ଫୁଲବାଣୀ ଅଫିସ,୧୯ା୪-କରୋନା ଲକ୍ଡାଉନ୍ରେ ଫୁଲବାଣୀ ସହରର ଅନେକ ନିର୍ମାଣ ଶ୍ରମିକ ସରକାରଙ୍କ ଘୋଷିତ ୧୫ଶହ ଟଙ୍କା ସହାୟତା ଅର୍ଥ ପାଇ ନ ଥିବା ଅଭିଯୋଗ କରି ଶନିବାର ଆଇଏନ୍ଟିୟୁସି ପକ୍ଷରୁ ଅତିରିକ୍ତ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ା ସହରର ଅନେକ ନିର୍ମାଣ ଶ୍ରମିକଙ୍କ କାର୍ଡ ଥାଇ ସୁଦ୍ଧା ସେମାନଙ୍କୁ ଏହି ଅର୍ଥ ମିଳିନାହିଁ ବୋଲି ଏଥିେ ଉଲ୍ଲେଖ କରାଯାଇଛି ା ସହୟତା ପାଇ ନ ଥିବା ଶ୍ରମିକଙ୍କ ପରିବାର ବହୁ ଅସୁବିଧାରେ ଚଳୁଛନ୍ତି ା ତେଣୁ ତୁରନ୍ତ ସେମାନଙ୍କୁ ସହୟତା ଯୋଗାଇ ଦେବାକୁ ସଂଗଠନର ଜିଲା ସାଧାରଣ ସମ୍ପାଦକ ଜାକିରୁଲା ଖାନଙ୍କ ନେତୃତ୍ୱରେ ବହୁ ଶ୍ରମିକ ଅତିରିକ୍ତ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି ା
Posted inଆମ ଜିଲା ଖବର, କନ୍ଧମାଳ View All

ବଳାତ୍କାର ଅଭିଯୋଗ, ଯୁବକ ଗିରଫ
ଗୋପାଳପୁର,୩ା୧୦- ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଗୋଳନ୍ଥରା ପୋଲିସ ବୁଧବାର ରାତିରେ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ପଞ୍ଚମା...

ଝିଅପୁଅଙ୍କୁ ଘରୁ ଡାକି ନେଇ କୂଅକୁ ଠେଲି ଦେଲେ ମା’, ନିଜେ କଲେ ଆତ୍ମହତ୍ୟା ଉଦ୍ୟମ
ରାଇକିଆ,୧୭ା୭(ଡି.ଏନ୍.ଏ.): କନ୍ଧମାଳ ଜିଲା ରାଇକିଆ ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ ମା’ ୯ ବର୍ଷର ଝିଅ ଏବଂ ୫ ବର୍ଷର ପୁଅକୁ...

ଚାକିରି କରେଇଦେବାକୁ କହି ଟଙ୍କା ଠକେଇ ଅଭିଯୋଗ
ନବରଙ୍ଗପୁର,୨୩|୧(ବି.ପ୍ର.) ଚାକିରି ଦେବା ନାଁରେ ଅର୍ଥ ଆଦାୟ। ଠକେଇର ଶିକାର ହୋଇଥିବା ଦେବକୀ ଜାନୀ (୨୦) ଓ ନିବେଦିତା ଭତରା ନବରଙ୍ଗପୁର ଥାନାର ଦ୍ୱାରସ୍ଥ ହୋଇଛନ୍ତି। କୋଡିଙ୍ଗା...
କଟକରେ କଟକଣା ଉଲ୍ଲଂଘନ: ୨୪ ଘଣ୍ଟାରେ ୫୫ ବାଇକ ଜବତ, ୪,୩୫,୦୦୦ ଟଙ୍କା ଜରିମାନା ଆଦାୟ
କଟକ ଅଫିସ,୪।୪- କରୋନା ଭୁତାଣୁର ସଂକ୍ରମଣ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକାର କଟକଣା ଜାରି କରାଯାଇଛି। ଏହିସବୁ କଟକଣା ଉଲଘଂନ ଅଭିଯୋଗରେ କଟକ...

ଫଳନ୍ତି ଗଛର ମୂଲ୍ୟ ଘୋଷଣା
କୁଜଙ୍ଗ,୨୯ା୧୨(ଡି.ଏନ୍.ଏ.): ଏରସମା ତହସିଲ ଅନ୍ତର୍ଗତ ଢିଙ୍କିଆ ଚାରିଦେଶରେ ପ୍ରସ୍ତାବିତ ଜେଏସ୍ଡବ୍ଲ୍ୟୁ ପ୍ରକଳ୍ପ ନିମନ୍ତେ ପାନବରଜ ଭଙ୍ଗା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚତ୍ଥିବା ବେଳେ, ଗଛ ଚିହ୍ନଟ ପ୍ରକ୍ରିୟା...

ଜିଲା ମୁଖ୍ୟ ଚିକିତ୍ସାଳୟରେ ମିଳିବ ଅତ୍ୟାଧୁନିକ ସେବା
ଖୋର୍ଦ୍ଧା ଅଫିସ,୧୮ା୭: ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟର ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରାଯାଇଛି। ରବିବାର ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ (ପରିବାର କଲ୍ୟାଣ) ବିଜୟ ମହାପାତ୍ର ଏବଂ...

ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ: ନର୍ସିଂହୋମ ସମ୍ମୁଖରେ ଧାରଣା
କଣ୍ଟାପଡ଼ା, ୧୬।୧୦(ଡି.ଏନ୍.ଏ.): କଟକ ଜିଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ଯୋହଳ ଗ୍ରାମର ଜଣେ ମହିଳାଙ୍କର ଅସ୍ତ୍ରୋପଚାର ବେଳେ ଡାକ୍ତରଙ୍କ ଅବହେଳା ଯୋଗୁ ମୃତ୍ୟୁ ଘଟିଥିବା ଅଭିଯୋଗ...

ପାଇପ୍ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ପାଇପ୍ ଜଳିଗଲା
ସମ୍ବଲପୁର,୨୨ା୫(ବ୍ୟୁରୋ): ସମ୍ବଲପୁର ଧମା ଥାନା ଗୁଣ୍ଡରପୁରସ୍ଥିତ ପାଇପ୍ ଗୋଦାମରେ ସୋମବାର ଭୟାବହ ଅଗ୍ନିକାଣ୍ଡ ହୋଇଛି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ପାଇପ୍ ଜଳିଯାଇଛି। ଖବର ପାଇ...