ନିର୍ମାଣାଧୀନ ପ୍ରକଳ୍ପ କ୍ଷେତ୍ର ପରିଦର୍ଶନ କଲେ ସିଇସି

ଯୋଡ଼ା/ଚମ୍ପୁଆ,୩୦।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡରେ ନିର୍ମାଣାଧୀନ ପ୍ରକଳ୍ପର କ୍ଷେତ୍ରକୁ ବୁଧବାର ପୂର୍ବାହ୍ନରେ ସୁପ୍ରିମକୋର୍ଟ ଦ୍ୱାରା ଗଠିତ କେନ୍ଦ୍ରୀୟ କ୍ଷମତାସମ୍ପନ୍ନ କମିଟି(ସିଇସି) ପରିଦର୍ଶନ କରିଛନ୍ତି । ଏହି ଟିମ୍‌ ଚମ୍ପୁଆ ନିକଟସ୍ଥ ମିରିଗିସିଙ୍ଗାଠାରେ ବୈତରଣୀ ନଦୀରେ ନିର୍ମାଣାଧୀନ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ସ୍ଥାନରେ ପହଞ୍ଚିଥିଲା। ଏହି ପ୍ରକଳ୍ପ ଓଡ଼ିଶା ଖଣିଜ ସମ୍ପଦ ଅଞ୍ଚଳ ବିକାଶ ନିଗମ (ଓଏମ୍‌ବିଏଡିସି) ଏବଂ ଜିଲା ଖଣିଜ ପ୍ରତିଷ୍ଠାନ (ଡିଏମ୍‌ଏଫ୍‌) ପକ୍ଷରୁ ପ୍ରାୟ ୧୦୮ କୋଟି ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଛି । ଉକ୍ତ ପ୍ରକଳ୍ପ ଜରିଆରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ କରାଯିବାର ଲକ୍ଷ୍ୟ ରହିଛି । ଏହି କମିଟିକୁ ଜିଲା ପ୍ରଶାସନ ପକ୍ଷରୁ କେନ୍ଦୁଝର ଜିଲାପାଳ ଆଶିଷ ଠାକରେଙ୍କ ସମେତ ବିଭାଗୀୟ ଯନ୍ତ୍ରୀ ପ୍ରକଳ୍ପର କାର୍ଯ୍ୟ ଏବଂ ଏହାର ବିଶେଷତ୍ୱ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କୁ Zomatoର ବଡ଼ ଝଟ୍‌କା! ଏଲ୍‌ପିଜି ସଙ୍କଟ ପରେ ଏବେ ଅନଲାଇନ୍‌ରେ ଖାଇବା ମଗାଇବା ହେଲା ମହଙ୍ଗା, ଦେବାକୁ ହେବ…

ନୂଆଦିଲ୍ଲୀ,୨୦।୩:ସାଧାରଣ ଲୋକଙ୍କ ପକେଟ ଉପରେ ପୁଣି ଏକ ମହଙ୍ଗା ମାଡ଼ ହୋଇଛି। ଯଦି ଆପଣ ଅନଲାଇନ୍‌ରେ ଖାଦ୍ୟ ଅର୍ଡର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଛାତ୍ରୀମାନେ ନିଜ ସୁରକ୍ଷା ନିଜେ କରିବା ପାଇଁ ନେଲେ ଏମିତି ପଦକ୍ଷେପ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୩(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ରହିଥିବା ଋଷିମାଳ ଡିଗ୍ରୀ ମହାବିଦ୍ୟାଳୟରେ ମାର୍ଚ୍ଚ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା…

ଧୋନଙ୍କ ସହ ଏମିତି କରିବାକୁ ଖୁବ ଆଗ୍ରହୀ ଅଛନ୍ତି ସଞ୍ଜୁ ସମାସନ, Video ଖୋଲିଲା ବଡ଼ ଗୁମର

ନୂଆଦିଲ୍ଲୀ,୨୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ ପୂର୍ବରୁ, ଚେନ୍ନାଇ ସୁପର କିଙ୍ଗସ ରାଜସ୍ଥାନ ରୟାଲ୍ସ ସହିତ ଏକ ଟ୍ରେଡରେ ସଞ୍ଜୁ ସାମସନଙ୍କୁ କିଣିଥିଲା। ସେବେଠାରୁ, ପ୍ରଶଂସକମାନେ…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, IPL 2026ରେ ଧମାଲ କରିବେ ଏହି ଷ୍ଟାର, ବଡ଼ ଭବିଷ୍ୟବାଣୀ କଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୨୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ପାଇଁ କାଉଣ୍ଟଡାଉନ ଚାଲିଛି। ଲିଗର ୧୯ତମ ସିଜିନ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ…

ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଭାଜପା ନେତା ଆଲୋକଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଦଳ ଆସ୍ଥା ପ୍ରକଟ କରି..

ହାଟଡିହୀ,୨୦ା୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠୀଙ୍କୁ ଦଳ ତରଫରୁ ବଡ଼ ଦାୟିତ୍ୱ ମିଳିଛି।ରାଜନୀତି ମଇଦାନରେ ଦଳର ଜଣେ ଦକ୍ଷ…

‘ତୁମର ସ୍ବାମୀ ମରିଯିବ…’, ଏମିତି କହି ତିନି ବର୍ଷ ଧରି ମହିଳାଙ୍କୁ ବଳାତ୍କାର କଲେ ‘କ୍ୟାପ୍ଟେନ’, ପେନ ଡ୍ରାଇଭରେ ମିଳିଲା ୫୮ଟି ଭିଡିଓ

ନାସିକ,୨୦।୩: ମହାରାଷ୍ଟ୍ରର ନାସିକରେ, ପୋଲିସ ଗୁରୁବାର ଅବସରପ୍ରାପ୍ତ ମର୍ଚ୍ଚାଣ୍ଟ ନେଭି ଅଧିକାରୀ ଅଶୋକ କୁମାର ଖରାଟଙ୍କୁ ଗିରଫ କରିଛି। ଅଶୋକଙ୍କ ବିରୋଧରେ ତିନି ବର୍ଷରୁ ଅଧିକ ସମୟ…

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟକୁ ରାଜ୍ୟସ୍ତରୀୟ ପ୍ରଥମ ପୁରସ୍କାର, ଉତ୍କୃଷ୍ଟତା ପ୍ରମାଣ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୨୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ପୁନର୍ବାର ବିଭିନ୍ନ କ୍ଷେତ୍ରରେ ବିଭିନ୍ନ ସମୟରେ ନିଜର ଉତ୍କୃଷ୍ଟତା ପ୍ରମାଣ କରିଛନ୍ତି। ଇତିମଧ୍ୟରେ ଭାରତ ସରକାରଙ୍କ…

ଦ୍ୱୈତ ସଦସ୍ୟତାକୁ ନେଇ ସଙ୍କଟ: ନୀତୀଶ-ନୀତିନଙ୍କୁ ୧୦ ଦିନ ମଧ୍ୟରେ ନେବାକୁ ପଡିବ ନିଷ୍ପତ୍ତି – ନଚେତ ଯାଇପାରେ ରାଜ୍ୟ ସଭା ଆସନ

ନୂଆଦିଲ୍ଲୀ,୨୦।୩: ପୁଣିଥରେ ବିହାର ରାଜନୀତିରେ ସାମ୍ବିଧାନିକ ବ୍ୟବସ୍ଥା ସମ୍ପର୍କରେ ଉତ୍ତେଜନା ତୀବ୍ର ହୋଇଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଭାଜପା ନେତା ନୀତିନ ନବୀନଙ୍କ ରାଜ୍ୟ ସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri