Posted inଜାତୀୟ

‘ନିର୍ଲଜ୍ଜ ଘୋଡ଼ାବେପାର କରୁଛି ଭାଜପା’

ଜୟପୁର,୧୨ା୩(ପି.ଟି.): ମଧ୍ୟପ୍ରଦେଶରେ ଭାଜପା ଅର୍ଥ ବଳରେ ନିର୍ଲଜ୍ଜ ଭାବେ ଘୋଡ଼ାବେପାର ଚଳାଇଛି ବୋଲି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ବୁଧବାର କହିଛନ୍ତି। ଯେଉଁମାନେ ଦେଶକୁ ଶାସନ କରୁଛନ୍ତି, ସେମାନେ ଗଣତନ୍ତ୍ରର ହତ୍ୟା କରୁଛନ୍ତି। ଦେଶ ସେମାନଙ୍କୁ ଉଚିତ ଶିକ୍ଷା ଦେବ ବୋଲି ଗେହଲଟ ଜୟପୁର ବିମାନବନ୍ଦରରେ ଖବରଦାତାମାନଙ୍କୁ କହିଛନ୍ତି।

‘କମଲନାଥ ଜିତିବେ ଆସ୍ଥାଭୋଟ’
ମଧ୍ୟପ୍ରଦେଶ ବିଧାନସଭାରୁ ଏହି ଦଳର ୨୨ ବିଧାୟକ ଇସ୍ତଫା ଦେଇଛନ୍ତି। ଏହା ସତ୍ତ୍ୱେ କମଲନାଥଙ୍କ ନେତୃତ୍ୱାଧୀନ କଂଗ୍ରେସ ସରକାର ଆସ୍ଥାଭୋଟ ଜିତିବ ବୋଲି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଦିଗ୍‌ବିଜୟ ସିଂ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ୨୨ ବିଦ୍ରୋହୀ ବିଧାୟକଙ୍କ ମଧ୍ୟରୁ ୧୩ ଜଣ କଂଗ୍ରେସ ଛାଡ଼ି ନ ଥିବା ପ୍ରତିଶ୍ରୁତି ଦେଇଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯଦି ବିଜେଡି ଇଣ୍ଡିଆ ମେଣ୍ଟରେ ସାମିଲ ହୁଏ, ରାଜ୍ୟ ସଭାରେ ପଲଟିଯିବ ନମ୍ବର ଗେମ୍‌, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୨୭।୭: ଏଥର ଲୋକ ସଭା ନିର୍ବାଚନ ପରେ ଦେଶର ରାଜନୈତିକ ପରିସ୍ଥିତି ଅନେକାଂଶରେ ବଦଳିଥିବା ପରି ମନେ ହେଉଛି। ପୂର୍ବରୁ ଭାରତୀୟ ଜନତା ପାର୍ଟି (ଭାଜପା)...

ମାୟାନଗରୀରେ ଭଶୁୁଡ଼ିଲା ୩ ମହଲା କୋଠା, ଚାପିହୋଇ ରହିଛନ୍ତି ଲୋକେ

ମୁମ଼୍ବାଇ,୨୭।୦୭: ମୟାନଗରୀ ମୁମ଼୍ବାଇ ସହରର ନିକଟବର୍ତ୍ତୀ ଶାହବାଜ ଗ୍ରାମରେ ଏକ ୩ ମହଲା ଘର ଭୁଶୁଡ଼ି ପଡ଼ିଥିବା ଜଣାପଡ଼ିଛି । ଭଙ୍ଗା ଛାତ ତଳେ କିଛି...

ବୈଠକ ପୂର୍ବରୁ ମମତାଙ୍କ ବଡ଼ ବୟାନ : ନୀତି ଆୟୋଗକୁ ରଦ୍ଦ କରି…

କୋଲକାତା,୨୭ା୭: ଆଉ କିଛି ସମୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶନିବାର ନୂଆଦିଲ୍ଲୀରେ ନୀତି ଆୟୋଗର ୯ମ ଗଭର୍ନିଂ କାଉନସିଲ୍‌ ବୈଠକ ବସିବ। ୨୦୪୭...

କର୍ନାଟକରେ ୧,୬୦୦ ଟନ୍‌ର ଲିଥିୟମ ଖଣି ଠାବ

ନୂଆଦିଲ୍ଲୀ, ୨୭ା୭: କର୍ନାଟକର ମାଣ୍ଡ୍ୟା ଏବଂ ୟାଦଗିରି ଜିଲାରେ ଲିଥିୟମ୍‌ ଖଣିର ସନ୍ଧାନ ମିଳିଥିବା କେନ୍ଦ୍ର ଭୂବିଜ୍ଞାନ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ରାଜ୍ୟ ସଭାକୁ ସୂଚନା ଦେଇଛନ୍ତି।...

ମୋଦିଙ୍କ ‘ଅଗ୍ନିପଥ’ ମନ୍ତବ୍ୟକୁ ବିରୋଧୀଙ୍କ ନିନ୍ଦା

ନୂଆଦିଲ୍ଲୀ, ୨୭ା୭(ପି.ଟି.): କାର୍‌ଗିଲ ଯୁଦ୍ଧ ବିଜୟର ୨୫ତମ ବାର୍ଷିକୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଡ୍ରାସ୍‌ଠାରେ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଜାତୀୟ ସୁରକ୍ଷା...

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri