ନିୟମିତ ଏହାକୁ ପିଇଲେ ଜିନ୍‌ରେ ଆସେ ପରିବର୍ତ୍ତନ…

ଦୈନଦିନ ଜୀବନରେ କେତେକ ଖାଦ୍ୟାଭାସ ଦ୍ୱାରା ଶରୀର ଉପରେ ନକାରାତ୍ମକ ପ୍ରଭାବ ପଡ଼ିଥାଏ। ନିୟମିତ ମଦ୍ୟପାନ କଲେ, ଏହା କୋଷରେ ଥିବା ଡିଏନ୍‌ଏ ସଂରଚନାକୁ ବିଶୃଙ୍ଖଳିତ କରେ। ଏହାଯୋଗୁ କର୍କଟ ରୋଗ ସୃଷ୍ଟି ହୋଇଥାଏ ବୋଲି ଗବେଷକ ସୂଚିତ କରିଛନ୍ତି। ସୁରାସାର ଜିନ୍‌ଗତ ସଂରଚନାକୁ ସମ୍ପୂର୍ଣ୍ଣ ନଷ୍ଟ କରି ଦେଇଥାଏ । ତେଣୁ ଜୀବନଶୈଳୀରେ ନିୟମିତ ମଦ୍ୟପାନ ନ କରିବା ଉଚିତ ବୋଲି ଗବେଷକ ସୂଚିତ କରିଛନ୍ତି। ଏହା ଶରୀରରେ ଏସିଟାଲଡିହାଇଡ୍‌ ପ୍ରସ୍ତୁତ କରେ। ଯାହାକି ଜିନ୍‌ରେ ପରିବର୍ତ୍ତନ ଆଣିଥାଏ। ଏହାର ପ୍ରଭାବରେ ଡିଏନ୍‌ଏ ସଂରଚନାରେ ପରିବର୍ତ୍ତନ ଆସିଥାଏ। ସୁରାସାର ଦ୍ୱାରା ସ୍ତନକର୍କଟ ଓ ପାଚକଯନ୍ତ୍ର କର୍କଟ ସମେତ ୭ ପ୍ରକାର କର୍କଟ ରୋଗ ସୃଷ୍ଟି ହୋଇଥାଏ। ସୁରାସାର ଆଲଡିହାଇଡ୍‌ ହାେଇଡ୍ରୋଜେନେଜ୍‌ ଏଞ୍ଜାଇମ୍‌କୁ ନଷ୍ଟ କରିଥାଏ। ଫଳରେ ଏସିଟେଟ୍‌ ସୃଷ୍ଟି ହୋଇଥାଏ। ଏହି ଏଞ୍ଜାଇମ୍‌ର ଅଭାବରେ ଶରୀରରେ ଡିଏନ୍‌ଏ ସଂରଚନାରେ ବ୍ୟତିକ୍ରମ ଦେଖାଯାଇଥାଏ ବୋଲି ବ୍ରିଟେନ୍‌ କର୍କଟ ଗବେଷଣା ପରିଷଦ ପକ୍ଷରୁ କରାଯାଇଥିବା ଗବେଷଣା ରିର୍ପୋଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

ଭାଲେଣ୍ଟାଇନ୍ସ ଡେ’ରେ ସାଥୀଙ୍କୁ ଦେବାକୁ ଭୁଲନ୍ତୁନି ଏସବୁ , ନହଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ ଭାଲେଣ୍ଟାଇନ୍ସ ଡେ’ରେ ଏମିତି କିଛି ଉପହାର ସାଥୀକୁ ଦିଅନ୍ତୁ; ଯାହା ତାଙ୍କୁ ଖୁସି ଦେବା ସହ ତାଙ୍କ ଜୀବନରେ ସୁଖ, ସମୃଦ୍ଧି ବି ଆଣିଦେଉଥିବ……

ଭାଲେଣ୍ଟାଇନ ସପ୍ତାହ, ୪ ରାଶିର ବ୍ୟକ୍ତିଙ୍କ ଜୀବନରେ ପ୍ରେମ…

ଭାଲେଣ୍ଟାଇନ୍ସ ସପ୍ତାହ ଫେବୃଆରୀ ୭ ତାରିଖରୁ ଆରମ୍ଭ ହୋଇଛି ଏବଂ ଫେବୃଆରୀ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଭାଲେଣ୍ଟାଇନ୍ସ ସପ୍ତାହ ପ୍ରେମୀ, ବିବାହିତ ଦମ୍ପତି ଏବଂ ଅବିବାହିତମାନଙ୍କ…

ଯୁବପିଢ଼ିଙ୍କ ମଧ୍ୟରେ ବୃଦ୍ଧି ପାଉଛି ଷ୍ଟୋନ ସମସ୍ୟା, ଜାଣନ୍ତୁ କାରଣ ଏବଂ ପ୍ରତିକାର

ଦେଶରେ ଅନେକ ଲୋକ ଅଛନ୍ତି ଯେଉଁମାନେ ଷ୍ଟୋନକୁ ଗମ୍ଭୀରତାର ସହ ନିଅନ୍ତି ନାହିଁ । କିନ୍ତୁ ଏହି ଛୋଟ ସମସ୍ୟା ହୃଦରୋଗ, କ୍ରନିକ ବୃକକ୍ ରୋଗ ଏବଂ କିଡନୀ…

୧୦୦ ବର୍ଷ ପରେ କୁମ୍ଭ ରାଶିରେ ସୃଷ୍ଟି ହେଲା ‘ଅଦ୍ଭୁତ ଯୋଗ’: ଏହି ୩ ରାଶିଙ୍କର ଅଚାନକ ଘଟିବ…

୬ ଫେବୃଆରୀ, ୨୦୨୬ ଠାରୁ, ସୁଖ, ସମୃଦ୍ଧି ଏବଂ ପ୍ରେମର ଗ୍ରହ ଶୁକ୍ର, ତାଙ୍କ ବନ୍ଧୁ ଶନିଙ୍କ ରାଶି କୁମ୍ଭରେ ପ୍ରବେଶ କରିଛନ୍ତି। ଏଠାରେ, ଏହା ତାଙ୍କ…

ଆରମ୍ଭ ହେଲା ପ୍ରେମ ସପ୍ତାହ…ଆଜି ରୋଜ୍‌ ଡେ’

ଭୁବନେଶ୍ୱର,୭/୨ (ସୌମ୍ୟରଞ୍ଜନ ରାଉତ):ଫେବୃଆରୀ ୧୪, ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଓ ପ୍ରେମୀଯୁଗଳଙ୍କ ପାଇଁ ଖାସ୍‌ ଦିନଟିଏ। ଅନ୍ୟମାନଙ୍କ ପାଇଁ ହୁଏତ ଏହି ଦିନଟି ସାଧାରଣ, ହେଲେ ପ୍ରେମୀମାନଙ୍କ…

ଭାଲେଣ୍ଟାଇନ୍‌ ଡେ’ରୁ ଏହି ରାଶିର ଆରମ୍ଭ ହେବ ଭଲ ଦିନ, ଖୋଲିବ ବନ୍ଦ ଭାଗ୍ୟର ତାଲା

ଫେବୃଆରୀ ମାସ ମିଥୁନ ରାଶି ପାଇଁ ବିଶେଷ ହୋଇପାରେ। ୧୩ ଫେବୃଆରୀ ପରେ, ମିଥୁନ ରାଶିର ଭାଗ୍ୟ ସେମାନଙ୍କ ପାଇଁ ଅନୁକୂଳ ହୋଇପାରେ। ରାଶିର ଅଧିଷ୍ଠାତ୍ରୀ ଦେବତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri