ନିଲାମୀରେ ବିକ୍ରି ହୋଇପାରିନି ସ୍ପେକ୍ଟ୍ରମ;ସରକାରଙ୍କର ୫.୪ଲକ୍ଷ କୋଟି ଟଙ୍କା କ୍ଷତି

ନୂଆଦିଲ୍ଲୀ,୧୭-୯: ଗତ ନିଲାମୀରେ କିଛି ସ୍ପେକ୍ଟ୍ରମ ବିକ୍ରି ହୋଇପାରି ନ ଥିବାରୁ ସରକାରଙ୍କର ପ୍ରାୟ ୫.୪ ଲକ୍ଷ କୋଟି ଟଙ୍କା କ୍ଷତି ହୋଇଛି ବୋଲି ଉଦ୍ୟୋଗ ସଂଗଠନ ବ୍ରଡ୍‌ବ୍ୟାଣ୍ଡ ଇଣ୍ଡିଆ ଫୋରମ୍‌(ବିଆଇଏଫ୍‌) ପକ୍ଷରୁ ଦାବି କରାଯାଇଛି। ସରକାର ୫ଜି ସ୍ପେକ୍ଟ୍ରମ ନିଲାମ କଲା ବେଳେ ଏହାର ଉପଲବ୍ଧତା ଏବଂ ଉଚିତ୍‌ ଦର ନିର୍ଦ୍ଧାରଣ କରିବା ଆବଶ୍ୟକ ବୋଲି ସଂଗଠନ ପକ୍ଷରୁ କୁହାଯାଇଛି। ବିଆଇଏଫ୍‌ ପକ୍ଷରୁ କୁହାଯାଇଛି ଯେ, ୫ଜି ସ୍ପେକ୍ଟ୍ରମର ସଂରକ୍ଷିତ ମୂଲ୍ୟ ବହୁତ। ଅନ୍ୟ ଦେଶ ତୁଳନାରେ ଏହା ୪ ଗୁଣା ଅଧିକ। ଏଥିରେ ତତ୍କାଳ ସଂଶୋଧନ କରାଯିବା ଜରୁରୀ। ବିଆଇଏଫ୍‌ ପକ୍ଷରୁ ଏକ ବିବୃତି ଜାରି କରି କୁହାଯାଇଛି ଯେ, ଭାରତରେ ସ୍ପେକ୍ଟ୍ରମ ନିଲାମୀର ସଫଳତା କେବଳ ଏହାର ମୂଲ୍ୟ ଉପରେ ନିର୍ଭରଶୀଳ। ଉଚିତ୍‌ ଦର ଥିଲେ ସର୍ବାଧିକ ବିକ୍ରି ହୋଇପାରିବ ଏବଂ ସର୍ବୋତ୍ତମ ପ୍ରତ୍ୟକ୍ଷ ଓ ପରୋକ୍ଷ ଲାଭ ହାସଲ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ରିଲାଏନ୍ସ ଦ୍ୱିତୀୟ ବୃହତ୍‌ ଅଭିବୃଦ୍ଧିଶୀଳ ରିଟେଲର

ନୂଆଦିଲ୍ଲୀ: ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ରିଟେଲ ଲିମିଟେଡ ବିଶ୍ୱର ଦ୍ୱିତୀୟ ବୃହତ୍‌ ଅଭିବୃଦ୍ଧିଶୀଳ ରିଟେଲର ଭାବେ ବିବେଚିତ ହୋଇଛି। ଡେଲଏଟ ପକ୍ଷରୁ ପ୍ରକାଶିତ ଏହି...

ଇନଫୋସିସକୁ ଝଟ୍‌କା, ପାଣିରେ ପଡ଼ିଲା ନିବେଶକଙ୍କର ୪୦ ହଜାର କୋଟି…

ମୁମ୍ବାଇ, ୧୮।୪ : ଇନଫୋସିସର ନିବେଶକମାନେ ସଙ୍କଟର ସମ୍ମୁଖୀନ ହୋଇଛନ୍ତି। ସୋମବାର ଇନଫୋସିସ ଶେୟାରର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ ୬.୮୯...

