ଆସିକା,୧୨ା୪(ଡି.ଏନ୍.ଏ.): କରୋନା ରୋକିବା ପାଇଁ ଜନସାଧାରଣ ଘରୁ ବାହାରିଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଶନିବାର ଆସିକା ଏନଏସି ଅଞ୍ଚଳରେ ତହସିଲଦାର ସଦାନନ୍ଦ ସେଠୀ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅଶୋକ କୁମାର ପଣ୍ଡା ସହରର ବିଭିନ୍ନ ସ୍ଥାନ ବୁଲି ନିୟମ ଉଲ୍ଲଂଘନକାରୀଙ୍କୁ ଥିବା ଲୋକଙ୍କୁ ଧରପଗଡ କରିଥିଲେ। ମାସ୍କ ପିନ୍ଧି ନ ଥିବା ବ୍ୟକ୍ତିଙ୍କ ଠାରୁ ୨ଶହ ଟଙ୍କା ଲେଖାଏ ଏବଂ ବାଇକରେ ହେଲମେଟ ପିନ୍ଧି ନ ଥିବା ବ୍ୟକ୍ତିଙ୍କ ଠାରୁ ସମୁଦାୟ ୭,୫୦୦ ଟଙ୍କା ଜରିମାନା ଆଦାୟ କରାଯାଇଥିବା କାର୍ଯ୍ୟନିର୍ବାହୀ ଅଧିକାରୀ ପଣ୍ଡା ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ବାଇକ୍କୁ ଧକ୍କାଦେଲା ବାଇକ୍, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ
ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...
ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୫୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ
ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର ଗଣିଆନାଳ ଛକ...
ନୂଆ ବର୍ଷରେ ନୂଆ ପଦକ୍ଷେପ
ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...
କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର
ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...
ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…
କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...
ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର
ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...
ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…
ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...
ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…
ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...
Archives


