ନିଶ୍ଚିନ୍ତକୋଇଲି ବ୍ଲକରେ ବଜ୍ରପାତ: ୨ମୃତ, ୩ ଆହତ

ନିଶ୍ଚିନ୍ତକୋଇଲି, ୬।୮(ସ୍ବ.ପ୍ର): କେନ୍ଦ୍ରାପଡ଼ା ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳରେ ମଙ୍ଗଳବାର ବଜ୍ରପାତରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ନାରାଜପୁର ଗ୍ରାମର ମହେଶ୍ୱର କାଣ୍ଡି(୬୯) ଏବଂ ପାଳଦା ଗ୍ରାମର ଜଳଧର ଦାସ( ୪୯)।
ପ୍ରକାଶ ଯେ, ମହେଶ୍ୱର ବିଲକୁ କାମ କରିବାକୁ ଯାଇଥିବା ବେଳେ ହଠାତ୍‌ ଘଡ଼ଘଡି ସହ ବର୍ଷା ହୋଇଥିଲା। ଫଳରେ ସେ ସ୍ଥାନୀୟ ଚାଚାଖଇ ଠାକୁରାଣୀ ନିକଟକୁ ଦଉଡ଼ି ପଳାଇଥିଲେ। ସେଠାରେ ବଜ୍ରପାତରେ ସେ ତଳେ ପଡ଼ିଯାଇଥିଲେ। ସ୍ଥାନୀୟ ଲୋକେ ଉଦ୍ଧାରକାରି ତାଙ୍କୁ ଡାକ୍ତରଖାନା ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସେହିଭଳି ପାଳଦା ଗ୍ରାମର ଜଳଧର ବିଲରେ କାମ କରୁଥିବା ବେଳେ ବଜ୍ରପାତ ହୋଇଥିଲା। ତୁରନ୍ତ ତାଙ୍କୁ ନିଶ୍ଚିନ୍ତକୋଇଲି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ରାମକୃଷ୍ଣପୁର ପଞ୍ଚାୟତର ଜଟାଧାରି ଲେଙ୍କା(୬୪), ମନ୍ଦାକିନୀ ବେହେରା(୬୪), ଗୋପାଳ ମଲ୍ଲ(୬୫) ପ୍ରମୁଖ ବଜ୍ରପାତରେ ଆହତ ହୋଇ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଅଛନ୍ତି। ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦର୍ଶକଙ୍କୁ ବାନ୍ଧିରଖିଲା ମଞ୍ଚନାଟକ ମିଛ ସଂସାର

ବୀରମହାରାଜପୁର, ୨୯ା୪(ଡି.ଏନ.ଏ.)  ବର୍ତ୍ତମାନର ସିନେମା, ଟେଲିଭିଜନ ଓ ଇଣ୍ଟରନେଟ୍‌ ଯୁଗରେ ମଧ୍ୟ ମଞ୍ଚନାଟକର ଆଦର କିମ୍ବା ଆକର୍ଷଣ କମିନାହିଁ।  ଏହା ପ୍ରତିପାଦିତ କରିଛନ୍ତି ସୁବର୍ଣ୍ଣପୁର ଜିଲା...

ସନ୍ଦେହ ଜନକ ମୃତ୍ୟୁ: ଥାନାରେ ମାମଲା

ଧାମନଗର ୩।୯(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ଥାନା ଅନ୍ତର୍ଗତ ସରପୁର ଗ୍ରାମରେ ନିରଞ୍ଜନ ପତିଙ୍କର ୫୩ ବର୍ଷ ବୟସରେ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ...

