Posted inଜାତୀୟ

ନୀରବ ମୋଦିଙ୍କ ଜାମିନ ଆବେଦନ ନାମଞ୍ଜୁର

ନୂଆଦିଲ୍ଲୀ, ୭।୧୧: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଜାମିନ ଆବେଦନକୁ ଲଣ୍ଡନର କୋର୍ଟ ପୁଣିଥରେ ଅଗ୍ରାହ୍ୟ କରି ଦେଇଛନ୍ତି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ପ୍ରାୟ ୧୪୦୦୦ କୋଟି ଟଙ୍କାର ଋଣ ଠକେଇରେ ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ନୀରବଙ୍କ ଜାମିନ ମାମଲା ଉପରେ ବୁଧବାର ଶୁଣାଣି ହୋଇଥିଲା। ଏହା ପୂର୍ବରୁ ଅଦାଲତ ୪ଥର ନୀରବଙ୍କ ଆବେଦନକୁ ଖାରଜ କରିଦେଇଛନ୍ତି। ଏହା ପରେ ତାଙ୍କୁ ଦକ୍ଷିଣ ପଶ୍ଚିମ ଲଣ୍ଡନର ଓ୍ବାଣ୍ଡସଓର୍ଥ ଜେଲକୁ ପଠେଇ ଦିଆଯାଇଛି। ଏହି ମାମଲାର ଶୁଣାଣି ଡ଼ିସେମ୍ବର ୪ରେ ହେବାକୁ ଥିବା ବେଳେ ନୀରବ ଭିଡିଓଲିକ ଯୋଗେ ହାଜର ହେବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜିଲାରେ ସବୁ ସ୍କୁଲ ଛୁଟି, ଜିଲାପାଳ ନିର୍ଦ୍ଦେଶ ଦେଇ କହିଲେ…

କେନ୍ଦ୍ରାପଡା,୨୭ା୭(ଜଗନ୍ନାଥ ଧଳ): ବଙ୍ଗୋପସାଗରରେ ଲଘୁଚାପ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପାଣିପାଗ ବିଶେଷଜ୍ଞଙ୍କ ପୂର୍ବ ଅନୁମାନଯେ ଆସନ୍ତା ସୋମବାର କେନ୍ଦ୍ରାପଡା ଜିଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ଅଛି।…

ଋଣ ନେଇ ଅପେକ୍ଷା କରିଛନ୍ତି ଗ୍ରାହକ, ମିଳୁନି ବିଦ୍ୟୁତ ସଂଯୋଗ, କାମ୍ପା ଇନ୍ଫ୍ରା ସୋଲାର କମ୍ପାନୀ ବିରୋଧରେ ଗ୍ରାହକଙ୍କ ଠକେଇ ଅଭିଯୋଗ

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କେନ୍ଦ୍ର ସରକାରଙ୍କ ସୋଲାର ଶକ୍ତି ପ୍ରୋତ୍ସାହନ ଯୋଜନା ମାଧ୍ୟମରେ, ବିଦ୍ୟୁତ ଉପଭୋକ୍ତାଙ୍କୁ ସ୍ବଳ୍ପ ଖର୍ଚ୍ଚରେ ବିଦ୍ୟୁତ ସୁବିଧା ଯୋଗାଇ ଦେବା ପାଇଁ, ଘରକୁ ଘର…

‘ମୁଁ ପୋଷ୍ଟ ଡିଲିଟ କରିବି ନାହିଁ’… ଦୃଢ଼ ଭାବରେ ଠିଆ ହେଲେ ଭାଜପା ଏମପିଙ୍କ ଝିଅ; ହଇଚଇ ସୃଷ୍ଟି କରିଥିଲା ଏହି ପୋଷ୍ଟ, ଏବେ ଇନଷ୍ଟାଗ୍ରାମ ଆକାଉଣ୍ଟ ନିଷ୍କ୍ରିୟ!

ନୂଆଦିଲ୍ଲୀ,୨୭।୭: NEET ପେପର୍‌ ଲିକ ପ୍ରସଙ୍ଗରେ ଛାତ୍ରମାନଙ୍କ ଦୀର୍ଘ ସମୟ ଧରି ଆନ୍ଦୋଳନ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶେଷରେ ଚାପରେ ଆସି ଇସ୍ତଫା…

‘ମୋତେ ଫୋନ କରନାହିଁ…’ – ତାଙ୍କ ପରିବାରକୁ ଏମିତି କାହିଁକି କହିଥିଲେ ଅଭିଜିତ ଦୀପକେ? ବଡ଼ କାରଣ କହିଲେ ବାପା

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ରଙ୍କ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଥିଲେ। ପ୍ରହ୍ଲାଦ ଜୋଷୀ ବର୍ତ୍ତମାନ ଏହି…

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି।…

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri