Posted inଜାତୀୟ

ନିର୍ମାଣାଧୀନ ପୋଲ ଭୁଶୁଡ଼ି ୨ ମୃତ

ମାଲ୍‌ଦା,୧୭ା୨: ପଶ୍ଚିମବଙ୍ଗର ମାଲ୍‌ଦାରେ ଏକ ନିର୍ମାଣାଧୀନ ପୋଲ ଭୁଶୁଡ଼ି ୨ ଜଣ ପ୍ରାଣ ହରାଇଥିବାବେଳେ ୯ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ମାଲ୍‌ଦା ହସ୍ପିଟାଲରେ ଚିକିତ୍ସା କରାଯାଉଥିବା ଜଣାପଡ଼ିଛି। ମୃତକ ଦ୍ୱୟ ଶ୍ରମିକ ଓ ସେଠାରେ କାମ କରୁଥିବା ଅବସ୍ଥାରେ ପୋଲ ଭୁଶୁଡ଼ି ଚାପିହୋଇ ରହିଥିଲେ। ଉଦ୍ଧାରକାରୀ ସେମାନଙ୍କୁ ହସ୍ପିଟାଲ ନେଇଥିବା ବେଳେ ଡାକ୍ତର ମୃତ ଘୋଷଣା କରିଥିଲେ। ପୋଲିସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି। ଏନ୍‌ଏଚ୍‌ଏଆଇର ଏହି ପ୍ରକଳ୍ପ କାର୍ଯ୍ୟ ଏବେ ବନ୍ଦ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନେତା ବିଜୟଙ୍କ ବିରୋଧରେ ଆରେଷ୍ଟ ଓ୍ବାରେଣ୍ଟ

ଥିରୁଭାନନ୍ତପୁରମ,୧୦।୫: ମାଲୟାଲମ ଅଭିନେତା ବିଜୟ ବାବୁଙ୍କ ବିରୋଧରେ ଇରକାକେୁଲମ କୋର୍ଟ ଆରେଷ୍ଟ ଓ୍ବାରେଣ୍ଟ ଜାରି କରିଛି। ବିଜୟ ଏବେ ଫେରାର୍‌ ଥିବାବେଳେ ଓ୍ବାରେଣ୍ଟ ପରେ ପୋଲିସ...

ଆରମ୍ଭ ହେଲାଣି ଗୋଷ୍ଠୀ ସଂକ୍ରମଣ

ନୂଆଦିଲ୍ଲୀ,୧୯ା୭: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ଟପିଥିବାବେଳେ ଦେଶରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଥିବା ଭାରତୀୟ ମେଡିକାଲ ସଂଘ (ଆଇଏମ୍‌ଏ) ଅନୁଭବ କରୁଛି।...

ପରଲୋକରେ ଫିଲ୍ମ ସମୀକ୍ଷକ ଜୟ ପ୍ରକାଶ

ଇନ୍ଦୋର,୨।୩: ବେଶ୍‌ ଜଣାଶୁଣା ଫିଲ୍ମ ସମୀକ୍ଷକ ଜୟ ପ୍ରକାଶ ଚୌକସିଙ୍କ ପରଲୋକ ଘଟିଛି। ମଧ୍ୟପ୍ରଦେଶର ଇନ୍ଦୋରରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ...

ସେପ୍ଟମ୍ବର ୧୭ରେ ରକ୍ତଦାନ ଅମୃତ ମହୋତ୍ସବ…

ନୂଆଦିଲ୍ଲୀ, ୬।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ରେ ରକ୍ତ ଦାନ ଅମୃତ ମହୋତ୍ସବ ଆରମ୍ଭ କରାଯିବ। ଏଥିପାଇଁ ଆରୋଗ୍ୟ ସେତୁ ପୋର୍ଟାଲରେ...

ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ଉତ୍ତର ପାଇଯାଇଛନ୍ତି: ଦେବେନ୍ଦ୍ର

ମୁମ୍ବାଇ: ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଏକ ଖବରଦାତା ସମ୍ମିଳନୀ କରି ସୁପ୍ରିମକୋର୍ଟଙ୍କ ରାୟକୁ କୃତଜ୍ଞତା...

କରୋନାରେ ବିଚାରପତିଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨୦ା୪: କରୋନାରେ ସଂକ୍ରମିତ ହୋଇଥିବା ଦିଲ୍ଲୀର ଜଣେ ଜିଲା ଜଜ୍‌ କୋବଇ ବେଣୁଗୋପାଳ(୪୭)ଙ୍କ ସୋମବାର ଏକ ସରକାର ହସ୍ପିଟାଲରେ ମୃତ୍ୟୁ ଘଟିଛି। ସପ୍ତାହେ ପୂର୍ବରୁ...

କେନ୍ଦ୍ରମନ୍ତ୍ରୀ ପୁଅଙ୍କ ପିସ୍ତଲରୁ ବାଜିଲା ଗୁଳି: ଜଣେ ମୃତ

ଲକ୍ଷ୍ନୌ,୧।୯: ଲକ୍ଷ୍ନୌର ଡୁବାଗାରେ କେନ୍ଦ୍ର ମନ୍ତ୍ରୀ କୌଶଲ କିଶୋରଙ୍କ ଘରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ନାମ ବିନୟ ଶ୍ରୀବାସ୍ତବ ବୋଲି ଜଣାପଡିଛି। ପୋଲିସ...

ଟ୍ରେନ୍‌ ଦୁର୍ଘଟଣାରେ ୧୨ ହଜାରଙ୍କ ଜୀବନ ଯାଇଛି, ଏନ୍‌ସିଆର୍‌ବି ରିପୋର୍ଟ..

ନୂଆଦିଲ୍ଲୀ,୩୧।୧୦: ଦେଶରେ ଗତ ୨୦୨୦ ବର୍ଷରେ ଟ୍ରେନ୍‌ ଦୁର୍ଘଟଣାରେ ୧୨ ହଜାର ଲୋକଙ୍କ ଜୀବନ ଯାଇଛି। ସାରା ଦେଶରେ ଗତ ବର୍ଷ ୧୩ ହଜାରରୁ ଅଧିକ...

Advertisement
Archives

Model This Week