ଛାତ୍ର ସଂସଦ ନିର୍ବାଚନ ବାତିଲ ପ୍ରତିବାଦରେ ଏଆଇଏସଏଫ୍‌ ବିକ୍ଷୋଭ କଲେଜ ସମ୍ମୁଖରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ କୁଶପୁତ୍ତଲିକା ଦାହ

ଜୁନାଗଡ,୨୯।୮(ଡି.ଏନ.ଏ.) ଚଳିତବର୍ଷ ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରାଯିବା ପ୍ରତିବାଦରେ ଅଖିଳ ଭାରତୀୟ ଛାତ୍ର ସଂସଦ (ଏଆଇଏସଏଫ୍‌) ପକ୍ଷରୁ ବୁଧବାର କଳାହାଣ୍ଡି ଜିଲା ଜୁନାଗଡ ସହର...

ପିଡିଏସ୍‌ ସାମଗ୍ରୀ ହେରଫେର: ଥାନାରେ ଏତଲା ଦେଲେ ବିଡିଓ

ଶଙ୍କରାଖୋଲ,୨୧ା୧୧(ଡି.ଏନ୍‌.ଏ.) – ଚକାପାଦ ବ୍ଲକ ଚାହାଳି ପଞ୍ଚାୟତରେ ହିତାଧିକାରୀ ୩ ମାସର ସାମଗ୍ରୀ ପାଇ ନ ଥିବା ଅଭିଯୋଗ ହୋଇଥିଲା। ସାମଗ୍ରୀ ହେରଫେର କରିଥିବା ନେଇ...

ମାସ୍କ ଓ ସାବୁନ ବଣ୍ଟନ

କୁଆମରା,୭ା୪(ଡି.ଏନ୍‌.ଏ.)- କରୋନା ମୁକାବିଲା ପାଇଁ ଗୋପବନ୍ଧୁ ନଗର ବ୍ଲକ ପଶୁଦା ପଞ୍ଚାୟତର ଅଛଡା ନବଜ୍ୟୋତି କିଶୋର କ୍ଲବ ପକ୍ଷରୁ ବିଭିନ୍ନ ଗ୍ରାମର ଲୋକଙ୍କୁ ସଚେତନ କରାଯିବା...

କାଠ ଚୋରିର ହେବ ତଦନ୍ତ

କଣିହଁ।,୨୧ା୪ (ଡି.ଏନ.ଏ.) କଣିହଁ। ବନାଞ୍ଚଳ ହନୁମାନପୁର ସେକ୍ସନର ସଂରକ୍ଷିତ ଜଙ୍ଗଲରୁ ମୂଲ୍ୟବାନ ଶାଳଗଛ କାଟି କାଠ ମାଫିଆମାନେ ଚୋରି କରିବାରେ ଲାଗିଛନ୍ତି। ବାରମ୍ବାର ଅଭିଯୋଗ ହେଉଥିଲେ...

ଝୁଲୁଛି ବିପଦ

ବାରିପଦା ଅଫିସ,୭ା୩- ବିଦ୍ୟୁତ୍‌ ବିଭାଗର ବେଫିକର ମନୋଭାବ ଯୋଗୁ ବାରିପଦା ସହରର ବିଭିନ୍ନ ସ୍ଥାନରେ ଧନ ଜୀବନର ସୁରକ୍ଷା ନେଇ ଆଶଙ୍କା ସୃଷ୍ଟି ହୋଇଛି। ମୁଣ୍ଡ...

କୋରାପୁଟ ଜିଲାରେ ୬୦୦.୬ ମିଲିମିଟର ବର୍ଷା ରେକର୍ଡ

କୋରାପୁଟ,୫ା୮(ସ୍ବ.ପ୍ର.) : କୋରାପୁଟ ଜିଲାରେ ଦିନକରେ ୬୦୦.୬ ମିଲିମିଟର ବର୍ଷା ହୋଇଥିବା ଜିଲା ଜରୁରୀ ବିଭରାଗ ପକ୍ଷରୁ ଜଣାଯାଇଛି। ବୁଧବାର ଜିଲାରେ ୬୦୦.୬ ମିମି ବର୍ଷା...

Coronavirus Update


Archives

Model This Week

Why Dharitri