ନିଷିଦ୍ଧାଞ୍ଚଳରେ ଜରୁରୀ ଔଷଧର ହୋମ୍‌ ଡେଲିଭରି ସମ୍ଭବ

ନୂଆଦିଲ୍ଲୀ,୨୮ା୫(ପି.ଟି.): କରୋନା ସଂକ୍ରମଣ ରୋକିବା ଲାଗି ନିଷିଦ୍ଧାଞ୍ଚଳ ଘୋଷିତ ସ୍ଥାନଗୁଡ଼ିକରେ ମାଆ ଓ ଶିଶୁମାନଙ୍କ ସ୍ବାସ୍ଥ୍ୟ ଯେପରି ପ୍ରଭାବିତ ନ ହୁଏ, ସେଥିପାଇଁ କ୍ୟାଲସିୟମ, ଆଇରନ/ଫୋଲିକ୍‌ ଏସିଡ, ଜିଙ୍କ୍‌ ଟାବଲେଟ ସମେତ କଣ୍ଟ୍ରାସେପ୍ଟିଭ୍‌ ଭଳି ଜରୁରୀ ଔଷଧର ହୋମ ଡେଲିଭରି ବ୍ୟବସ୍ଥା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ କର୍ତ୍ତୃପକ୍ଷ କରିପାରିବେ ବୋଲି କେନ୍ଦ୍ର ପ୍ରସ୍ତାବ ଦେଇଛି। କୋଭିଡ୍‌-୧୯ ସ୍ଥିତି ନିର୍ବିଶେଷରେ ମହିଳା, ଶିଶୁ ଓ କିଶୋରୀମାନଙ୍କୁ ଜରୁରୀ ସେବା ଯୋଗାଇଦେବା ଉପରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଗୁରୁତ୍ୱ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ମିନିଟରେ ସ୍ତନକର୍କଟ ସମ୍ପର୍କରେ ସୂଚନା ଦେଉଛି ଡିଭାଇସ୍‌

ବେଙ୍ଗାଲୁରୁ,୨।୩: ଭାରତରେ ସ୍ତନକର୍କଟରେ ବହୁ ମହିଳାଙ୍କ ମୃତ୍ୟୁ ଘଟିଥାଏ। ତେବେ ସ୍ତନକର୍କଟର ଚିହ୍ନଟ ପ୍ରାଥମିକ ପର୍ଯ୍ୟାୟରେ ହୋଇପାରିଲେ ଏହା ଘାତକ ହୋଇପାରି ନ ଥାଏ ବୋଲି...

ପିଏମ୍‌ଏଓ୍ବାଇରେ ବହୁ କୋଟିର ଦୁର୍ନୀତି

ନୂଆଦିଲ୍ଲୀ,୨୫।୩: ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ)ରେ ବହୁକୋଟି ଟଙ୍କା ଦୁର୍ନୀତିର ପର୍ଦ୍ଦାଫାସ୍‌ କରିଛି ସିବିଆଇ। ଏହି ଦୁର୍ନୀତିରେ ସମ୍ପୃକ୍ତ ଦଓ୍ବୋନ ହାଉସିଂ ଫାଇନାନ୍ସ ଲିମିଟେଡ୍‌ (ଡିଏଚ୍‌ଏଫ୍‌ଏଲ୍‌)ର...

କୋଭିଡ-୧୯: ବକ୍ସର ଜୋଶୁଆଙ୍କ ସମ୍ପର୍କୀୟ ମୃତ

ଲଣ୍ଡନ,୨।୪(ଏଏଫ୍‌ପି)- କରୋନା ଭାଇରସ ସଂକ୍ରମଣରେ ବିଶ୍ୱ ହେଭିଓ୍ବେଟ ଚାମ୍ପିୟନ ଆନ୍ଥୋନୀ ଜୋଶୁଆଙ୍କ ଜଣେ ସମ୍ପର୍କୀୟ ବ୍ୟକ୍ତି ମୃତ୍ୟୁ ବରଣ କରିଛନ୍ତି। ବ୍ରିଟେନର ଏହି ତାରକା ବକ୍ସର...

ମନ୍ତ୍ରୀଙ୍କ ବିବାଦୀୟ ମନ୍ତବ୍ୟ: ହେମାମାଳିନୀ ହୋଇଗଲେଣି ପୁରୁଣା, କାଟ୍ରିନା କୈଫ୍‌ଙ୍କ ଗାଲ ଭଳି ହେବ ରାସ୍ତା

ଜୟପୁର,୨୪।୧୧: ରାଜସ୍ଥାନର ଅଶୋକ ଗେହଲଟ ସରକାରରେ ନୂତନ ମନ୍ତ୍ରୀ ହୋଇଥିବା ରାଜେନ୍ଦ୍ର ସିଂହ ଗୁଢା ଏକ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ଝୁନଝୁନୁର ପୌଙ୍ଖ...

ପଞ୍ଚମ ପର୍ଯ୍ୟାୟରେ ୫୩.୯୩% ମତଦାନ

ଲକ୍ଷ୍ନୌ,୨୭।୨ ପଞ୍ଚମ ପର୍ଯ୍ୟାୟରେ ଉତ୍ତରପ୍ରଦେଶ ବିଧାନସଭାର ୬୧ ଆସନ ଲାଗି ରବିବାର ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା ସୁଦ୍ଧା ୫୩.୯୩ ପ୍ରତିଶତ ମତଦାନ ହୋଇଥିବା...

ନାଗରିକତା ସଂଶୋଧନ ବିଲ୍‌: ମୋଦିଙ୍କୁ ସମର୍ଥନ କଲା ଶିବସେନା

ନୂଆଦିଲ୍ଲୀ,୪।୧୨: ନାଗରିକତା ସଂଶୋଧନ ବିଲ୍‌ (ସିଏବି)କୁ କେନ୍ଦ୍ର ମନ୍ତ୍ରୀମଣ୍ଡଳ ବୁଧବାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହି ବିଲ୍‌କୁ କଂଗ୍ରେସ ସମେତ କିଛି ଦଳ ବିରୋଧ କରୁଥିବା...

ମାଟିତଳୁ ଆତ୍ମୀୟଙ୍କ ମୃତଦେହ ବାହାର କରିବାକୁ ଚାହୁଁ ନାହାନ୍ତି ଗ୍ରାମବାସୀ!

ରାୟଗଡ଼,୨୬ ।୭: ମହାରାଷ୍ଟ୍ର ରାୟଗଡ଼ର ମହାଡ ଅଞ୍ଚଳରେ ପ୍ରାୟ ୩ ଦିନ ତଳେ ପ୍ରବଳ ବର୍ଷ ହେବା ଫଳରେ ଏକ ପାହାଡ଼ର କିଛି ଅଂଶ ଧସି...

ନିଲମ୍ବିତ ହେଲେ ଟିଏମ୍‌ସି ଏମ୍‌ପି

ନୂଆଦିଲ୍ଲୀ,୨୧।୧୨: ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ରାଜ୍ୟସଭା ସଦସ୍ୟ ଡେରେକ ଓ’ବ୍ରାଏନ ଶୀତକାଳିନ ଅଧିବେଶନରୁ ନିଲମ୍ବିତ ହୋଇଛନ୍ତି । ଫଳରେ ସଂସଦୀୟ ରାଜ୍ୟ କାର୍ଯ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ...

Advertisement
Archives

Model This Week