ନିୟମିତ ୪୯ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା

ପାତ୍ରପୁର, ୨୭।୧୦ (ଡି.ଏନ୍‌.ଏ.)- ପାତ୍ରପୁର ସ୍ଥିତ ଶିକ୍ଷକ ଭବନ ପରିସରରେ ଶନିବାର ନିୟମିତ ହୋଇଥିବା ୪୯ ଶିକ୍ଷୟିତ୍ରୀ, ଶିକ୍ଷକମାନଙ୍କୁ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଛି। ସଭାପତି ଟୁଟୁ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥିଭାବେ ରାଜ୍ୟ ଶିକ୍ଷକ ସଂଘ ସଭପତି ରାଜେଶ ମହାନ୍ତି ଯୋଗ ଦେଇ ନିୟମିତ ହୋଇଥିବା ଶିକ୍ଷକମାନଙ୍କୁ ସ୍ବାଗତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପ୍ରଫୁଲ୍ଲ ପାଢ଼ୀ, କେ. ଧର୍ମାରାଓ, ସନନ୍ଦ ଚୌଧୁରୀ, ନିରନ ରେଡ୍ଡୀ, ରାଜୀବ ପ୍ରଧାନ, ପ୍ରଶାନ୍ତ କୁମାର ଦାସ, ଅନନ୍ତ ନାୟକ ପ୍ରମୁଖ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri