ନିୟମ ଉଲ୍ଲଘଂନ, ୩ ଦୋକାନୀଙ୍କୁ ଜରିମାନା

ବୁଗୁଡ଼ା,୮ା୫(ଡି.ଏନ.ଏ.)- ଗଞ୍ଜାମ ଜିଲାକୁ ରୋଡ୍‌ଜୋନ ଘୋଷଣା କରାଯାଇଛି। ଏଭରି ପରିସ୍ଥିତିରେ କେତେକ ଦୋକାନ ୭ ଘଣ୍ଟାରୁ ୧୨ ଘଣ୍ଟା ପର୍ଯ୍ୟନ୍ତ ଖୋଲିବା କଥା। କିନ୍ତୁ ଏହି ଆଇନ ଉଲ୍ଲଘଂନ କରି ବୁଗୁଡ଼ା ସହରର କେତେକ ଦୋକାନୀ ୧୨ ଘଣ୍ଟା ପରେ ମଧ୍ୟ ଦୋକାନ ଖୋଲିଥିଲେ। ବୁଗୁଡ଼ା ତହସିଲଦାର ସଂଗ୍ରାମ କେଶରୀ ଜେନା, ଏନ୍‌ଏସି ନିର୍ବାହୀ ଅଧିକାରୀ ରଶ୍ମି ରଞ୍ଜନ ଦାଶ, ପୋଲିସ ଏସ୍‌ଆଇ କାର୍ତ୍ତିକ ନାୟକ ସଦଳବଳ ପହଞ୍ଚତ୍ ଉକ୍ତ ଦୋକାନ ଉପରେ ଚଢ଼ାଉ କରିଥିଲେ। ୩ ଦୋକାନୀଙ୍କ ଠାରୁ ୧୦୦୦ ଟଙ୍କା ଲେଖାଏ ଜରିମାନା ଆଦାୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟାବାଞ୍ଜିରେ କଂଗ୍ରେସ ଆଗୁଆ

କଣ୍ଟାବାଞ୍ଜି,୨୩।୫: ୪ର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା କଣ୍ଟାବାଞ୍ଜି ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ଆଗୁଆ ରହିଛନ୍ତି। ବିଜେଡି ପ୍ରାର୍ଥୀ ୪୩୧୫ ଭୋଟ ପାଇଥିବାବେଳେ କଂଗ୍ରେସ...

ବୁଡ଼ିଥିବା ଜାହାଜ ଯୋଗୁ ହେଉଛି ବୋଟ୍‌ ଦୁର୍ଘଟଣା

ମହାକାଳପଡ଼ା,୧୨ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳର ହୁକିଟୋଲା ମୁହାଣ ମୁହଁର ଅନତି ଦୂରରେ ମାଦଳି ନିକଟରେ ଫରାସୀର ଏକ ପଣ୍ୟବାହୀ...

ସ୍ବତନ୍ତ୍ର ଟ୍ରେନ୍‌ରେ ଫେରିିଲେ ୨୮୪ ପ୍ରବାସୀ

ବାରିପଦା ଅଫିସ,୨୭ା୫- ଲକ୍‌ଡାଉନ ଯୋଗୁ ତାମିଲନାଡ଼ୁରେ ଫସି ରହିଥିବା ୨୮୪ ପ୍ରବାସୀ ମଙ୍ଗଳବାର ସ୍ବତନ୍ତ୍ର ଟ୍ରେନ୍‌ରେ ମୟୂରଭଞ୍ଜ ଜିଲା ବାରିପଦାକୁ ଫେରିଛନ୍ତି। ଏହି ପ୍ରବାସୀମାନଙ୍କ ମଧ୍ୟରୁ...

ସମ୍ବଲପୁର ହିଂସାର ପ୍ରତିବାଦ

ସୋରଡ଼ା,୨୪ା୪(ଡି.ଏନ୍‌.ଏ.): ସମ୍ବଲପୁରରେ ହୋଇଥିବା ହିଂସା ପ୍ରତିବାଦରେ ଗଞ୍ଜାମ ଜିଲା ସୋରଡ଼ାର ବଜରଙ୍ଗ ଦଳ ପକ୍ଷରୁ ତହସିଲଦାର ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆଙ୍କୁ ସୋମବାର ଏକ ଦାବିପତ୍ର ପ୍ରଦାନ...

ପୋଖରୀରେ ପଡ଼ି ଶିଶୁକନ୍ୟାଙ୍କ ଗଲା ଜୀବନ

ବାସୁଦେବପୁର, ୩୦।୧୦(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ପଞ୍ଚାୟତ ଅଧୀନ ଗଦେଇବିନ୍ଧା ଗ୍ରାମରେ ବୁଧବାର ଅପରାହ୍ନରେ ପୋଖରୀରେ ପଡ଼ି ବନ୍ଦନା କାଣ୍ଡି ନାମ୍ନୀ ୩...

ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ ୫ଟି ସଚିବ

ଅନୁଗୋଳ ଅଫିସ,୨୯।୧୦: ୫ଟି ସଚିବ ଭି. କାର୍ତ୍ତିକେୟ ପାଣ୍ଡିୟାନ ମଙ୍ଗଳବାର ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି। ସେ ମେଡିକାଲରେ ରୋଗୀ ଓ ତାଙ୍କ...

ଜଳ ସମ୍ପଦ, ପିଆର ବିଭାଗରେ ପାଣ୍ଠିର ଅଭାବ:୯ଟି ରାସ୍ତା ଆରଡି ବିଭାଗକୁ ହସ୍ତାନ୍ତର ପ୍ରସ୍ତାବ

ଯାଜପୁର ଅଫିସ,୧୩ା୧: ଜଳ ସମ୍ପଦ ଓ ପଞ୍ଚାୟତିରାଜ(ପିଆର) ବିଭାଗରେ ପାଣ୍ଠିର ଅଭାବ ତଥା ସୀମିତ ଅନୁଦାନ ଯୋଗୁ ସମ୍ପୃକ୍ତ ରାସ୍ତାଗୁଡିକର ଆବଶ୍ୟକ ଉନ୍ନତି ସହ ରକ୍ଷଣାବେକ୍ଷଣ...

ଖୁବ୍‌ଶୀଘ୍ର ପ୍ରକାଶ ପାଇବ ଓସିଏସ୍‌ ପରୀକ୍ଷା ଫଳ

କଟକ ଅଫିସ, ୭ା୯- ଓଡ଼ିଶା ସିଭିଲ ସର୍ଭିସ(ଓସିଏସ୍‌) ପରୀକ୍ଷାଫଳ ଚଳିତମାସ ଦ୍ୱିତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ା ଏଥିସହ ସେପ୍ଟେମ୍ବର ତୃତୀୟ ସପ୍ତାହରେ ସାକ୍ଷାତ୍‌କାର...

Advertisement
Archives

Model This Week