ନିର୍ମାଣ ଶ୍ରମିକଙ୍କୁ ମାସ୍କ, ସହାୟତା ରାଶି ବଣ୍ଟନ

ଖଇରା, ୧୦।୪(ଡି.ଏନ.ଏ.)-ପର୍ଯ୍ୟଟନ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସାରକୋଣା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଲୋକମାନଙ୍କୁ ମାସ୍କ ବଣ୍ଟନ କରିଛନ୍ତି ା ପ୍ରଥମେ ମନ୍ତ୍ରୀ ଅନ୍ଧାରୀ ଗ୍ରାମକୁ ଯାଇ ରବୀନ୍ଦ୍ର କୁମାର ବିଶ୍ୱାଳଙ୍କ ଦ୍ୱାରା ଦାନ କରାଯାଇଥିବା ମାସ୍କ ବଣ୍ଟନ କରିଥିଲେ ା ପରେ ପ୍ରତ୍ୟେକ ନିର୍ମାଣ ଶ୍ରମିକଙ୍କ ପାଇଁ ଆସିଥିବା ୧ହଜାର ୫ଶହ ଟଙ୍କାର ସହାୟତା ରାଶି ପ୍ରଦାନ କରିଥିଲେ ା ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ, ବିଜେଡି ନେତା ସୁଶାନ୍ତ କୁମାର ନାୟକ, ପ୍ରଦୀପ କୁମାର ସାହୁ, ଖଇରାର ବିଶିଷ୍ଟ ବ୍ୟବସାୟୀ ରବୀନ୍ଦ୍ର ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ ା ଏହି ଅବସରରେ ବିଜେଡି ପଞ୍ଚାୟତ ସଭାପତି ସୁଶାନ୍ତ କୁମାର ନାୟକ ୧୦ହଜାର ଟଙ୍କାର ଚେକ ମନ୍ତ୍ରୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଖା କଂଗ୍ରେସ ପ୍ରାର୍ଥୀଙ୍କୁ ଟକ୍କର ଦେବେ ଦୁଇ ନୂଆ ମୁହଁ

ଉମରକୋଟ,୩୦ା୧(ସ୍ବ.ପ୍ର.) ନବରଙ୍ଗପୁର ଜିଲା ଉମରକୋଟ ବ୍ଲକର ଜୋନ୍‌ ୧ ଜିଲା ପରିଷଦ ଆସନରେ ବିଜେଡି, ଭାଜପା ଓ କଂଗ୍ରେସ ମଧ୍ୟରେ ତ୍ରିମୁଖୀ ଲଢ଼େଇ ସମ୍ଭାବନା ରହିଛି।...

ଲାଞ୍ଚ ନେବା ଘଟଣା: କୋର୍ଟ ଚାଲାଣବେଳେ ଡାକ୍ତରଖାନାରେ ଭର୍ତ୍ତି ହେଲେ ଜନସ୍ବାସ୍ଥ୍ୟ ଅଧିକାରୀ

ବରଗଡ଼ ଅଫିସ,୨୦ା୪: ଲାଞ୍ଚ ନେବାବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଥିବା ବରଗଡ଼ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଚୂଳବତୀ ସାହୁ ଅସୁସ୍ଥ ହୋଇ ପଡ଼ିଛନ୍ତି। ତାଙ୍କୁ...

ଉପଜିଲାପାଳଙ୍କ ନିର୍ଦ୍ଦେଶକୁ ବେଖାତିର

ରାଉରକେଲା,୨୬।୬(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ଟିସିଆଇ-ଆଇଡିସି ବାଇପାସ ରାସ୍ତାରେ ଗ୍ୟାସ ପାଇପ୍‌ ବିଛା କାମ ଚାଲିଛି। ସମ୍ପୃକ୍ତ ଠିକାସଂସ୍ଥା ପାଇପ୍‌ ବିଛାଇବା ନାଁରେ ରାସ୍ତାରେ ବଡ...

ଧୋଇଗଲା ଅସ୍ଥାୟୀ ପୋଲ

ରାଇକିଆ,୧୪ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ମୁରୁଡ଼ି କୁପୁଡ଼ାଠାରେ ଦାରିଙ୍ଗିବାଡ଼ି-ରାଇକିଆକୁ ସଂଯୋଗ କରୁଥିବା ଅସ୍ଥାୟୀ ପୋଲ ରବିବାର ଅପରାହ୍ନରେ ଧୋଇ ଯିବାରୁ ଯାନବାହାନ ଚଳାଚଳ ସମ୍ପୂର୍ଣ୍ଣ...

ବଲାଙ୍ଗୀର ଲୋକନୃତ୍ୟରେ ଝୁମିଲେ ଦର୍ଶକ

ରାଇକିଆ ୧୦।୨(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ରାଇକିଆ ମହୋତ୍ସବ-୨୦୨୦ ଉଦ୍‌ଘାଟିତ ହୋଇଯାଇଛି। ଗୁନ୍ଧାଣୀ ଛକ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ବାଣିଜ୍ୟ ଓ...

ଏସ୍‌ଭିଏମ୍‌ ମହାବିଦ୍ୟାଳୟରେ ବେଆଇନ ନାମଲେଖା ପ୍ରସଙ୍ଗ: ୨ ଡିଇଓ ବହିଷ୍କୃତ, ଜଣେ ଅଧ୍ୟାପକଙ୍କ ଦରମା ବନ୍ଦ

ଜଗତ୍‌ସିଂହପୁର ଅଫିସ, ୨୭ା୨: ସ୍ବାମୀ ବିବେକାନନ୍ଦ ସ୍ମାରକୀ (ଏସ୍‌ଭିଏମ୍‌) ସ୍ବୟଂଶାସିତ ମହାବିଦ୍ୟାଳୟରେ ୨୦୧୫ରୁ ୨୦୧୮ ମସିହା ମଧ୍ୟରେ ଯୁକ୍ତ ତିନି ଶିକ୍ଷାଲାଭ ସହ ପାସ୍‌ କରିଥିବା...

ରାଉରକେଲା ଏନ୍‌ଆଇଟିରୁ ୪ ପଜିଟିଭ୍‌

ରାଉରକେଲା ଅଫିସ,୨୮।୩: ରାଉରକେଲାସ୍ଥିତ ନ୍ୟାସନାଲ ଇନ୍‌ଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (ଏନ୍‌ଆଇଟି)ରୁ ରବିବାର ୪ ଛାତ୍ର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ଉକ୍ତ ଶିକ୍ଷାନୁଷ୍ଠାନରୁ ୩...

ଦୁର୍ଗା ପୂଜା ଦେଖିବାକୁ ଯିବା ବାଟରେ ସାମ୍ନାରୁ ଧକ୍କା ଦେଲା ଟ୍ରକ: ଜଣେ ମୃତ, ୮ ଗୁରୁତର

ଭବାନୀପାଟଣା,୫।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଞ୍ଚଳରେ ବୁଧବାର ଏକ ଅଟୋ ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୮...

Advertisement
Archives

Model This Week