ନିଷ୍କାସନ ହୋଇପାରୁନି ଅଦିନିଆ ବର୍ଷାପାଣି: ସମସ୍ୟା ଭୋଗୁଛନ୍ତି ସ୍ଥାନୀୟ ଲୋକେ

କେନ୍ଦୁଝର,୮।୩(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁଠାରେ ୨୦ ନମ୍ବର ଜାତୀୟ ରାଜପଥ ଓଭରବ୍ରିଜ୍‌ର ଅଣ୍ଡରପାସ ରାସ୍ତାରେ ଅଦିନିଆ ବର୍ଷା ହେଲେ ପାଣି ନିଷ୍କାସନ ହୋଇ ନ ପାରି ଜମି ରହୁଛି। ଫଳରେ ଯାତାୟାତରେ ବହୁ ସମସ୍ୟା ଦେଖାଦେଉଛି। ସେହି ରାସ୍ତାରେ ଭାରୀଯାନ ଚଳାଚଳ କରି ରାସ୍ତାରେ ଖାଲ ସୃଷ୍ଟି ହୋଇଛି। ସେଠାରେ ସରକାରୀ, ବେସରକାରୀ ଉଚ୍ଚ ବିଦ୍ୟାଳୟ, ମହାବିଦ୍ୟାଳୟ, ଆର୍‌ଆଇ ଅଫିସ, ଡାକ୍ତରଖାନା ଆଦି ରହିଛି। ବହୁବାର ଏହି ସମସ୍ୟା ବିଷୟରେ ରାଜନେତା, ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରାଯାଇଥିଲେ ବି କୌଣସି ପ୍ରଭାବ ପଡ଼ିନାହିଁ। ସେଠାରେ ରାସ୍ତା ନିର୍ମାଣ କରୁଥିବା କର୍ତ୍ତୃପକ୍ଷ ଡ୍ରେନ୍‌ ନିର୍ମାଣ ନ କରି ଛାଡ଼ି ଦେଇଛନ୍ତି। ଫଳରେ ବର୍ଷାପାଣି ନିଷ୍କାସନ ହୋଇପାରୁନାହିଁ। ଜିଲା ପ୍ରଶାସନ ଦୃଷ୍ଟି ଦେଇ ତୁରନ୍ତ ରାସ୍ତା ମରାମତି ସହ ଡ୍ରେନ୍‌ ନିିର୍ମାଣ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri