Posted inଖେଳ

ନୀତିଶ ୟୁପି ଯୋଦ୍ଧା ଅଧିନାୟକ

ନୂଆଦିଲ୍ଲୀ, ୧୬ା୭ (ପି.ଟି.)- ଜୁଲାଇ ୨୦ରୁ ଆରମ୍ଭ ହେବ ପ୍ରୋ-କବାଡ଼ି ଲିଗ୍‌ (ପିକେଏଲ୍‌)ର ୭ମ ସଂସ୍କରଣ। ମଙ୍ଗଳବାର ଯୁବ ଡିଫେଣ୍ଡର ନୀତିଶ କୁମାରଙ୍କୁ ୟୁପି ଯୋଦ୍ଧାର ଅଧିନାୟକ ଭାବେ ମନୋନୀତ କରାଯାଇଛି। ଆଇଟେଲ ସ୍ମାର୍ଟଫୋନ୍‌ ଏହି ଟିମ୍‌ର ଅଫିସିଆଲ ପାର୍ଟନର ରହିଛି। ଗ୍ରେଟର ନଏଡ଼ା ଭିତ୍ତିକ ଏହି ଫ୍ରାଞ୍ଚାଇଜ୍‌ ପିକେଏଲ୍‌ର ୫ମ ସଂସ୍କରଣରେ ପ୍ରଥମ ପଦାର୍ପଣ କରିଥିଲା। ଦଳ ଭାଗ ନେଇଥିବା ଏହାର ଉଭୟ ସଂସ୍କରଣରେ ତୃତୀୟ ସ୍ଥାନ ଅଧିକାର କରିଥିଲ। ୟୁପି ଯୋଦ୍ଧା ଏଥର ଜୁଲାଇ ୨୪ରେ ହାଇଦ୍ରାବାଦରେ ଏହାର ପ୍ରଥମ ଗେମ୍‌ ବେଙ୍ଗଲ ଓ୍ବାରିୟର୍ସ ବିପକ୍ଷରେ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପନ୍ତଙ୍କ ରିଭର୍ସ ସ୍ବିପ୍‌ର ଛକା ଦେଖି ଚକିତ ହେଲେ ପିଟରସନ୍‌, କହିଲେ କ୍ରିକେଟ ଇତିହାସର ଏହା…

ନୂଆଦିଲ୍ଲୀ,୧୩।୩: ଭାରତୀୟ ଉଇକେଟକିପର ତଥା ବ୍ୟାଟ୍ସମ୍ୟାନ୍‌ ରିଷଭ ପନ୍ତ ଇଂଲଣ୍ଡ ବିପକ୍ଷ ପ୍ରଥମ ଟି୨୦ ମୁକାବିଲାରେ ଜବରଦସ୍ତ ଛକା ମାରିଥିଲେ। ବିଭିନ୍ନ ମହଲର କ୍ରିକେଟପ୍ରେମୀମାନେ ଏହାର...

ଏଲ୍‌ପିଏଲ୍‌ ପୂର୍ବରୁ ତନ୍‌ଭୀର, ରବିନ୍ଦରପାଲ ପଜିଟିଭ୍‌

କଲମ୍ବୋ, ୨୧ା୧୧ (ପି.ଟି.): ନଭେମ୍ବର ୨୬ରୁ ଲଙ୍କାନ ପ୍ରିମିୟର ଲିଗ୍‌ (ଏଲ୍‌ପିଏଲ୍‌) ଆରମ୍ଭ ହେବା ପୂର୍ବରୁ ପାକିସ୍ତାନ ପେସ୍‌ ବୋଲର ସୋହେଲେ ତନଭୀର ଏବଂ କାନାଡିଆନ...

ମୋର୍ଗାନଙ୍କୁ ୧୨ଲକ୍ଷ ଟଙ୍କା ଜରିମାନା

ମୁମ୍ବାଇ, ୨୨ା୪ (ପି.ଟି.)-ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଆଇପିଏଲ୍‌ ମ୍ୟାଚ ବେଳେ ଏକ ସ୍ଲୋ ଓଭର ରେଟ୍‌ ପାଇଁ କୋଲକାତା ନାଇଟ ରାଇଡର୍ସ ଅଧିନାୟକ...

ନେସନ୍ସ କପ୍‌: ଚାଇନା ଅଗ୍ରଣୀ

ଚେନ୍ନାଇ, ୭ା୫: ଫିଡେ ଚେସ୍‌ ଅନ୍‌ଲାଇନ୍‌ ନେସନ୍ସ କପ୍‌ର ପ୍ରଥମ ଦିବସ ଶେଷସୁଦ୍ଧା ଚାଇନା ଅଗ୍ରଣୀଲାଭ କରିଛି । ଚାଇନା ଏକମାତ୍ର ଦଳଭାବେ ପ୍ରଥମ ଦିବସର...

ଆଇପିଏଲ୍‌ରୁ ବାଦ୍‌ ପଡ଼ିଲେ ଡ୍ବେନ ବ୍ରାଭୋ

ଦୁବାଇ,୨୨।୧୦(ପି.ଟି.): ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ତାରକା ଅଲରାଉଣ୍ଡର ଡ୍ବେନ ବ୍ରାଭୋ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରୁ ବାଦ୍‌ ପଡିଛନ୍ତି। ଗ୍ରୋନ୍‌ ଇଞ୍ଜୁରି କାରଣରୁ...

ସ୍କୁଲ୍ସ ଓପନ ଚେସ୍‌: ଶୁକ ମୁର୍ମୁ ଚାମ୍ପିୟନ

ଭୁବନେଶ୍ୱର, ୧୨।୧୨ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ରବିବାର ଅନୁଷ୍ଠିତ ସମର ବିଜୟ ମହାନ୍ତି ମେମୋରିଆଲ ସ୍କୁଲ୍ସ ଓପନ ଚେସ୍‌ରେ କଟକ...

ଖୁସିର ମାହୋଲ ମଧ୍ୟରେ ଇଂଲଣ୍ଡ ବିପକ୍ଷରେ ଭାରତୀୟ ଦଳ ଘୋଷଣା: ଫେରିଲେ କୋହଲି ଆଉ…

ନୂଆଦିଲ୍ଲୀ,୧୯।୧: ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ୍‌ରେ ଦମ୍‌ଦାର ବିଜୟ ପରେ ଦେଶରେ ଉତ୍ସବର ମାହୋଲ ଦେଖିବାକୁ ମିଳୁଛି। ନିୟମିତ ଅଧିନାୟକ ବିରାଟ କୋହଲିଙ୍କ ଅନୁପସ୍ଥିତି ଏବଂ...

ହସ୍ପିଟାଲରେ ଭର୍ତ୍ତି ହେଲେ ରିକି ପଣ୍ଟିଂ

ନୂଆଦିଲ୍ଲୀ,୨।୧୨: ଅଷ୍ଟ୍ରେଲିଆ କ୍ରିକେଟ୍‌ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍‌ ରିକି ପଣ୍ଟିଂ ଶୁକ୍ରବାର ପର୍ଥରେ ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ ପାଇଁ ମନ୍ତବ୍ୟ ଦେଉଥିବା...

Advertisement
Archives

Model This Week