Posted inଜାତୀୟ

ନିୟନ୍ତ୍ରଣ ରେଖାରେ ଉଡ଼ିବୁଲୁଛି ପାକିସ୍ତାନର ଏଫ୍‌-୧୬, ମିରାଜ ଯୁଦ୍ଧ ବିମାନ

ନୂଆଦିଲ୍ଲୀ,୧୦।୫: ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ପୁଣି ଉତ୍ତେଜନା ସୃଷ୍ଟି ହୋଇଛି। ଏଠାରେ ପାକିସ୍ତାନର ଏଫ୍‌-୧୬, ଜେଏଫ୍‌-୧୭ ଏବଂ ମିରାଜ-୩ ଯୁଦ୍ଧ ବିମାନ ଉଡ଼ିବୁଲୁଛି। ପାକିସ୍ତାନର ଏଭଳି କାର୍ଯ୍ୟକୁ ଦୃଷ୍ଟିରେ ରଖି ଭାରତୀୟ ସେନା ପକ୍ଷରୁ ନିୟନ୍ତ୍ରଣ ରେଖା ଉପରେ ସତର୍କତା ଅବଲମ୍ବନ କରାଯାଉଛି। ଭାରତୀୟ ବାୟୁସେନା ବେସ୍‌ ଆଲର୍ଟରେ ରହିଥିବା କୁହାଯାଉଛି। ପାକିସ୍ତାନ ଯୁଦ୍ଧ ବିମାନ ଉପରେ ନଜର ରଖିବା ପାଇଁ ଭାରତୀୟ ସେନା ପକ୍ଷରୁ ଏୟାରବର୍ନ ଓ୍ବାନିର୍ର୍ର୍ିଂ ଆଣ୍ଡ କଣ୍ଟ୍ରୋଲ ସିଷ୍ଟମ୍‌ର ବ୍ୟବହାର କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସା : :ଗୁରୁବାର ରାତିରୁ ପ୍ରଚାର ବନ୍ଦ

ନୂଆଦିଲ୍ଲୀ,୧୬ା୫: ପଶ୍ଚିମବଙ୍ଗରେ ହିଂସାକାଣ୍ଡ ପରେ ନିର୍ବାଚନ କମିଶନ (ଇସି) ସେଠାରେ ପ୍ରଚାରକୁ ନିର୍ଦ୍ଧାରିତ ସମୟର ଗୋଟିଏ ଦିନ ପୂର୍ବରୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ୧୯...

ଏୟାର ସ୍ପେସ୍‌ ଦେବାକୁ ମନାକଲା ପାକ୍‌

ନୂଆଦିଲ୍ଲୀ, ୪ା୧୧: ୦ଜମ୍ମୁ-କଶ୍ମୀରର ଶ୍ରୀନଗରରୁ ଶାର୍‌ଜା ପର୍ଯ୍ୟନ୍ତ ‘ଗୋ ଫାଷ୍ଟ୍‌’ ବିମାନ ଚଳାଚଳ ପାଇଁ ନିଜ ଆକାଶମାର୍ଗ ବ୍ୟବହାର ପାଇଁ ପାକିସ୍ତାନ ମନା କରିଦେଇଛି। ପାକ୍‌ର...

ଝୁମ୍ପୁଡ଼ି ବସ୍ତି ବାସିନ୍ଦାଙ୍କ ଥଇଥାନ ନୀତି ନିର୍ଦ୍ଧାରଣ ଲାଗି ନିର୍ଦ୍ଦେଶ …

ନୂଆଦିଲ୍ଲୀ,୮।୧୨: ରେଳ ଲାଇନ କଡ଼ରେ ଥିବା ଝୁମ୍ପୁଡ଼ି ବସ୍ତି ବାସିନ୍ଦାଙ୍କ ଥଇଥାନ ଲାଗି ନୀତି ନିର୍ଦ୍ଧାରଣ କରିବାକୁ ସୁପ୍ରିମ୍‌କୋର୍ଟ କହିଛନ୍ତି। ପଞ୍ଜାବ ଏବଂ ହରିୟାଣାରେ ବାସ...

କାଶୀକୁ ପ୍ରଧାନମନ୍ତ୍ରୀଙ୍କ ଉପହାର

ବାରାଣସୀ,୧୫ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବାରାଣସୀ ଗସ୍ତ କରିଛନ୍ତି । ବିମାନ ବନ୍ଦରରେ ପହଞ୍ଚିବା ମାତ୍ରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା...

ଦେଶରେ ୨୪ ଘଣ୍ଟାରେ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୨।୫: ଦେଶରେ କରୋନା ଭାଇରସର ସଂକ୍ରମଣ ଏବେ କମ୍‌ ହେବା ପରିବର୍ତ୍ତେ ବୃଦ୍ଧି ପାଇବାରେ ଲାଗିଛି। ଯାହା ସରକାରଙ୍କ ଚିନ୍ତାକୁ ଦ୍ୱିଗୁଣିତ କରିଛି। ଗତ ୨୪...

ଅନାଥ ଶିଶୁଙ୍କ ଥଇଥାନ ରିପୋର୍ଟ ଲୋଡିଲେ ସୁପ୍ରିମ୍‌କୋର୍ଟ, ସମସ୍ତ ରାଜ୍ୟକୁ ନୋଟିସ୍‌…

ନୂଆଦିଲ୍ଲୀ,୩୧।୧୦: କରୋନା ମହାମାରୀ ଯୋଗୁ ଅନାଥ ହୋଇଥିବା ଶିଶୁମାନଙ୍କର ଥଇଥାନ ରିପୋର୍ଟ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ଲୋଡା ଯାଇଛି। ସୁପ୍ରିମକୋର୍ଟ ରାଜ୍ୟଗୁଡିକରୁ ସ୍ଥିତି ସମ୍ପର୍କରେ ରିପୋର୍ଟ ସମସ୍ତ...

୨୦୩୦ ପର୍ଯ୍ୟନ୍ତ ଆବୁ ସାଲେମଙ୍କୁ ମୁକ୍ତ କରିହେବ ନାହିଁ , ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୧।୭ : ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି ଯେ ଗ୍ୟାଙ୍ଗଷ୍ଟର ଆବୁ ସାଲେମଙ୍କୁ ୨୦୩୦ ପର୍ଯ୍ୟନ୍ତ ମୁକ୍ତ କରାଯାଇପାରିବ ନାହିଁ। କିନ୍ତୁ ତାଙ୍କର ୨୫ ବର୍ଷର ଜେଲ...

ପ୍ରତିଶୋଧ ନେଲେ ସୁରକ୍ଷାକର୍ମୀ, ୬ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର…

ଶ୍ରୀନଗର,୧୨।୧୦: ଜମ୍ମୁ-କଶ୍ମୀରର ପୁଞ୍ଚ୍‌ ଜିଲାରେ ଜଣେ ଜେସିଓ ଏବଂ ୪ ଜଣ ଯବାନ ଆତଙ୍କବାଦୀଙ୍କ ସହିତ ମୁହାଁମୁହିଁ ହୋଇ ଶହୀଦ୍‌ ହୋଇଥିଲେ। ଏହାର ୨୪ ଘଣ୍ଟା...

Advertisement
Archives

Model This Week