Posted inଜାତୀୟ

ଭାରତରେ ଅନୁପ୍ରବେଶ କରିବେ ୨୭୫ ଆତଙ୍କବାଦୀ

ଶ୍ରୀନଗର,୧୧।୯: ଜମ୍ମୁ-କଶ୍ମୀରରେ ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଧୀରେଧୀରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଏଠାରେ ଥିବା ୭ଟି ପାକିସ୍ତାନୀ ଲଞ୍ଚ୍‌ପ୍ୟାଡ୍‌ ଇତିମଧ୍ୟରେ ସକ୍ରିୟ ହୋଇଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଏଠାରେ ୨୭୫ ଆତଙ୍କବାଦୀଙ୍କୁ ଏକାଠି କରାଯାଇଛି। ଅସ୍ତ୍ରବିରତି ଉଲ୍ଲଂଘନ ଆଳରେ ସେମାନଙ୍କୁ ଭାରତରେ ଅନୁପ୍ରବେଶ ପାଇଁ ଆଇଏସ୍‌ଆଇ ନିର୍ଦ୍ଦେଶରେ ପାକିସ୍ତାନ ସୈନ୍ୟ ବାହିନୀ ପ୍ରୟାସ କରୁଥିବା ଗୋଇନ୍ଦା ରିପୋର୍ଟରେ କୁହାଯାଇଛି। ଗୁରେଜ ସ୍କେଟର ଲଞ୍ଚ୍‌ପ୍ୟାଡ୍‌ରେ ୮୦ ଆତଙ୍କବାଦୀ ରହିଛନ୍ତି। ସେହିପରି ମଛଲି ସେକ୍ଟରରେ ୬୦, କାରନାହରେ ୫୦, କେରାନ୍‌ରେ ୪୦, ଉରିରେ ୨୦, ନୌଗାମ୍‌ରେ ୧୫ ଏବଂ ରାମପୁରରେ ୧୦ ଆତଙ୍କବାଦୀ ଅନୁପ୍ରବେଶ ସୁଯୋଗକୁ ଅପେକ୍ଷା କରିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

‘ପୁଅ ରାଜଧର୍ମ, ମୁଁ ରାଷ୍ଟ୍ରଧର୍ମ ପାଳନ କରିବି’

ନୂଆଦିଲ୍ଲୀ,୨୬।୬: ଆସନ୍ତା ଜୁଲାଇ ୧୮ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏନ୍‌ଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁ ନାମାଙ୍କନପତ୍ର ଦାଖଲ କରିସାରିଛନ୍ତି।...

ମହାରାଷ୍ଟ୍ରରେ କରୋନା ସ୍ଥିତି ଅସମ୍ଭାଳ: ପ୍ରସ୍ତୁତ ହେଉଛି ହଜାରେ ଶଯ୍ୟା ବିଶିଷ୍ଟ ନୂଆ ହସ୍ପିଟାଲ

ମୁମ୍ବାଇ,୨୦।୬: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ସଂଖ୍ୟା ୧ ଲକ୍ଷ ଅତିକ୍ରମ କରିବା ପରେ ଏବେ ଏହା ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ବ୍ରିହାନମୁମ୍ବାଇ ମ୍ୟୁନିସିପାଲ...

ଲଣ୍ଡନରେ ଇମ୍ରାନଙ୍କ ସହ ରାତ୍ରୀଭୋଜନ କରିବେ ମୋଦି: ସୁବ୍ରମଣ୍ୟମ ସ୍ବାମୀ

ନୂଆଦିଲ୍ଲୀ,୩୧।୩: ଭାଜପା ନେତା ତଥା ରାଜ୍ୟ ସଭା ଏମ୍‌ପି ସୁବ୍ରମଣ୍ୟମ ସ୍ବାମୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ବୁଧବାର ପାକିସ୍ତାନ ସହ ବାଣିଜ୍ୟକୁ ପୁନଃସ୍ଥାପିତ...

ଆସନ୍ତା ବର୍ଷ ଜାନୁୟାରୀରେ ମୁକୁଳି ପାରନ୍ତି ଶଶିକଳା

ବେଙ୍ଗାଲୁରୁ,୧୫ ।୯: ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତା ଜୟାଲଳିତାଙ୍କ ଅତି ନିକଟତମ କୁହାଯାଉଥିବା ଭିକେ ଶଶିକଳା ବେଙ୍ଗାଲୁରୁର ସେଣ୍ଟ୍ରାଲ ଜେଲରେ ବନ୍ଦୀ ଜୀବନ କାଟୁଛନ୍ତି ।...

ଘରୋଇ ବଜାରରେ କରୋନା ଭ୍ୟାକ୍ସିନର ମୂଲ୍ୟ ରହିବ ଏକ ହଜାର ଟଙ୍କା: ପୁନାୱାଲା

ପୁଣେ,୧୨ ।୧: ସାରା ଦେଶର ଜନତାଙ୍କ ଅପେକ୍ଷାର ଅନ୍ତ ଘଟାଇ ଏବେ ଉପଲବ୍ଧ ହୋଇଛି କରୋନା ଭ୍ୟାକ୍ସିନ । ଆସନ୍ତା ୧୬ ତାରିଖରୁ ଟିକାକରଣ କାର୍ଯ୍ୟକ୍ରମ...

ଲୋଙ୍ଗେଓ୍ବାଲା ସୀମାରେ ମୋଦି

ଜୈସେଲମର,୧୪।୧୧: ଭାରତୀୟ ଯବାନଙ୍କ ମନୋବଳ ବଢ଼ାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାଜସ୍ଥାନର ଜୈସେଲମରର ଲୋଙ୍ଗେଓ୍ବାଲାଠାରେ ପହଞ୍ଚିଛନ୍ତି। ଦୀପାବଳି ଅବସରରେ ସେ ଯବାନମାନଙ୍କୁ ଅଭିନନ୍ଦନ...

ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ

ଚେନ୍ନାଇ,୧୨।୧୨: ତାମିଲନାଡୁର ସାଲେମ ଜିଲାରେ ଶନିବାର ବିଳମ୍ବିତ ରାତିରେ ସମ୍ବିଧାନ ପ୍ରଣେତା ବି.ଆର ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି କିଛି ଦୁର୍ବୃତ୍ତ ଭାଙ୍ଗିଦେଇଛନ୍ତି। ଓମାଲୁର ସହରର କମଲାପୁରାମ କଲୋନୀରେ...

ଇନ୍ଦୋରରେ ଅନ୍‌ଲକ୍‌ ପାଇଁ ପ୍ରସ୍ତୁତି: ସାନିଟାଇଜ୍‌ କରାଗଲା ଫଳ, ପନିପରିବା ଦୋକାନ

ଇନ୍ଦୋର,୨୫।୫: ଦେଶରେ କରୋନାର ଦ୍ୱିତୀୟ ଲହରର ପ୍ରକୋପ ଜାରି ରହିଥିବା ବେଳେ ମଧ୍ୟପ୍ରଦେଶ ସରକାର ସହର ଅନ୍‌ଲକ୍‌ ପାଇଁ ପ୍ରସ୍ତୁତ ହେଉଛନ୍ତି। ରାଜ୍ୟର ସବୁଠାରୁ ଅଧିକ...

Advertisement
Archives

Model This Week