ଇଣ୍ଡିଗୋ ବିବାଦରେ ନୂଆ ମୋଡ;ପ୍ରମୋଟର ଗଙ୍ଗଓ୍ବାଲଙ୍କୁ ଜେରା କରିବ ବୋର୍ଡ

ନୂଆଦିଲ୍ଲୀ,୧୬-୭: ଇଣ୍ଡିଗୋ ଏୟାରଲାଇନ୍‌ ପ୍ରମୋଟରଙ୍କ ବିବାଦ ଏବେ ନୂଆ ମୋଡ ନେଇଛି। ଅସନ୍ତୁଷ୍ଟ ଜଣେ ପ୍ରମୋଟରଙ୍କ ପତ୍ରରୁ ସୃଷ୍ଟି ହୋଇଥିବା ଏହି ବିବାଦ ଏବେ ଗମ୍ଭୀର...

ବିକିନି ଏୟାରଲାଇନର ୯ଟଙ୍କାରେ ଉଡାଣ

ନୂଆଦିଲ୍ଲୀ,୨୧।୮: ସାରା ବିଶ୍ୱରେ ‘ବିକିନି ଏୟାରଲାଇନ’ଭାବେ ଖ୍ୟାତ ଭିଏତନାମର ବଜେଟ ଏୟାରଲାଇନ ବିୟତଜେଟ ଚଳିତବର୍ଷ ଡିସେମ୍ବରରୁ ଭାରତରେ ନିଜର ପାଦ ଥାପିବାକୁ ଯାଉଛି। ଏହି ଏୟାରଲାଇନ...

ବିଇଏମ୍‌ଏଲ୍‌ର ୨୬% ଅଂଶଧନ ବିକ୍ରି ହେବ

ନୂଆଦିଲ୍ଲୀ,୪।୧: ପ୍ରତିରକ୍ଷା କ୍ଷେତ୍ରରେ ରାଷ୍ଟ୍ରାୟତ୍ତ କମ୍ପାନୀ ଭାରତ ଆର୍ଥ ମୁଭର୍ସ ଲିମିଟେଡ(ବିଇଏମ୍‌ଏଲ୍‌)ରୁ ୨୬% ଅଂଶଧନ ବିକ୍ରି ହେବ। ସେହିଭଳି ସରକାର ଏହି କମ୍ପାନୀର ପରିଚାଳନା ଏବଂ...

ଦେବାଳିଆ ଆଇନରେ ସଂଶୋଧନ ଲାଗି ଅଧ୍ୟାଦେଶକୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୫-୧୨: ଇନ୍‌ସଲଭେନ୍ସି ଆଣ୍ଡ ବ୍ୟାଙ୍କରପ୍ସି କୋଡ୍‌(ଆଇବିସି) ବା ଦେବାଳିଆ ଆଇନରେ ସଂଶୋଧନ ଆଣିବା ଲାଗି କେନ୍ଦ୍ର କ୍ୟାବିନେଟ ପକ୍ଷରୁ ମଙ୍ଗଳବାର ଅଧ୍ୟାଦେଶକୁ ମଞ୍ଜୁରୀ ଦିଆଯାଇଛି। ଇଜ୍‌...

ଇ-ଶ୍ରମ ପୋର୍ଟାଲରେ ୨୫ କୋଟି ଶ୍ରମିକଙ୍କ ପଞ୍ଜିକରଣ…

ନୂଆଦିଲ୍ଲୀ, ୫।୨ : ଇ-ଶ୍ରମ ପୋର୍ଟାଲରେ ଦେଶର ୨୫ କୋଟି ଶ୍ରମିକ ପଞ୍ଜିକରଣ କରିଛନ୍ତି। ଶ୍ରମିକ ପଞ୍ଜିକରଣ କ୍ଷେତ୍ରରେ ମଧ୍ୟପ୍ରଦେଶ ଆଗରେ ରହିଛି। ଏହା ପଛକୁ...

ମୁକେଶ ପୁଣି ହେଲେ ଏସିଆର ସବୁଠୁ ଧନୀ ବ୍ୟକ୍ତି

ନୂଆଦିଲ୍ଲୀ,୨୪।୪: ମୁକେଶ ଅମ୍ବାନୀଙ୍କ କମ୍ପାନୀ ରିଲାଏନ୍ସ ଜିଓ ସହ ଫେସ୍‌ବୁକ୍‌ର ଚୁକ୍ତି ହେବା ପରେ ଅମ୍ବାନୀ ପୁଣି ଥରେ ଏସିଆର ସବୁଠାରୁ ଧନୀ ବ୍ୟକ୍ତି ସ୍ଥାନକୁ...

Advertisement
Archives

Model This Week