ନିୟମ ମାନିଲେନି: ବିଦ୍ୟାଳୟରେ ବଣ୍ଟାହେଲା ବହି

ଆର.ଉଦୟଗିରି,୨୪ା୪(ଡି.ଏନ୍‌.ଏ.)- ଆର.ଉଦୟଗିରି ବ୍ଲକ ଆର.ଉଦୟଗିରି ଗ୍ରାମ ଗୋପବନ୍ଧୁ ବିଦ୍ୟାଳୟର ଶିକ୍ଷୟିତ୍ରୀମାନେ ଅଭିଭାବଙ୍କୁ ବିଦ୍ୟାଳୟକୁ ଡକାଇ ଗୁରୁବାର ବହି ବାଣ୍ଟିଛନ୍ତି। କରୋନା ପାଇଁ ସ୍କୁଲ ବନ୍ଦ ଥିବାବେଳେ ସରକାର ପ୍ରତି ଛାତ୍ରୀଛାତ୍ରଙ୍କୁ ଘରେ ଯାଇ ବହି ଦେବାକୁ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ଏଠାରେ ତାହା ପାଳନ କରାଯାଇନାହିଁ। ବହୁ ଅଭିଭାବକ ବହି ପାଇଁ ଭିଡ ଜମାଇଥିଲେ। ଯାହାଦ୍ୱାରା ସାମାଜିକ ଦୂରତା ରହି ନ ଥିଲା। ଏନେଇ ଆର୍‌.ଉଦୟଗିରି ବିଇଓ ବିଶ୍ୱନାଥ ଭୂୟଁାଙ୍କୁ ପଚାରିବାରୁ ସେ କହିଥିଲେ ଯେ, ସରକାରଙ୍କ ପ୍ରଥମ ଚିଠିରେ ଶିକ୍ଷକମାନେ ଘରଘର ବୁଲି ବହି ବାଣ୍ଟିବେ ବୋଲି ନିର୍ଦ୍ଦେଶ ଆସିଥିଲା। ଏହାପରେ ପୁଣି ଆଉ ଏକ ଚିଠି ଆସିଥିଲା ଯେ, ବିଦ୍ୟାଳୟକୁ ଅଭିଭାବକ ଡାକି ବହି ବଣ୍ଟନ କରିପାରିବେ। ତେଣୁ ଅଭିଭାବକଙ୍କୁ ଡାକି ବହି ବଣ୍ଟାଯାଉଛି। ଏଦିଗରେ ଜିଲା ଶିକ୍ଷା ଅଧିକାରୀ ଓ ଶିକ୍ଷାମନ୍ତ୍ରୀ ଦୃଷ୍ଟି ଦେବାକୁ ଅଞ୍ଚଳର ବୁଦ୍ଧିଜୀବୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ରାସ୍ତାରେ ପଡ଼ିଲା ବିରାଟକାୟ ଗଛ

ମୋହନା,୧୧।୪(ମନ୍ମଥ ମିଶ୍ର) :ବର୍ଷା ଅଛି ନା ପବନ ଅଛି । ତଥାପି ରାସ୍ତା ଉପରେ ପଡ଼ିଲା ବିରାକାୟ ଗଛ । ଅଟକି ରହିଲା ଅନେକ ଗାଡ଼ି ରାସ୍ତାର…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri