ବାଲେଶ୍ୱର ଅଫିସ, ୨୭।୩-ବାଲେଶ୍ୱର ଜିଲାରେ ହୋମ କ୍ୱାରାଣ୍ଟାଇନରେ ରହିଥିବା ଲୋକଙ୍କ ଘର ବାହାରେ ନିର୍ଦ୍ଧାରିତ ଫର୍ମ ଓ ପୋଷ୍ଟର ଲଗାଇବାକୁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ନିର୍ଦ୍ଦେଶ ଦେଇଛନ୍ତି। ସେମାନେ ଘର ବାହାରେ ଚଳପ୍ରଚଳ ନ କରିବାକୁ ସ୍ପଷ୍ଟ ଭାବେ କୁହାଯାଇଛି। ହେଲେ ଏହି ନିୟମକୁ ଉଲ୍ଲଘଂନ କରିଥିବା ୪ଜଣଙ୍କ ନାମରେ ମାମଲା ରୁଜୁ ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜିଲାକୁ ଏବେ ସୁଦ୍ଧା ବିଦେଶରୁ ଆସିଥିବା ମୋଟ ୨୧୫ଜଣ ଓ ରାଜ୍ୟ ବାହାରୁ ଆସିଥିବା ମୋଟ ୧୦୪୬୬ ଜଣଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Posted inଆମ ଜିଲା ଖବର, ବାଲେଶ୍ୱର View All
ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି
ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…
ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ: ଗୋଖରକୁଦା ରାସ୍ତାରେ ଭାଙ୍ଗିଲା ଗଛ, ଘରେ ପଶିଲା ବର୍ଷା ଜଳ
ଗଞ୍ଜାମ,୨୫।୯(ବିଦ୍ୟାଧର ସାହୁ ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ତୁହାକୁ ବର୍ଷା ପାଇଁ ଲୋକେ ଘରୁ ପଦାକୁ…
୧୩୨ କେଭି ଲାଇନ୍ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ
ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…
ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍
ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…
ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍
ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…
ବିପଦପୂର୍ଣ୍ଣ ରାସ୍ତାରେ ଯାତାୟାତ: ମରାମତି ଦାବି କଲେ ଅଞ୍ଚଳବାସୀ
କର୍ଲାମୁଣ୍ଡା, ୨୫।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରରୁ ରିଞ୍ଜାକୁ ଯାଇଥିବା ଆର୍ଡି ରାସ୍ତାର ସରବାହାଲ ଜୋର ବ୍ରିଜ ନିକଟରେ ରାସ୍ତାର ଅବସ୍ଥା ଏବେ…
ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବେ ଅଧିକାରୀ: ନୂଆପଡ଼ା ଜିଲାପାଳଙ୍କ ଅଭିନବ ପଦକ୍ଷେପ
ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଛାତ୍ରୀଛାତ୍ରଙ୍କ ଶିକ୍ଷଣରେ ଉନ୍ନତି ଆଣିବା ସହ ସେମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ଏକ ଅଭିନବ ପଦକ୍ଷେପ…
ରାୟଗଡ଼ା-କୋରାପୁଟ ରେଲଓ୍ୱେ ଟ୍ରାକ୍ରେ ଉପରେ ଖସିଲା ପଥର, ଅଟକିଲା ହୀରାଖଣ୍ଡ ଏକ୍ସପ୍ରେସ
କଲ୍ୟାଣସିଂହପୁର,୨୫।୯(ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ଲଗାଣ ବର୍ଷା ଯୋଗୁଁ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି । କେଉଟଗୁଡ଼ା ଓ ଶିଖରପାଇ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ଟନେଲ…

