ନିର୍ମାଣ ଶ୍ରମିକ ପାଇଁ ରେଜିଷ୍ଟ୍ରେଶନ କରିବାକୁ ଚାହୁଁଥିଲେ, ଆପଣାନ୍ତୁ ଏଟି ଟିପ୍ସ

ଭୁବନେଶ୍ୱର,୭।୧: ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ ଅଧୀନରେ ଉପଲବ୍ଧ କଲ୍ୟାଣମୂଳକ ଯୋଜନାରେ ଅନ୍ତର୍ଭୁକ୍ତ ହେବା ନିମନ୍ତେ ୧୮ ବର୍ଷରୁ ୬୦ ବର୍ଷ ବୟସ୍କ ନିର୍ମାଣ ଶ୍ରମିକ ଅନଲାଇନ ପୋର୍ଟାଲ https://nirmanshramik.odisha.gov.in ରେ ରେଜିଷ୍ଟ୍ରେଶନ କରିବା ସହିତ ବିଭିନ୍ନ ସହାୟତା ପାଇଁ ଆବେଦନ କରିପାରିବେ। ଅଧିକ ବିବରଣୀ ପାଇଁ ସ୍ଥାନୀୟ ଶ୍ରମ କାର୍ଯାଳୟ କିମ୍ବା ହେଲ୍ପ ଲାଇନ ନମ୍ବର ୧୮୦୦-୩୪୫୬୭୦୩ ରେ ଯୋଗାଯୋଗ କରନ୍ତୁ।

ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ ନିର୍ମାଣ ଶ୍ରମିକ ପଞ୍ଜୀକରଣ ନିମନ୍ତେ ଆବଶ୍ୟକୀୟ କାଗଜପତ୍ର

  • ଆବେଦନକାରୀ ବୟସ ୧୮ ବର୍ଷରୁ ଉଦ୍ଧର୍‌ବ ୬୦ ବର୍ଷରୁ କମ ହୋଇଥିବା ଆବଶ୍ୟକ।
  • ବିଗତ ୧ ବର୍ଷ ମଧ୍ୟରେ ଯେକୌଣସି କୋଠାବାଡି କିମ୍ବା ଅନ୍ୟାନ୍ୟ ନିର୍ମାଣ କାର୍ଯ୍ୟରେ ୯୦ ଦିନ କାର୍ଯ୍ୟର ପ୍ରମାଣ (ସାର୍ଟିଫିକେଟ ଅଫ ଏମ୍ପ୍ଲାୟମେଣ୍ଟ)
  • ଭୋଟର କାର୍ଡ, ଆଧାର କାର୍ଡ ଆଦି ପରିଚୟପତ୍ରର ଜେରକ୍ସ
  • ବ୍ୟାଙ୍କ ପାସ-ବୁକର ପ୍ରଥମ ପୃଷ୍ଠାର ଜେରକ୍ସ
  • ଗୋଟିଏ ପାସପୋର୍ଟ ଫଟୋ
  • ଯଦି ଜବ କାର୍ଡ ଥାଏ, ତାହାର ଜେରକ୍ସ
  • ଯଦି ରାସନକାର୍ଡ ଥାଏ, ତାହାର ଜେରକ୍ସ
  • ପରିବାର ସଦସ୍ୟଙ୍କର ଆଧାରକାର୍ଡ଼ର ଜେରକ୍ସ
  • ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ ମନୋନୀତ ଉତ୍ତରାଧିକାରୀ (ନୋମିନି)ଙ୍କର ଆଧାରକାର୍ଡ଼ର ଏବଂ ବ୍ୟାଙ୍କ ଖାତାର ପ୍ରଥମ ପୃଷ୍ଠାର ଏକ ଜେରକ୍ସ
  • ହିତାଧିକାରୀଙ୍କ ଫୋନ ନମ୍ବର ଆଧାରରେ ସଂଯୋଗ ହେବା ନିହାତି ଆବଶ୍ୟକ
  • ସହାୟତା ରାଶି ଡିବିଟି ମାଧ୍ୟମରେ ପାଇବା ପାଇଁ ବ୍ୟାଙ୍କ ଖାତା ଆଧାରରେ ସଂଯୋଗ ହେବା ଆବଶ୍ୟକ
  • ସମସ୍ତ ଆବଶ୍ୟକୀୟ କାଗଜପତ୍ରରେ ଆବେଦନକାରୀ ନିର୍ମାଣ ଶ୍ରମିକଙ୍କର ନିଜସ୍ବ ସ୍ବାକ୍ଷର। ଟିପ ଚିହ୍ନ ରହିବା ଆବଶ୍ୟକ।
  • ଏହି ବୋର୍ଡ଼ ଅଧୀନରେ ଉପଲବ୍ଧ କଲ୍ୟାଣମୂଳକ ଯୋଜନାରେ ଅନୁର୍ଭୁକ୍ତ ହେବା ନିମନ୍ତେ ୧୮ ବର୍ଷରୁ ୬୦ ବର୍ଷ ବୟସ୍କ
  • ନିର୍ମାଣ ଶ୍ରମିକ ଅନଲାଇନ ପୋର୍ଟାଲ www.nirmanshramik.odisha.gov.in ରେ ରେଜିଷ୍ଟ୍ରେଶନ କରିବା ସହିତ ବିଭିନ୍ନ ସହାୟତା ପାଇଁ ଆବେଦନ କରିପାରିବେ। ଅଧିକ ବିବରଣୀ ପାଇଁ ସ୍ଥାନୀୟ ଶ୍ରମ କାର୍ଯାଳୟ କିମ୍ବା ହେଲ୍ସ ଲାଇନ ନମ୍ବର ୧୮୦୦-୩୪୫୬୭୦୩ ରେ ଯୋଗାଯୋଗ କରନ୍ତୁ।

Enter your email to get our daily news in your inbox.

All Right Reserved By Dharitri.Com

୨୦୨୫ରେ ଦେଶ ଛାଡିଛନ୍ତି ୭ ଲକ୍ଷରୁ ଅଧିକ ପାକିସ୍ତାନୀ, ରିପୋର୍ଟରେ ବଡ଼ ଦାବି

ଇସଲାମାବାଦ,୧।୨: ୨୦୨୫ ମସିହାରେ ୭,୬୦,୦୦୦ ରୁ ଅଧିକ ପାକିସ୍ତାନୀ ନିଯୁକ୍ତି ଖୋଜିବାକୁ ଦେଶ ଛାଡିଥିଲେ। ଏହି ସଂଖ୍ୟା ଦେଶରେ ବଢୁଥିବା ଆର୍ଥିକ ଚାପ ଏବଂ ନିଯୁକ୍ତି ସୁଯୋଗର…

ବିବାହିତଙ୍କୁ Budget 2026 ରୁ ମିଳିବ ଖୁସିଖବର! ଆଉ ଦେବାକୁ ପଡିବନି…

ନୂଆଦିଲ୍ଲୀ,୧।୨: ଭାରତୀୟ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ସଂସ୍ଥାନ (ICAI) ବିବାହିତ ଦମ୍ପତିଙ୍କ ପାଇଁ ଇଚ୍ଛାଧୀନ ଯୁଗ୍ମ ଟିକସ ପ୍ରସ୍ତାବ ଦେଇଛି। ଯଦି ଏହା କାର୍ଯ୍ୟକାରୀ ହୁଏ, ତେବେ ଏହା…

 ବିରି ମାଡ଼ଦେଖି କୋଳଥ ଚେପା : ଗୋରୁ ମାଫିଆଙ୍କୁ ଗୋଡ଼ାଇଲା ବେଳେ, ସ୍କୁଟିରୁ ପଡ଼ିଲେ ଗଞ୍ଜେଇ ବେପାରୀ  

ଭଞ୍ଜନଗର,୧।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଡହ ଅଞ୍ଚଳରେ କିଛି ଗୋରୁ ମାଫିଆ ଗୋରୁ ଧରି ଯାଉଥିଲେ। ସମ୍ପୃକ୍ତ ଅଞ୍ଚଳବାସୀ ସେମାନଙ୍କୁ ଗୋଡାଇ ଧରିଥିଲେ। ପରେ…

ବଜେଟ ଭାଷଣ ପୂର୍ବରୁ ଅର୍ଥମନ୍ତ୍ରୀଙ୍କୁ ଦହି-ଚିନି ଖୁଆଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧।୨: ବଜେଟ ୨୦୨୬ ପାଇଁ ଦୀର୍ଘ ପ୍ରତୀକ୍ଷା ଆଜି ଶେଷ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ସଂସଦରେ ବଜେଟ (ବଜେଟ ୨୦୨୬-୨୭ ଲାଇଭ ଅପଡେଟ୍ସ)…

Budget 2026 Gold Silver Rate: ବଜେଟ ପୂର୍ବରୁ ସୁନା-ରୂପାକୁ ନେଇ ବଡ଼ ଖବର, କିଣିବାକୁ ଚାହୁଁଥିଲେ…

ନୂଆଦିଲ୍ଲୀ,୧।୨: ବଜେଟ ଉପସ୍ଥାପନ ପୂର୍ୱରୁ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଫେବୃଆରୀ 1, 2026 ରେ, ଦିଲ୍ଲୀରେ 24 କ୍ୟାରେଟ ସୁନା ପ୍ରତି…

ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ: ଜଣାପଡୁନି କାରଣ ଚିନ୍ତାରେ…

ଭୁବନେଶ୍ୱର,୧।୨: ଜାତୀୟ ପ୍ରାଣୀଉଦ୍ୟାନ ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ ଘଟିଛି। ଜାନୁଆରୀ ୨୩ରୁ ୩୦ ମଧ୍ୟରେ ମୋଟ ୫ କୁମ୍ଭୀରଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।…

Budget 2026: ବଜେଟ୍‌ରେ ମଧ୍ୟବିତ୍ତଙ୍କ ପାଇଁ ବଡ଼ ଘୋଷଣା! ବଢିବ ଚାକିରି…

ନୂଆଦିଲ୍ଲୀ,୧।୨: ୨୦୨୬ ମସିହାର କେନ୍ଦ୍ରୀୟ ବଜେଟ ପାଖେଇ ଆସୁଥିବାରୁ, ସାରା ଦେଶର ଅର୍ଥନୀତିଜ୍ଞମାନେ ସରକାରଙ୍କ ସମ୍ଭାବ୍ୟ ପ୍ରାଥମିକତା ଉପରେ ସେମାନଙ୍କର ମତାମତ ପ୍ରଦାନ କରୁଛନ୍ତି। ବିଶେଷଜ୍ଞମାନେ ବିଶ୍ୱାସ…

New Rules 1 February 2026: ବଜେଟ ପୂର୍ବରୁ ସିଗାରେଟଠାରୁ LPG ପର୍ଯ୍ୟନ୍ତ ବଢିଲା ଏସବୁର ଦର

ନୂଆଦିଲ୍ଲୀ,୧।୨: ପ୍ରତି ମାସରେ, ପ୍ରତ୍ୟେକ ମାସର ପ୍ରଥମ ତାରିଖରେ କିଛି ପରିବର୍ତ୍ତନ ଘଟେ, ଯାହା ସିଧାସଳଖ ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଇଥାଏ। ରବିବାର ଅର୍ଥାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri