Posted inଜାତୀୟ

ନିର୍ଭୟା ମାମଲା: ସୁପ୍ରିମକୋର୍ଟରେ କ୍ୟୁରେଟିଭ ପିଟିଶନ ଦାଖଲ କଲେ ବିନୟ

ନୂଆଦିଲ୍ଲୀ,୯।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କ ଡେଥ୍‌ ଓ୍ବାରେଣ୍ଟ ମଙ୍ଗଳବାର ଜାରି କରାଯିବା ପରେ ଗୁରୁବାର ଏମାନଙ୍କ ମଧ୍ୟରୁ ଦୋଷୀ ବିନୟ କୁମାର ଶର୍ମା ସୁପ୍ରିମକୋର୍ଟରେ ଏକ କ୍ୟୁରେଟିଭ ପିଟିଶନ ଦାଖଲ କରିଛନ୍ତି। ସୂଚନାଯୋଗ୍ୟ, ମଙ୍ଗଳବାର ପଟିଆଲା ହାଉସ୍‌ କୋର୍ଟ ୪ ଦୋଷୀଙ୍କ ଫାଶୀ ତାରିଖ ୨୨ ଜାନୁୟାରୀ ସକାଳ ୭ଟା ଦିଆଯିବାକୁ ନିର୍ଦ୍ଦେଶ ଦେବା ପରେ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଥିଲା। ଏହାପରେ ଦୋଷୀଙ୍କ ପାଇଁ ଲଢୁଥିବା ଓକିଲ ଏ.ପି. ସିଂ କହିଥିଲେ ଏହା ବିରୋଧରେ ସେ ସୁପ୍ରିମକୋର୍ଟରେ ଦିନେ ଦୁଇ ଦିନ ମଧ୍ୟରେ କ୍ୟୁରେଟିଭ ପିଟିଶନ ଦାଖଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ବଢୁଛି ରହିବା ଖର୍ଚ୍ଚ: ୨୦୨୬ରେ ଏହି ସହର ସବୁଠୁ ମହଙ୍ଗା, ଜାଣନ୍ତୁ କେଉଁ ସହରରେ କେତେ ?

ନୂଆଦିଲ୍ଲୀ,୧୮।୩: ୨୦୨୬ ମାର୍ଚ୍ଚ ମାସର ସଦ୍ୟତମ ‘ନମ୍ବିଓ’ ରିପୋର୍ଟ ଅନୁଯାୟୀ, ଭାରତରେ ଜୀବନଶୈଳୀ ଏବଂ ସହର ଅନୁସାରେ ରହିବା ଖର୍ଚ୍ଚରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବର୍ତ୍ତମାନର…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

SCB ଅଗ୍ନିକାଣ୍ଡ: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ, ୪ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୧୮।୩(ସୁନିତ୍‌ ମିଶ୍ର): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଗତ ୧୬ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଜୀବନ ନଷ୍ଟ…

ଇଶାନ କିଷାନଙ୍କୁ ବଡ ଦାୟିତ୍ୱ ଦେଲା ସନରାଇଜର୍ସ ହାଇଦ୍ରାବାଦ, କମିନ୍ସଙ୍କ ଅନୁପସ୍ଥିତିରେ…

ହାଇଦ୍ରାବାଦ,୧୮।୩: ଇଣ୍ଡିଆନ ପ୍ରିମିୟର ଲିଗ୍ (IPL) ୨୦୨୬ ସିଜନ ଆରମ୍ଭ ପୂର୍ବରୁ ସନରାଇଜର୍ସ ହାଇଦ୍ରାବାଦ (SRH) ଏକ ବଡ଼ ଘୋଷଣା କରିଛି। ଦଳର ନିୟମିତ ଅଧିନାୟକ ପ୍ୟାଟ୍…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri