯୋଗୁ ମହାରାଷ୍ଟ୍ରରେ ଆତଙ୍କ ଦେଖାଦେଇଛି। ମୁମ୍ବାଇରେ ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୮୯.୨୫ ପ୍ରତିଶତ ବୃଦ୍ଧି ଘଟିଛି।...

ଆଜି ଦେଶର ୪୪ଟି ସ୍ଥାନରେ ଆୟୋଜିତ ହେବ ରୋଜଗାର ମେଳା, ୭୦ ହଜାରରୁ ଅଧିକନିଯୁକ୍ତି ପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ପ୍ରାୟ ୭୦ ହଜାର ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ) ଶୁକ୍ରବାର...

ବାରମ୍ବାର ‘ସୂର୍ଯ୍ୟବଂଶମ୍‌’ ଦେଖି ଚିଡିଗଲେ ବ୍ୟକ୍ତି, ଚ୍ୟାନେଲକୁ ଲେଖିଲେ ଚିଠି

ନୂଆଦିଲ୍ଲୀ,୧୮।୧: ଗତ କିଛି ବର୍ଷ ଧରି ଅମିତାଭ ବଚ୍ଚନଙ୍କ ଫିଲ୍ମ ‘ସୂର୍ଯ୍ୟବଂଶମ୍‌’ ପ୍ରାୟ ପ୍ରତ୍ୟେକ ଦିନ ଟିଭି ଚ୍ୟାନେଲରେ ପ୍ରଦର୍ଶିତ ହେଉଛି। କିଛି ଦର୍ଶକ ଫିଲ୍ମର...

ମନେପଡନ୍ତି ମିସାଇଲ ମ୍ୟାନ

ନୂଆଦିଲ୍ଲୀ,୨୭।୭: ପୂର୍ବତନ ରାଷ୍ଟ୍ରପତି ତଥା ମିସାଇଲ ମ୍ୟାନ ଏପିଜେ ଅବଦୁଲ କଲାମଙ୍କ ଆଜି ୬ମ ଶ୍ରାଦ୍ଧବାର୍ଷିକ। ୨୦୧୫ ମସିହା ଆଜିର ଦିନରେ କଲାମଙ୍କର ଦେହାନ୍ତ ହୋଇଥିଲା।...

Advertisement
Archives

Model This Week