ନିର୍ମାଣାଧୀନ ପାଚେରି ଭୁଶୁଡ଼ି ମହିଳା ଶ୍ରମିକ ମୃତ

ବ୍ରହ୍ମପୁର ଅଫିସ,୧ା୮- ଚମାଖଣ୍ଡି ଥାନା ବନ୍ଦର ଗଁ।ରେ ବୁଧବାର ଅପରାହ୍ନରେ ଏକ ନିର୍ମାଣାଧୀନ ପାଚେରି ଭୁଶୁଡ଼ି ପଡ଼ିବାରୁ ଜଣେ ମହିଳା ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଉକ୍ତ ଗଁ।ର ଇ.ପାର୍ବତୀ। କେତେକ ମହିଳା ଶ୍ରମିକ ଗଁାରେ ଥିବା ଏକ କୁକୁଡ଼ାଫାର୍ମର ପାଚେରୀ ନିର୍ମାଣ କରୁଥିବା ବେଳେ ପାଚେରୀ ହଠାତ୍‌ ଭୁଶୁଡ଼ି ପଡ଼ିଥିଲା। ଏଥିରେ ପାର୍ବତୀ ଚାପି ହୋଇଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଳଖିଆ ଦୋକାନ ଜଳିଗଲା

ବ୍ରହ୍ମପୁର ଅଫିସ,୧୯ା୪- ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଇଞ୍ଜିନିୟରିଂ ସ୍କୁଲ ଛକରେ ଥିବା ବାବୁ ଟିଫିନ୍‌ ସେଣ୍ଟରରେ ରବିବାର ରାତି ପ୍ରାୟ ସାଢେ ୮ଟାବେଳେ ଅଗ୍ନିକାଣ୍ଡ ଘଟିଛି।...

ସିବିଏସ୍‌ଇ ସ୍କେଟିଂ ପ୍ରତିଯୋଗିତା: ବ୍ରହ୍ମପୁରକୁ ୩ ସ୍ବର୍ଣ୍ଣ, ୩ ବ୍ରୋଞ୍ଜ

ବ୍ରହ୍ମପୁର ଅଫିସ୍‌,୧୬ା୧୦-ଚଳିତ ମାସ ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଛତିଶଗଡ ରାୟପୁରରେ ସିବିଏସ୍‌ଇ ଦ୍ୱାରା ଅନୁଷ୍ଠିତ ଜୋନାଲ୍‌ସ୍ତରୀୟ ସ୍କେଟିଂ ପ୍ରତିଯୋଗିତାରେ ବ୍ରହ୍ମପୁରର...

ଗଞ୍ଜାମରେ ଡିସେମ୍ବର ପହିଲା ଯାଏ ଖୋଲିବନି ମନ୍ଦିର

ଛତ୍ରପୁର,୨ା୧୧(ଡି.ଏନ୍‌.ଏ.)-କେତେକ ଦେଶରେ ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ କରୋନା ସଂକ୍ରମଣ ଆରମ୍ଭ ହୋଇଯାଇଛି। ଏହି ପର୍ଯ୍ୟାୟରେ ସଂକ୍ରମିତ ହେଲେ ନିଶ୍ଚିତରୂପେ ଜୀବନ ପ୍ରତି ବିପଦ ଦେଖାଦେଉଛି...

ଛାତ୍ରୀନିବାସ କୋଠା ଭୁଶୁଡ଼ିବା ପରେ ଚେତା ପଶିଲା : ସମସ୍ତ ହଷ୍ଟେଲ କୋଠା ସ୍ଥିତି ଯାଞ୍ଚ ନିଷ୍ପତ୍ତି

ବ୍ରହ୍ମପୁର ଅଫିସ,୨୭ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ପରିସରସ୍ଥ ସାବେରୀ ଛାତ୍ରୀନିବାସ କୋଠାର ଶୌଚାଳୟ ଥିବା ଅଂଶ ଗୁରୁବାର ଭୁଶୁଡ଼ିବା ପରେ କର୍ତ୍ତୃପକ୍ଷଙ୍କ ଚେତା ପଶିଛି ା ଏପରି...

ଗୁଣି ସନ୍ଦେହରେ ମହିଳାଙ୍କୁ ହତ୍ୟା

କବିସୂର୍ଯ୍ୟନଗର, ୨୮ା୧୦(ଡି.ଏନ.ଏ.): ଅନ୍ଧବିଶ୍ୱାସକୁ ନେଇ ଅଶାନ୍ତ ହୋଇଉଠିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା କନିଆରୀ ପଞ୍ଚାୟତର ମଧୁରଝୋଳ ଗଁା। ଗୁଣିଗାରେଡ଼ି ସନ୍ଦେହରେ ଗ୍ରାମବାସୀ ମିଳିତ ଭାବେ...

ଢେଙ୍କାନାଳରୁ ଅଭିଯୁକ୍ତଙ୍କୁ ଆଣି ରିମାଣ୍ଡରେ ନେଲା ପୋଲିସ

ବ୍ରହ୍ମପୁର ଅଫିସ,୪ା୩ ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନୀଙ୍କ ହତ୍ୟା ଘଟଣାରେ ଢେଙ୍କାନାଳ ଜେଲରେ ଥିବା ମୁଖ୍ୟ ଅଭିଯୁକ୍ତ ଶଙ୍କର ସାହୁଙ୍କୁ ବ୍ରହ୍ମପୁର ଏସ୍‌ଡ଼ିଜେଏମ୍‌ଙ୍କ...

ସଙ୍କୁଚିତ ସ୍ମାର୍ଟ ରାସ୍ତା ସମ୍ପୂର୍ଣ୍ଣ ପାଇଁ ୨ ମାସ ବଢ଼ିଲା ଅବଧି

ବ୍ରହ୍ମପୁର ଅଫିସ,୨୦।୮: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସହରର ୫ଟି ସ୍ଥାନରେ ସ୍ମାର୍ଟ ରାସ୍ତା କାର୍ଯ୍ୟ ଚାଲିଛି। କିନ୍ତୁ ଏଥି ନିମନ୍ତେ ଅବଧି ସମୟ...

କନ୍ଧମାଳ ଲୋକସଭା, ଫୁଲବାଣୀ ବିଧାନସଭା କ୍ଷେତ୍ରରେ ବିଜେଡି ଆଗୁଆ

ଫୁଲବାଣୀ/ଜି.ଉଦୟଗିରି,୨୩।୫(ଡି.ଏନ୍‌.ଏ.)- ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା କନ୍ଧମାଳ ଲୋକସଭା ବିଜେଡି ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ୧୯୨୯ ଭୋଟ ପାଇଥିବାବେଳେ ଭାଜପା ପ୍ରାର୍ଥୀ ଐରଖାରବେଳ ସ୍ବାଇଁ...

Advertisement
Archives

Model This Week