Posted inଜାତୀୟ

ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ଗାଡ଼ି ପୋଡ଼ିଲେ ମାଓବାଦୀ

ରାଞ୍ଚି,୩୧।୧୨: ଝାଡ଼ଖଣ୍ଡରେ ମାଓବାଦୀମାନେ ରାସ୍ତା ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ଗାଡ଼ି ପୋଡ଼ିଛନ୍ତି। ଲାଟେହାର ଜିଲାର ମହୁଆ ମିଲାନ ରେଲଓ୍ବେ ଷ୍ଟେଶନ ନିକଟରେ ମାଓବାଦୀଙ୍କ ଗରିଲା ବାହିନୀ ୪ଟି ଗାଡ଼ି ନିଆଁ ଲଗାଇ ପୋଡ଼ିଦେଇଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ନିଆଁ ଲଗାଇବା ସମୟରେ ମାଓବାଦୀମାନେ ଫାଙ୍କା ଗୁଳି ଚାଳନା କରିଥିଲେ। ସେହିପରି ପାଲାମୁ ଜିଲାର ମୁନକେରୀ ଗାଁରେ ଗୋଟିଏ ଟ୍ରକ୍‌ରେ ମାଓବାଦୀମାନେ ନିଆଁ ଲଗାଇଛନ୍ତି। ଟ୍ରକ୍‌ ଡ୍ରାଇଭରକୁ ମାରଧର କରିଥିବା କୁହାଯାଉଛି। ଏସବୁ ସ୍ଥାନରେ ମାଓପୋଷ୍ଟର ମଧ୍ୟ ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢିଲା ଅଭିଜିତ ଦୀପକେଙ୍କ ଅଡୁଆ: ରୁଜୁ ହେଲା ମାମଲା, ଜାଣନ୍ତୁ କାହିଁକିି…

ନୂଆଦିଲ୍ଲୀ,୪।୮: କକରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ଅଡୁଆ ବଢ଼ୁଥିବା ନଜର ଆସୁଛି। ପଶ୍ଚିମବଙ୍ଗରେ ଆଇନଜୀବୀ ରିଙ୍କି ଚଟାର୍ଜୀ ସିଂହ ସିଲିଗୁଡ଼ି ସାଇବର କ୍ରାଇମ…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

Ramayan ର ୭୮ଟି ଏପିସୋଡ୍‌ରୁ ଦୂରଦର୍ଶନ କମାଇଥିଲା ୩୧,୨୦,୦୦,୦୦୦ କୋଟି ଟଙ୍କା! ଜାଣନ୍ତୁ ଗୋଟିଏ ଦିନର କେତେ ଥିଲା ବଜେଟ୍‌…

ନୂଆଦିଲ୍ଲୀ,୪।୮: ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ମିତ ‘ରାମାୟଣ’ ଆଜି ବି ଲୋକଙ୍କ ହୃଦୟରେ ରାଜ୍ କରୁଛି। ଏପରି ସ୍ଥିତିରେ ଆସନ୍ତୁ ଏହା ସହ ଜଡ଼ିତ କିଛି ଖାସ୍…

LPG ସବସିଡି ଚେକ୍‌ କରିବାକୁ ଯାଇଥିଲେ ବ୍ୟାଙ୍କ, ଖାତାରେ ଏତେ କୋଟି ଦେଖି ଉଡିଗଲା ହୋସ୍‌!

ନୂଆଦିଲ୍ଲୀ,୪।୮: ଯଦି ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହଠାତ୍‌ ୧୦୦ କୋଟି ଟଙ୍କା ଆସିଯାଏ, ତେବେ ବୋଧହୁଏ ଆପଣ ନିଜ ଆଖିକୁ ବିଶ୍ୱାସ କରିପାରିବେ ନାହିଁ। ପଶ୍ଚିମବଙ୍ଗର ଜଣେ…

ଇସ୍ତଫା ଦେଲେ ୨ ବିଧାୟକ: ରାଗିଗଲେ ମୁଖ୍ୟମନ୍ତ୍ରୀ, ସିଧା କହିଦେଲେ…

ନୂଆଦିଲ୍ଲୀ,୪।୮: କର୍ନାଟକରେ ଡିକେ ଶିବକୁମାରଙ୍କ ସରକାରର କ୍ୟାବିନେଟ୍ ସମ୍ପ୍ରସାରଣ ହୋଇଛି। ମୋଟ ୨୦ ଜଣ ମନ୍ତ୍ରୀ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। କଂଗ୍ରେସ ସରକାର କ୍ୟାବିନେଟ୍…

ଉଦୟନିଧି ଷ୍ଟାଲିନଙ୍କ ମାମଲାରେ କୋର୍ଟଙ୍କ କଡ଼ା ନିର୍ଦ୍ଦେଶ! ପଚରାଉଚରା ପରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ନିକଟତର ବନ୍ଧୁ ଏବଂ ଅଭିନେତ୍ରୀ ତ୍ରିଷାଙ୍କ ଉପରେ କଥିତ…

ଚୋରିର ୧୫ ଦିନ ପରେ ଲକ୍ଷ ଲକ୍ଷ ଟଙ୍କାର ଅଳଙ୍କାର ଫେରାଇଦେଲେ ଚୋର; ଚିଠିରେ ଲେଖିଲେ..

ହାଇଦ୍ରାବାଦ୍‌,୪।୮: ଆନ୍ଧ୍ରପ୍ରଦେଶର କାକିନାଡା ଜିଲାରୁ ଏକ ଅତ୍ୟନ୍ତ ଅସାଧାରଣ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚୋରି କରିଥିବା ଚୋରମାନେ ଅପରାଧର ପ୍ରାୟ ୧୫ ଦିନ ପରେ ଅଧିକାଂଶ…

ମଝି ଆକାଶରେ ହଠାତ୍‌ ତଳକୁ ଖସିଲା ବିମାନ, ଛାତରେ ବାଜିଲା ଯାତ୍ରୀଙ୍କ ମୁଣ୍ଡ, ଅନେକ ଯାତ୍ରୀ…

ନୂଆଦିଲ୍ଲୀ,୪।୮: ଦିଲ୍ଲୀ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଅଳ୍ପକେ ଟଳିଯାଇଛି। ଫୁକେଟରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ ହଠାତ୍‌ ପ୍ରବଳ ଟର୍ବୁଲେନ୍ସର ସମ୍ମୁଖୀନ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri