ନିର୍ମାଣ ହେବ ଦ୍ୱିତୀୟ ବ୍ରାହ୍ମଣୀ ସେତୁ: ଦାଣ୍ଡିଆପାଲ୍ଲୀରେ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ

ରାଉରକେଲା ଅଫିସ,୨୦।୭: ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ଦାଣ୍ଡିଆପାଲ୍ଲୀଠାରେ ଶନିବାର ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ଜମି ଅଧିଗ୍ରହଣ ନିମନ୍ତେ ପଦକ୍ଷେପ ନିଆଯାଇଛି। ଉତ୍ତେଜନା ଆଶଙ୍କାରେ ଘଟଣାସ୍ଥଳରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ତେବେ ପ୍ରାୟ ୮ ଏକର ଜମି ଅଧିଗ୍ରହଣ ନେଇ ସକାଳ ୯ଟାରୁ କାର୍ଯ୍ୟ ଆରମ୍ଭ ହୋଇଛି। ଏହି ଅଧିଗ୍ରହଣ ଶାନ୍ତିଶୃଙ୍ଖଳାରେ ଚାଲିଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ, ରାଉରକେଲା ନିକଟ ପାନପୋଷ ବ୍ରାହ୍ମଣୀ ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଓ ୧୪୩ନଂ ଜାତୀୟ ରାଜପଥ ସମ୍ପ୍ରସାରଣ ନିମନ୍ତେ ଏହି ଜମି ଅଧିଗ୍ରହଣର ଆବଶ୍ୟକତା ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଇଲା ରୟାଲିଟି ବୃଦ୍ଧିକୁ ପୁଣି ଏଡ଼ାଇଗଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟ ସରକାର କୋଇଲା ରୟାଲିଟି ବୃଦ୍ଧି ପାଇବା ନେଇ ବିଭିନ୍ନ ସମୟରେ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରୁଛନ୍ତି। ମାତ୍ର କେନ୍ଦ୍ର ସରକାର ଏହାକୁ...

ସାତକୋଶିଆରେ ହାତୀଛୁଆର ମୃତ୍ୟୁ

ଅନୁଗୋଳ ଅଫିସ,୨୮।୬: ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ କୁଶଖଲି ଜଙ୍ଗଲରେ ମଙ୍ଗଳବାର ଏକ ହାତୀଛୁଆର ମୃତ୍ୟୁ ହୋଇଛି। ତେବେ ସେହି ମୃତ ହାତୀର ବୟସ ୩ରୁ...

‘ପଛୁଆବର୍ଗଙ୍କୁ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ କରୁଛନ୍ତି ସରକାର’

ଭୁବନେଶ୍ୱର, ୧୮ା୮(ବ୍ୟୁରୋ):ରାଜ୍ୟ ସରକାର ଜାଣିଶୁଣି ପଛୁଆବର୍ଗଙ୍କୁ ତାଙ୍କ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ କରୁଛନ୍ତି ବୋଲି ଭାଜପା ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ ଅଭିଯୋଗ...

ବଡ଼ଚଣା ଥାନାବାବୁଙ୍କ ପାଇଁ ଥାନାରେ ସେବାୟତ, ନୋଟିସ୍‌ ଦେଇ ଛାଡ଼ିିଲା ପୋଲିସ

ପୁରୀ ଅଫିସ,୨୧ା୪:  କୋଭିଡ୍‌-୧୯ ନିର୍ଦ୍ଦେଶାବଳୀ ଉଲ୍ଲଂଘନ କରି ନିଲମ୍ବିତ ଯାଜପୁର ଜିଲା ବଡ଼ଚଣା ଥାନାଧିକାରୀ ଦୀପକ କୁମାର ଜେନାଙ୍କୁ ସପରିବାର ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ନେବା...

ସାନ ଭଉଣୀର ମୁଣ୍ଡ ଅଲଗା କରିବା ପରେ ବଡ଼ ଭଉଣୀର ଆତ୍ମହତ୍ୟା

କେନ୍ଦୁଝର,୮।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ନୟାକୋଟ ଥାନା ଅଧୀନ ଫୁଲଝର ଗ୍ରାମର ଏକ ବନ୍ଦ ଘରୁ ରବିବାର ସାରେ ଦୁଇ ଭଉଣୀଙ୍କ ମୃତଦେହ ମିଳିଛି। ମୃତ ଦୁଇ...

ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକ: ପରିବର୍ତ୍ତନ ହେଲା ରାଷ୍ଟ୍ରାୟତ୍ତ ବ୍ୟାଙ୍କ କାର୍ଯ୍ୟ ସମୟ

ଭୁବନେଶ୍ୱର,୧।୧୦(ବ୍ୟୁରୋ): ରାଜ୍ୟରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର କାର୍ଯ୍ୟ ସମୟରେ ପରିବର୍ତ୍ତନ ହୋଇଛି। ଅକ୍ଟୋବର ପହିଲାରୁ ବ୍ୟାଙ୍କଗୁଡିକ ୧୦ଟାରୁ ୪ ଯାଏ କାର୍ଯ୍ୟ କରିବେ ବୋଲି ୟୁକୋ ବ୍ୟାଙ୍କର...

ମାଗଣା ଟିକା ଘୋଷଣା: ପ୍ରଧାନମନ୍ତ୍ରୀଙ୍କ ନିଷ୍ପତ୍ତିକୁ ଧର୍ମେନ୍ଦ୍ରଙ୍କ ସ୍ବାଗତ

ଭୁବନେଶ୍ୱର,୮।୬(ବ୍ୟୁରୋ): ଦେଶବାସୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତଙ୍କୁ ମାଗଣା ଟିକା ପ୍ରଦାନ ଏବଂ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାର ସମ୍ପ୍ରସାରଣ ଘୋଷଣା...

୪ ମାସ ଦରମା ପାଇ ନ ଥିବା ବିଏସ୍‌ଏନ୍‌ଏଲ୍‌ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ବରିଷ୍ଠ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ

ବ୍ରହ୍ମପୁର ଅଫିସ୍‌,୨୦।୫: ଭାରତ ସଞ୍ଚାର ନିଗମ ଲିମିଟେଡ୍‌(ବିଏସ୍‌ଏନ୍‌ଏଲ୍‌)ରେ ଠିକା ଏବଂ ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ଗତ ୪ ମାସ ହେଲା ଦରମା ମିଳି ନ ଥିବା ନେଇ...

Advertisement
Archives

Model This Week