ନିର୍ମାଣ ଶ୍ରମିକ ପାଇଁ ରେଜିଷ୍ଟ୍ରେଶନ କରିବାକୁ ଚାହୁଁଥିଲେ, ଆପଣାନ୍ତୁ ଏଟି ଟିପ୍ସ

ଭୁବନେଶ୍ୱର,୭।୧: ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ ଅଧୀନରେ ଉପଲବ୍ଧ କଲ୍ୟାଣମୂଳକ ଯୋଜନାରେ ଅନ୍ତର୍ଭୁକ୍ତ ହେବା ନିମନ୍ତେ ୧୮ ବର୍ଷରୁ ୬୦ ବର୍ଷ ବୟସ୍କ ନିର୍ମାଣ ଶ୍ରମିକ ଅନଲାଇନ ପୋର୍ଟାଲ https://nirmanshramik.odisha.gov.in ରେ ରେଜିଷ୍ଟ୍ରେଶନ କରିବା ସହିତ ବିଭିନ୍ନ ସହାୟତା ପାଇଁ ଆବେଦନ କରିପାରିବେ। ଅଧିକ ବିବରଣୀ ପାଇଁ ସ୍ଥାନୀୟ ଶ୍ରମ କାର୍ଯାଳୟ କିମ୍ବା ହେଲ୍ପ ଲାଇନ ନମ୍ବର ୧୮୦୦-୩୪୫୬୭୦୩ ରେ ଯୋଗାଯୋଗ କରନ୍ତୁ।

ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ ନିର୍ମାଣ ଶ୍ରମିକ ପଞ୍ଜୀକରଣ ନିମନ୍ତେ ଆବଶ୍ୟକୀୟ କାଗଜପତ୍ର

  • ଆବେଦନକାରୀ ବୟସ ୧୮ ବର୍ଷରୁ ଉଦ୍ଧର୍‌ବ ୬୦ ବର୍ଷରୁ କମ ହୋଇଥିବା ଆବଶ୍ୟକ।
  • ବିଗତ ୧ ବର୍ଷ ମଧ୍ୟରେ ଯେକୌଣସି କୋଠାବାଡି କିମ୍ବା ଅନ୍ୟାନ୍ୟ ନିର୍ମାଣ କାର୍ଯ୍ୟରେ ୯୦ ଦିନ କାର୍ଯ୍ୟର ପ୍ରମାଣ (ସାର୍ଟିଫିକେଟ ଅଫ ଏମ୍ପ୍ଲାୟମେଣ୍ଟ)
  • ଭୋଟର କାର୍ଡ, ଆଧାର କାର୍ଡ ଆଦି ପରିଚୟପତ୍ରର ଜେରକ୍ସ
  • ବ୍ୟାଙ୍କ ପାସ-ବୁକର ପ୍ରଥମ ପୃଷ୍ଠାର ଜେରକ୍ସ
  • ଗୋଟିଏ ପାସପୋର୍ଟ ଫଟୋ
  • ଯଦି ଜବ କାର୍ଡ ଥାଏ, ତାହାର ଜେରକ୍ସ
  • ଯଦି ରାସନକାର୍ଡ ଥାଏ, ତାହାର ଜେରକ୍ସ
  • ପରିବାର ସଦସ୍ୟଙ୍କର ଆଧାରକାର୍ଡ଼ର ଜେରକ୍ସ
  • ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ ମନୋନୀତ ଉତ୍ତରାଧିକାରୀ (ନୋମିନି)ଙ୍କର ଆଧାରକାର୍ଡ଼ର ଏବଂ ବ୍ୟାଙ୍କ ଖାତାର ପ୍ରଥମ ପୃଷ୍ଠାର ଏକ ଜେରକ୍ସ
  • ହିତାଧିକାରୀଙ୍କ ଫୋନ ନମ୍ବର ଆଧାରରେ ସଂଯୋଗ ହେବା ନିହାତି ଆବଶ୍ୟକ
  • ସହାୟତା ରାଶି ଡିବିଟି ମାଧ୍ୟମରେ ପାଇବା ପାଇଁ ବ୍ୟାଙ୍କ ଖାତା ଆଧାରରେ ସଂଯୋଗ ହେବା ଆବଶ୍ୟକ
  • ସମସ୍ତ ଆବଶ୍ୟକୀୟ କାଗଜପତ୍ରରେ ଆବେଦନକାରୀ ନିର୍ମାଣ ଶ୍ରମିକଙ୍କର ନିଜସ୍ବ ସ୍ବାକ୍ଷର। ଟିପ ଚିହ୍ନ ରହିବା ଆବଶ୍ୟକ।
  • ଏହି ବୋର୍ଡ଼ ଅଧୀନରେ ଉପଲବ୍ଧ କଲ୍ୟାଣମୂଳକ ଯୋଜନାରେ ଅନୁର୍ଭୁକ୍ତ ହେବା ନିମନ୍ତେ ୧୮ ବର୍ଷରୁ ୬୦ ବର୍ଷ ବୟସ୍କ
  • ନିର୍ମାଣ ଶ୍ରମିକ ଅନଲାଇନ ପୋର୍ଟାଲ www.nirmanshramik.odisha.gov.in ରେ ରେଜିଷ୍ଟ୍ରେଶନ କରିବା ସହିତ ବିଭିନ୍ନ ସହାୟତା ପାଇଁ ଆବେଦନ କରିପାରିବେ। ଅଧିକ ବିବରଣୀ ପାଇଁ ସ୍ଥାନୀୟ ଶ୍ରମ କାର୍ଯାଳୟ କିମ୍ବା ହେଲ୍ସ ଲାଇନ ନମ୍ବର ୧୮୦୦-୩୪୫୬୭୦୩ ରେ ଯୋଗାଯୋଗ କରନ୍ତୁ।

Enter your email to get our daily news in your inbox.

All Right Reserved By Dharitri.Com

ପାଣି ହଣ୍ଡାରେ ପଡ଼ିଗଲେ ୨ ବର୍ଷର ଶିଶୁକନ୍ୟା, ତା’ପରେ…

ଝରିଗାଁ,୧୬।୧(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅଧୀନ ଏକମ୍ବା- ଖ ପଞ୍ଚାୟତ ସଦର ମହକୁମାରେ ବୁଧବାର ଏକ ଅଘଟଣ ଘଟିଛି। ପାଣି ଭର୍ତ୍ତି...

ଯୋଗ୍ଯ ରାସନ କାର୍ଡ ହିତାଧିକାରୀମାନେ ଇ-କେୱାଇସି କରିବା ଜରୁରୀ,ଆସିଲା ନୂଆ ସୂଚନା

ଭୁବନେଶ୍ୱର,୧୬।୧: ରାଜ୍ୟର ଯୋଗ୍ଯ ରାସନ କାର୍ଡ ହିତାଧିକାରୀମାନେ ସେମାନଙ୍କ ଆଧାରକାର୍ଡ ଇ-କେୱାଇସି କରିବା ଜରୁରୀ ଅଟେ। ଇ-କେୱାଇସି କରିଥିବାର ସଦ୍ୟତମ ସ୍ଥିତି ବିଷୟରେ ଜାଣିବା ପାଇଁ...

ବରଗଡ଼ରେ ପୁଣି ଚାଞ୍ଚଲ୍ୟ: ଶ୍ୱଶୁର ଘରେ ଜ୍ବାଇଁଙ୍କୁ ହତ୍ୟା

ପାଇକମାଳ.୧୬।୧(ବଡ଼ ଶତପଥି): ବରଗଡ଼ଜିଲା ପାଇକମାଳ ଥାନା ନରସିଂହପଡ଼ାରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ଗୁରୁବାର ପାଇକମାଳ ଥାନାରେ ଅଭିଯୋଗ ହୋଇଛି । ମୃତକ ଯୁବକ...

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ପଦ୍ମ ବିଜେତାଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା

ଭୁବନେଶ୍ୱର,୧୬।୧: ରାଜ୍ୟ ସରକାର ଗୁରୁବାର ପଦ୍ମ ବିଜେତାଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ପଦ୍ମ ପୁରସ୍କାର ବିଜେତାଙ୍କୁ ରାଜ୍ୟ ସରକାର ମାସିକ ୩୦ ହଜାର...

ଜାତୀୟ ଶିକ୍ଷା ନୀତି ପାଠ୍ୟକ୍ରମ ପ୍ରସ୍ତୁତ କରିବା ପାଇଁ କମିଟି ଗଠନ କଲେ ରାଜ୍ୟ ସରକାର

ଭୁବନେଶ୍ୱର, ୧୬।୧: ଜାତୀୟ ଶିକ୍ଷା ନୀତି (NEP) ୨୦୨୦ ପରିସର ମଧ୍ୟରେ ରାଜ୍ୟ ପାଠ୍ୟକ୍ରମ ଢାଞ୍ଚା ବିକଶିତ କରିବା ପାଇଁ ଓଡ଼ିଶା ସରକାର ଗୁରୁବାର ଏକ...

ନୟାପଲ୍ଲୀ ଅଞ୍ଚଳରେ ଅଭାବନୀୟ ଘଟଣା, ଶିଶୁପୁତ୍ର ମୃତଦେହ ଝୁଣି ଖାଇଲା କୁକୁର

ଭୁବନେଶ୍ୱର,୧୬।୧: ନବଜାତ ପୁତ୍ରର ମୃତଦେହକୁ ଝୁଣି ଖାଇଲା କୁକୁର। ନୟାପଲ୍ଲୀ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସ୍ଥାନୀୟ ଲୋକଙ୍କ ଖବର ପରେ ମୃତଦେହ...

ଅଙ୍ଗନଓ୍ବାଡି କର୍ମୀଙ୍କ ପାଇଁ ଖୁସିଖବର: ବଢିବ ଦରମା! ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୬।୧: ରାଜ୍ୟ ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବଢ଼ିପାରେ। ଏ ନେଇ ରାଜସ୍ଥାନ ଜୟପୁର ଚିନ୍ତନ ଶିବିରରେ କେନ୍ଦ୍ରକୁ ପ୍ରସ୍ତାବ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ...

୧୮ରୁ ଚିଲିକାରେ ପକ୍ଷୀଗଣନା

ବାଲୁଗାଁ,୧୬ା୧: ଚଳିତମାସ ୧୮ ତାରିଖରୁ ଚିଲିକାରେ ପକ୍ଷୀଗଣନା ଆରମ୍ଭ ହେବ। ୫ଟି ରେଞ୍ଜରେ ସକାଳ ୬ରୁ ୧୨ଟା ପର୍ଯ୍ୟନ୍ତ ପକ୍ଷୀଗଣନା କରାଯିବ। ରମ୍ଭା, ବାଲୁଗାଁ, ଟାଙ୍ଗୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri