ନିୟମିତ ହେଲେ ୪୪୯ ଚୁକ୍ତିଭିତ୍ତିକ ଶିକ୍ଷକ

ଭୁବନେଶ୍ୱର, ୫ା୩(ବ୍ୟୁରୋ): ରାଜ୍ୟରେ ହାଇସ୍କୁଲ ସ୍ତରରେ ନିଯୁକ୍ତି ପାଇଥିବା ୪୪୯ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନିୟମିତ କରାଯାଇଛି। ଏନେଇ ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଗତ ୨୦୧୧-୧୨ ଶିକ୍ଷାବର୍ଷରୁ ଚୁକ୍ତିଭିତ୍ତିକ ଶିକ୍ଷୟିତ୍ରୀ ଶିକ୍ଷକ ଭାବେ ସେମାନେ ହାଇସ୍କୁଲରେ ଶିକ୍ଷାଦାନ କରିଆସୁଥିଲେ। ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ ୬ବର୍ଷ ଶିକ୍ଷାଦାନ କରିସାରିଥିବାରୁ ସେମାନଙ୍କ ଚାକିରି ନିୟମିତ କରାଯାଇଛି। ଏଥିପାଇଁ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ପ୍ରତିନିଧି ମଣ୍ଡଳୀ ଓ କର୍ମକର୍ତ୍ତା ବୁଧବାର ମନ୍ତ୍ରୀ ଦାଶଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗନ୍ଧମାର୍ଦ୍ଦନ ପାହାଡରେ ପ୍ରବଳ ବର୍ଷା: ଉଛୁଳିଲା ପାପନାଶିନୀ ଝରଣା

ଖପ୍ରାଖୋଲ,୧୩ା୮(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଗନ୍ଧମାର୍ଦ୍ଦନ ପାହାଡରେ ପ୍ରବଳ ବର୍ଷା ଯୋଗୁ ହରିଶଙ୍କର ପାପନାଶିନୀ ଝରଣା ଉଛୁଳି ପଡିଥିଲା ା ଆଜି ଥିଲା ଶ୍ରାବଣ...

ଗୃହରେ ତାଲା, ବାରଣ୍ଡାରେ ପିଲା

ପାରାଦୀପ,୧୯ା୧୦(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ପୌରାଞ୍ଚଳର ୨ନଂ. ୱାର୍ଡର ଅଠରବାଙ୍କି ତଳପଡାରେ ଅଛି ସରକାରୀ ପ୍ରାଥମିକ ବିଦ୍ୟାଳୟ। ୨୦୦୮ରୁ ଚାଲିଥିବା ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ...

ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୧୧୭ ଅଧ୍ୟାପକ ପଦବୀ ଖାଲି

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ରାଜ୍ୟରେ ୧୭ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରହିଛି। ଏଥିପାଇଁ ମୋଟ ୪୩୦ ଅଧ୍ୟାପକ ପଦବୀ...

ଓଡ଼ିଶାରେ ଚତୁର୍ଥ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୩୧।୩(ବ୍ୟୁରୋ)-ଓଡ଼ିଶାରେ ମଙ୍ଗଳବାର ରାତିରେ ରାଜ୍ୟର ଚତୁର୍ଥ କରୋନା ସଂକ୍ରମିତଙ୍କୁ ଠାବ କରାଯାଇଛି। ଏହି ସଂକ୍ରମିତ ବ୍ୟକ୍ତି ଜଣେ ୨୯ ବର୍ଷୀୟ ଯୁବକ। ଭଦ୍ରକ ଜିଲାରୁ ଆସୁଥିବା...

ଦୁଇ ଟନ୍‌ରୁ ଊର୍ଦ୍ଧ୍ୱ ଚୋରା କୋଇଲା ଜବତ: ଜଣେ ଗିରଫ

ପଦ୍ମପୁର,୬।୬(ଡି.ଏନ.ଏ): ଭଦ୍ରକ ଜିଲା ଧାମରା ବନ୍ଦରରୁ କୋଇଲା ପରିବହନ ହେଉଥିବା ବେଳେ ବ୍ୟାପକ ଚୋରା ଚାଲାଣ ହୋଇଛି। ଗୁରୁବାର ସକାଳୁ ତିହିଡି ଅଞ୍ଚଚଳର ଏକ ପିକ୍‌ଅପ୍‌...

୩ ନୂଆ ରୁଟ୍‌ରେ ଚାଲିବ ମୋ ବସ୍‌

ଭୁବନେଶ୍ୱର,୩୦।୮: ସେପ୍ଟେମ୍ବର ପହିଲାରୁ ରାଜଧାନୀରେ ତିନୋଟି ନୂଆ ରୁଟ୍‌ରେ ‘ମୋ ବସ୍‌’ ସେବା ଆରମ୍ଭ ହେବାକୁ ଯାଉଛି। ରୁଟ୍‌ ନଂ ୭୧ (ବରମୁଣ୍ଡାରୁ ରସୁଲଗଡ଼ ଦେଇ...

ସ୍ବାଭିମାନ ଅଞ୍ଚଳରେ ପ୍ରତି ପରିବାରକୁ ସ୍ମାଟଫୋନ ଦେଲେ ମୁଖ୍ୟମନ୍ତ୍ରୀ

ଚିତ୍ରକୋଣ୍ଡା,୧୭।୧୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଲାଲଗଡ଼ର ୯ଟି ପଞ୍ଚାୟତର ପ୍ରତ୍ୟେକ ପରିବାରକୁ ସ୍ମାର୍ଟଫୋନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ ସ୍ବାଭିମାନ ଅଞ୍ଚଳବାସୀଙ୍କ...

୫ ଜିଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା: ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ରାଜ୍ୟର ୫ ଜିଲାରେ ଶନିବାର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଖୋର୍ଦ୍ଧା, କଟକ, ଯାଜପୁର, ପୁରୀ ଓ ଜଗତ୍‌ସିଂହପୁର ଆଦି ଜିଲାକୁ...

Advertisement
Archives

Model This Week