Posted inଜାତୀୟ

ନୀତି ଆୟୋଗ ପୁନର୍ଗଠିତ

ନୂଆଦିଲ୍ଲୀ୍‌,୭ା୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ନୀତି ଆୟୋଗର ପୁନର୍ଗଠନ କରିଛନ୍ତି। ଏଥିରେ ସେ ପୂର୍ବଭଳି ରାଜୀବ କୁମାରଙ୍କ ଉପାଧ୍ୟକ୍ଷ ପଦ ବଜାୟ ରଖିଛନ୍ତି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ ଏଥିରେ ଏକ୍ସ ଅଫିସିଓ ସଦସ୍ୟ ରଖାଯାଇଛି।
ବ୍ୟତୀତ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌, କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମର୍‌ଙ୍କୁ ମଧ୍ୟ ଏକ୍ସ ଅଫିସିଓ ସଦସ୍ୟଭାବେ ଏଥିରେ ନିଆଯାଇଛି। ପରିବହନ ମନ୍ତ୍ରୀ ନୀତିନ୍‌ ଗଡକରୀ, ବାଣିଜ୍ୟ, ଶିଳ୍ପମନ୍ତ୍ରୀ ଓ ରେଳମନ୍ତ୍ରୀ ପୀୟୂଷ ଗୋୟଲ, ସାମାଜିକ ନ୍ୟାୟ ମନ୍ତ୍ରୀ ଥଓ୍ବରଚାନ୍ଦ ଗେହଲଟ ଓ ପରିସଂଖ୍ୟାନ ମନ୍ତ୍ରୀ ରାଓ ଇନ୍ଦ୍ରରଜିତ୍‌ ସିଂଙ୍କୁ ଏଥିରେ ସ୍ବତନ୍ତ୍ର ଆମନ୍ତ୍ରିତ ସଦସ୍ୟଭାବେ ସ୍ଥାନ ମିଳିଛି। ସମ୍ପ୍ରତି ପ୍ୟାନେଲରେ ଥିବା ସଦସ୍ୟ ଭି.କେ. ସାରସ୍ବତ, ରମେଶ ଚାନ୍ଦ ଓ ଭି.କେ. ପଲ ସଦସ୍ୟ ପଦ ବଜାୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁସ୍ତକ ମେଳାରେ ହନୁମାନ ଚାଳିଶା ବାଣ୍ଟିବାରୁ ଭିଏଚ୍‌ପିକୁ ରୋକିଲା ପୋଲିସ

କୋଲକାତା,୧୯।୨: ପଶ୍ଚିମବଙ୍ଗରେ ରବିବାର ୪୪ତମ ଅନ୍ତର୍ଜାତୀୟ କୋଲକାତା ପୁସ୍ତକ ମେଳାର ଶେଷ ଦିନ ଥିଲା। ପୁସ୍ତକ ମେଳାରେ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଲୋକମାନଙ୍କୁ ହନୁମାନ...

ବିମାନରେ ଗୁଟଖା ଖାଇ ଛେପ ପକାଇଲେ ଯାତ୍ରୀ,ଭାଇରାଲ ହେଲା ଫଟୋ

ନୂଆଦିଲ୍ଲୀ,୨୬।୫: କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଅଭିଯାନରେ ବ୍ୟତିକ୍ରମ ଦେଖିବାକୁ ମିଳିଛି। ପାନ ଓ ଗୁଟଖା ଖାଇ ରାସ୍ତାଘାଟରେ ଛେପ ପକାଉଥିଲେ। ହେଲେ ଏବେ ବିମାନରେ ବି...

୨୦୨୫ ସୁଦ୍ଧା ସଫା ହୋଇଯିବ ଯମୁନା: କେଜରିୱାଲ

ନୂଆଦିଲ୍ଲୀ,୧୮ ।୧୧: ଯାହା ମଇଳା ହେବାକୁ ୭୦ ବର୍ଷ ଲାଗିଛି ତାହା ୨ ବର୍ଷରେ ସଫା ହେବନାହିଁ ବୋଲି କହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ...

ଜେଇଇ ଆଡଭାନ୍ସଡ୍‌ ସ୍ଥଗିତ

ନୂଆଦିଲ୍ଲୀ, ୨୭।୫: ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଜୁଲାଇ ୩ରେ ଅନୁଷ୍ଠିତ ହେବାକୁ ଥିବା ଚଳିତ ବର୍ଷର ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଆଡଭାନ୍ସଡ୍‌କୁ...

ବିହାରରେ ଜାପାନୀ ଜ୍ୱର ଆତଙ୍କ: ଗଲାଣି ୩୧ ଶିଶୁଙ୍କ ଜୀବନ

ପାଟନା, ୧୨।୬: ବିହାରରେ ଏବେ ଜାପାନୀ ଜ୍ବର ବା ଏନ୍ସେଫାଲାଇଟିସ ଜ୍ବର ଆତଙ୍କ ସୃଷ୍ଟି କରିଛି। ଏଥିରେ ଆକ୍ରାନ୍ତ ହୋଇ ୩୧ ଶିଶୁ ପ୍ରାଣ ହରାଇଲେଣି।...

ଅନୁଶାସନହୀନତା ପାଇଁ ତାଗିଦ୍‌ ଆତ୍ମହତ୍ୟା କରିବାକୁ ଉସୁକାଇବା ନୁହେଁ, କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୬।୧୦: ଅନୁଶାସନହୀନତା ପାଇଁ କୌଣସି ଶିକ୍ଷାର୍ଥୀ ତାଗିଦ୍‌ କରିବା ଆତ୍ମହତ୍ୟା କରିବାକୁ ଉସୁକାଇବା ନୁହେଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସର୍ବୋଚ୍ଚ ଅଦାଲତ କହିଛନ୍ତି ଛାତ୍ରୀ ଛାତ୍ରଙ୍କୁ...

ନଡ଼ାମୂଳ ଜଳାଇବାକୁ ନେଇ କାହିଁକି ଯୁକ୍ତିତର୍କ, ଦିଲ୍ଲୀ ସରକାରଙ୍କୁ ସୁପ୍ରମିକୋର୍ଟଙ୍କ ଭର୍ସନା…

ନୂଆଦିଲ୍ଲୀ,୧୫।୧୧: ଦିଲ୍ଲୀରେ ପ୍ରଦୂଷଣ ବୃଦ୍ଧି ପାଇଥିବା ଘଟଣାକୁ ନେଇ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ଦିଲ୍ଲୀ-ଏନସିଆରରେ ବାୟୁ ପ୍ରଦୂଷଣର ମୁକାବିଲା ପାଇଁ ଜାରି ରହିଥିବା ନିର୍ମାଣ...

ଭବିଷ୍ୟବାଣୀ: ଫଡନବିଶ ମୁଖ୍ୟମନ୍ତ୍ରୀ, ସିନ୍ଧେ ଉପମୁଖ୍ୟମନ୍ତ୍ରୀ, ହେଲେ ଏବେ ନୁହେଁ

ମୁ୍‌ମ୍ବାଇ,୨୮ ।୭: ଭିଲୱାଡାର କାରୋଇ ଗାଁକୁ ଜ୍ୟୋତିଷ ନଗରୀ ବୋଲି କୁହାଯାଏ । ଯେଉଁ ବୟସରେ ଦେଶର ଶିଶୁ କଥା କହିବା ଓ ଏବିସିଡି ଶିଖିଥାଆନ୍ତି,...

Advertisement
Archives

Model This Week