ନିଶା ଖାଇବାକୁ ଟଙ୍କା ନ ଦେବାରୁ ବୃଦ୍ଧ ପିତାଙ୍କୁ ମାରିଲେ ପୁଅ

ଆଠଗଡ଼,୩୦।୪(ସ୍ବ.ପ୍ର.): କଟକ ଜିଲା ଆଠଗଡ଼ ବ୍ଲକ ଅନ୍ତର୍ଗତ ବେଣ୍ଟପଦା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପୁଅ ଅପର୍ତ୍ତି ମହାନ୍ତିଙ୍କ ଲୁହାଛଡ଼ ଆକ୍ରମଣରେ ବୃଦ୍ଧ ପିତା ବାଲୁକେଶ୍ୱର ମହାନ୍ତି (୭୫)ଙ୍କର ମୃତ୍ୟୁ ଘଟିଛି। ଖବରପାଇ ଆଠଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ଅପର୍ତ୍ତିଙ୍କୁ ଅଟକରଖି ତଦନ୍ତ ଆରମ୍ଭ କରିଛି। ପୋଲିସର ପ୍ରାଥମିକ ତଦନ୍ତ ଓ ସ୍ଥାନୀୟ ଲୋକଙ୍କ ସୂଚନାନୁଯାୟୀ ଶନିବାର ସନ୍ଧ୍ୟାରେ ଅଭିଯୁକ୍ତ ଅପର୍ତ୍ତି ତାଙ୍କ ବାପା ବାଲୁକେଶ୍ୱରଙ୍କୁ ନିଶାଖାଇବା ପାଇଁ ଟଙ୍କା ମାଗିଥିଲେ। ସେ ନଦେବାରୁ, ଭୋରୁ ବାପା ବାଲୁକେଶ୍ୱର ଫୁଲ ତୋଳିବାକୁ ଉଠିବା ସମୟରେ ଅପର୍ତ୍ତି ଅତର୍କିତ ଭାବେ ଏକ ଲୁହାଛଡ଼ରେ ତାଙ୍କୁ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ବାପା ବାଲୁକେଶ୍ୱରଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

ନେପାଳରେ ବନ୍ୟା ପରେ ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟଙ୍କ ଉଚ୍ଚସ୍ତରୀୟ ବୈଠକ

ପାଟନା,୨୬।୮: ନେପାଳରେ ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଆଜି (ବୁଧବାର) ଅଧିକାରୀଙ୍କ ସହିତ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ଏବଂ ସେମାନଙ୍କୁ…

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…

ଭାରତ ପୂର୍ବରୁ ‘ବଡ଼ ଭାଇ’ର ଭୂମିକା ନିର୍ବାହ କରିସାରିଛି, ଏଥର ବି ନେପାଳକୁ ସହାୟତା ପଠାଇବାକୁ ଆଶ୍ୱାସନା ଦେଲେ ମୋଦି

ନୂଆଦିଲ୍ଲୀ/କାଠମାଣ୍ଡୁ,୨୬।୮: ଭାରତର ପଡ଼ୋଶୀ ନେପାଳ ବର୍ତ୍ତମାନ ଏକ ଭୟଙ୍କର ଦୁଃଖଦ ପରିସ୍ଥିତି ସହିତ ସଂଘର୍ଷ କରୁଛି। ରସୁୱାଗାଧି ଅଞ୍ଚଳରେ ହିମସ୍ଖଳନ ଏବଂ ହଠାତ, ଭୟଙ୍କର ବନ୍ୟା କେବଳ…

ପୂର୍ବତନ ବିଧାୟକଙ୍କ ପରଲୋକ, ପଦ୍ମପୁରରେ ଶୋକର ଛାୟା

ପଦ୍ମପୁର,୨୬।୮(ପ୍ରଦୀପ୍ତ ଦାଶ): ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୫…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର,୨୬।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ ହେଲେ…

ଜି.ଉଦୟଗିରିରେ ମହମ୍ମଦଙ୍କ ଜୟନ୍ତୀ, ସମାଜର ଅନ୍ଧବିଶ୍ୱାସ ଦୂର କରିବା ନେଇ…

ଜି.ଉଦୟଗିରି,୨୬ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳର ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ବୁଧବାର ମହମ୍ମଦଙ୍କ ଜନ୍ମଦିନ ଅବସରରେ ଶାନ୍ତି ପଦଯାତ୍ରା ଓ ଧାର୍ମିକ ସଭା…

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri