ଫୁଲବାଣୀ ଅଫିସ, ୧୩ା୩: ନିଶା ଖାଲି ମଣିଷକୁ ବିପଥଗାମୀ କରେନାହିଁ, ଆତ୍ମୀୟ ସ୍ବଜନଙ୍କୁ ମଧ୍ୟ ଛାଡେନାହିଁ। ଯାହାର ଜ୍ୱଳନ୍ତ ଉଦାହରଣ ଫୁଲବାଣୀ ସହର ପେଞ୍ଜିସାହିରେ ଦେଖିବାକୁ ମିଳିଛି। ମଦ ପାଇଁ ଟଙ୍କା ନଦେବାରୁ ଶୁକ୍ରବାର ଭଉଣୀ ତଣ୍ଟି ଚିପି ମାରିବାକୁ ଉଦ୍ୟମ କରିଛନ୍ତି ୨ ଭାଇ। ଦୁଇ ଭାଇଙ୍କ ମଧ୍ୟରେ ଜଣେ ନାବାଳକ ଅଛନ୍ତି। ବାପାଙ୍କ ଅଭିଯୋଗକ୍ରମେ ଆଦର୍ଶ ଥାନା ପୋଲିସ ଜଣେ ଭାଇଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବାବେଳେ ନାବାଳକଙ୍କୁ ଜୁଭେନାଇଲ ଜଷ୍ଟିଷ ବୋର୍ଡରେ ହାଜର କରାଇଛି।
ସୂଚନା ଅନୁଯାୟୀ, ପେଞ୍ଜିସାହିର ଜଣେ ବ୍ୟକ୍ତି ତାଙ୍କ ଝିଅ(୧୬)ଙ୍କୁ କିଛି ଟଙ୍କା ରଖିବା ପାଇଁ ଦେଇଥିଲେ। ଏ ବିଷୟରେ ତାଙ୍କ ଦୁଇ ପୁଅ ଜାଣିଥିଲେ। ମଦ ପିଇବା ପାଇଁ ସେଥିରୁ କିଛି ଟଙ୍କା ଦେବାକୁ ଦୁଇ ଭାଇ ଭଉଣୀଙ୍କୁ ମାଗିଥିଲେ। ମାତ୍ର ସେ ଦେବାକୁ ମନା କରିଦେବାରୁ ତାଙ୍କ ତଣ୍ଟି ଚିପି ମାରିବାକୁ ଉଦ୍ୟମ କରିଥିଲେ। ଝିଅର ପାଟି ଶୁଣି ବାପା ପହଞ୍ଚତ୍ ଦୁଇ ପୁଅଙ୍କ କବଳରୁ ତାଙ୍କୁ ରକ୍ଷା କରିଥିଲେ।
Posted inଆମ ଜିଲା ଖବର, କନ୍ଧମାଳ View All
କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ
ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…
କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ
ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…
ବିନା କୋଚିଂରେ ନିଟ୍ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…
କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…
ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି
ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…
ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ
ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…
ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା
ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…
ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…
ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…
ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…
Archives

