ନୀରବ ମୋଦିଙ୍କ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୭-୧୧: ପଳାତକ ହୀରା ବ୍ୟବସାୟୀ ନିରବ ମୋଦୀଙ୍କ ଜାମିନ ଆବେଦନକୁ ଲଣ୍ଡନର କୋର୍ଟ ପୁଣିଥରେ ଅଗ୍ରାହ୍ୟ କରି ଦେଇଛନ୍ତି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ପ୍ରାୟ ୧୪୦୦୦ କୋଟି ଟଙ୍କାର ଋଣ ଠକେଇରେ ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ନୀରବଙ୍କ ଜାମିନ ମାମଲା ଉପରେ ବୁଧବାର ଶୁଣାଣି ହୋଇଥିଲା। ଏହା ପୂର୍ବରୁ ଅଦାଲତ ୪ଥର ନୀରବଙ୍କ ଆବେଦନକୁ ଖାରଜ କରିଦେଇଛନ୍ତି। ଏହା ପରେ ତାଙ୍କୁ ଦକ୍ଷିଣ ପଶ୍ଚିମ ଲଣ୍ଡନର ଓ୍ବାଣ୍ଡସଓର୍ଥ ଜେଲକୁ ପଠେଇ ଦିଆଯାଇଛି। ଏହି ମାମଲାର ଶୁଣାଣି ଡ଼ିସେମ୍ବର ୪ରେ ହେବାକୁ ଥିବା ବେଳେ ନୀରବ ଭିଡିଓଲିଙ୍କ ଯୋଗେ ହାଜର ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ ବୁଡିଗଲେ ବି ମିଳିବ ୫ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୧।୨: ଚଳିତ ବଜେଟରେ ବ୍ୟାଙ୍କ ଜମାକୁ ନେଇ ସରକାର ବଡ ଘୋଷଣା କରିଛନ୍ତି। ବ୍ୟାଙ୍କ ବୁଡିଗଲେ ବି ଗ୍ରାହକଙ୍କର ୫ ଲକ୍ଷ ପର୍ଯ୍ୟନ୍ତ ଟଙ୍କା ସୁରକ୍ଷିତ...

୬୫ ଟୋଲ ପ୍ଲାଜାରେ ଫାଷ୍ଟାଗ୍‌ ନିୟମ କୋହଳ

ନୂଆଦିଲ୍ଲୀ,୧୬-୧: ଓଡ଼ିଶାର ମଙ୍ଗୁଳି ସମେତ ଅଧିକ କାରବାର କରୁଥିବା ଦେଶର ୬୫ ଟୋଲ୍‌ ପ୍ଲାଜାରେ ବୁଧବାରଠାରୁ ଆସନ୍ତା ଗୋଟିଏ ମାସ ଲାଗି ଫାଷ୍ଟାଗ ନିୟମ କୋହଳ...

ବ୍ୟାଙ୍କିଙ୍ଗ୍‌ ସିଷ୍ଟମରେ ନଗଦ ସଙ୍କଟ

ନୂଆଦିଲ୍ଲୀ,୧୬।୫:   ଦେଶରେ ସାଧାରଣ ନିର୍ବାଚନ କାରଣରୁ କେନ୍ଦ୍ର ସରକାର ଖର୍ଚ୍ଚ କମାଇ ଦେଇଛନ୍ତି। ଫଳରେ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥାରେ ଲିକ୍ୟୁଡିଟି(ନଗଦ) କମିଗଲାଣି। ଏବେ ବ୍ୟାଙ୍କିଙ୍ଗ ବ୍ୟବସ୍ଥାରେ ୪୦,୮୫୯...

ବଢୁଛି ବ୍ୟାଙ୍କ ଠକେଇ: ୨୦୧୮-୧୯ରେ ଧରାପଡିଛି ୭୧,୫୦୦ କୋଟି

ମୁମ୍ବାଇ,୪-୬: ଆର୍ଥିକ ବର୍ଷ ୨୦୧୮-୧୯ରେ ୭୧,୫୦୦ କୋଟି ଟଙ୍କାର ୬୮୦୦ ବ୍ୟାଙ୍କ ଠକେଇ ଧରାପଡିଛି ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ପକ୍ଷରୁ କୁହାଯାଇଛି। ଏହାର ପୂର୍ବବର୍ଷ...

ଅଟୋ ପାର୍ଟସ ଉଦ୍ୟୋଗକୁ ବ୍ୟାପିଲା ମାନ୍ଦାବସ୍ଥା;୧୦ ହଜାର କୋଟି କ୍ଷତି ସହିବେ ୪୦୦ କମ୍ପାନୀ

ନୂଆଦିଲ୍ଲୀ,୨୬-୮: ଭାରତୀୟ ଅଟୋ ଉଦ୍ୟୋଗ ଏବେ ଅନେକ ପ୍ରକାର ସଙ୍କଟର ସାମ୍ନା କରୁଛି। ମାନ୍ଦାବସ୍ଥାର ପ୍ରଭାବ ଏଭଳି ଛାଇ ଯାଇଛି ଯେ, ଅଟୋ ସେକ୍ଟରରେ ପ୍ରାୟ...

ମୁକେଶ ଅମ୍ବାନୀଙ୍କ ଶାଳୀ ସଚିନ୍‌ଙ୍କ ଠାରୁ ଶାହାରୁଖ୍‌ଙ୍କ ପିଲାଙ୍କୁ ପଢ଼ାଇ ସାରିଛନ୍ତି ପାଠ: ଜାଣନ୍ତୁ…

ଭାରତର ସବୁଠାରୁ ଧନୀ ତଥା ବିଶ୍ୱର ଶ୍ରେଷ୍ଠ ୧୦ ଧନୀ ତାଲିକାରେ ରହିଛନ୍ତି ରିଲାଏନ୍ସ ଇଣ୍ଡଷ୍ଟ୍ରିର ଚେୟାରମ୍ୟାନ୍‌ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ। ମୁକେଶଙ୍କ...

ବଜେଟ ପ୍ରସ୍ତୁତିରେ ନବରତ୍ନ…

ନୂଆଦିଲ୍ଲୀ,୭।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ୧ ଫେବୃଆରୀ ୨୦୨୩ ରେ ଶେଷ ପୂର୍ଣ୍ଣ କେନ୍ଦ୍ର ବଜେଟ ଉପସ୍ଥାପନ...

ବିକାଶ ହାର ପୂର୍ବାନୁମାନ ୫%କୁ ହ୍ରାସକଲା ବିଶ୍ୱବ୍ୟାଙ୍କ

ନୂଆଦିଲ୍ଲୀ,୧୦-୧:ଆର୍ଥତ୍କ ବର୍ଷ ୨୦୧୯-୨୦ରେ ଭାରତର ବିକାଶ ହାର ୫% ରହିବ ବୋଲି ବିଶ୍ୱବ୍ୟାଙ୍କ ଗୁରୁବାର ଏହାର ପୂର୍ବାନୁମାନରେ ପ୍ରକାଶ କରିଛି। ଆଗାମୀ ଆର୍ଥତ୍କ ବର୍ଷରେ ଏହା...

Advertisement
Archives

Model This Week