ନିୟମ କଡ଼ାକଡ଼ି ହେବା ପୂର୍ବରୁ ଧରାପଡ଼ି ଗିରଫ ହେଲେ ମଦ୍ୟପ ଗାଡ଼ିଚାଳକ, ଦେବେ ୧୦ ହଜାର ଜରିମାନା

କଟକ ଅଫିସ,୩୦।୧୧: ରବିବାରଠାରୁ କଡ଼ାକଡ଼ି ହେବାକୁ ଯାଉଛି ନୂଆ ମୋଟର ଯାନ ଆଇନ। ଏହା ପୂର୍ବରୁ କଟକ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ବାଙ୍କୀସ୍ଥିତ ଜାତ ମୁଣ୍ଡିଆଛକରେ ଏମ୍‌ଭିଆଇ ଗାଡ଼ିଗୁଡ଼ିକୁ ଯାଞ୍ଚ କରାଯାଇଥିଲା। ଏହି ସମୟରେ ଜଣେ ମଦୁଆ ବାଇକ୍‌ ଚାଳକଙ୍କୁ ଧରାଯାଇଥିଲା। ସେ ହେଲେ ରମେଶ କୁମାର। ରମେଶଙ୍କୁ ୧୦ହଜାର ଜରିମାନା କରାଯିବା ସହ ତାଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି।

ପ୍ରକାଶଯୋଗ୍ୟ, ମୋଟର ଯାନ ଆିନକୁ କଡ଼ାକଡ଼ି କରିବା ଲାଗି ସମସ୍ତ ଜିଲାପାଳ ଏବଂ ଏସ୍‌ପିଙ୍କୁ ପରିବହନ କମିଶନରଙ୍କୁ ଚିଠି ଲେଖାଯାଇଛି। ଅପରପକ୍ଷେ ରାଜ୍ୟ ସରକାର ଚାଳକଙ୍କୁ ଆବଶ୍ୟକ ଗାଡ଼ି କାଗଜପତ୍ର କରାଇବା ନିମନ୍ତେ ୩ ମାସ ସମୟ ଦେଇଛନ୍ତି। ଏହା ବ୍ୟତିତ ଅନ୍ୟ ସମସ୍ତ ନିୟମ ଉଲ୍ଲଂଘନ କଲେ ଦଣ୍ଡିତ ହେବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା…

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

ମାଛ ଜାଲରେ ଫସିଲା ବିରାଟକାୟ ଅଜଗର

ବୀରମହାରାଜପୁର, ୧୦/୮ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତ ଅନ୍ତର୍ଗତ ସଦେଇପୁର ଗାଁ ନିକଟସ୍ଥ ଏକ ପୋଖରୀରେ ମାଛ ଧରିବା ପାଇଁ…

ବିଦେଶୀ ମଦ ଦୋକାନ ବନ୍ଦ ଦାବି: ଉପଜିଲାପାଳ କାର୍ଯ୍ୟାଳୟ ଘେରାଉ

ବୀରମହାରାଜପୁର, ୧୦/୯ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଥାନା ନୁଆଁପଡ଼ାଠାରେ ଥିବା ବିଦେଶୀ ମଦ ଦୋକାନ ବନ୍ଦ ଦାବିରେ ମହିଳାମାନେ…

ରାଜ୍ୟ ପାଇଁ ଖୁସି ଖବର: ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୮ ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri