ନୀଳଗିରିକୁ ପଶିଲେ ୪୫ରୁ ଊର୍ଦ୍ଧ୍ୱ ହାତୀ, ଲୋକେ ଆତଙ୍କିତ

ସଜନାଗଡ଼,୨୫।୧୧(ଡି.ଏନ୍‌.ଏ.): ଝାଡ଼ଖଣ୍ଡ ଜଙ୍ଗଲରୁ ନିୟମିତ ଭାବେ ୨୦୧୦ ମସିହାରୁ ହାତୀପଲ ବାଲେଶ୍ୱର ଜିଲା ନୀଳଗିରି ବନାଞ୍ଚଳକୁ ଚାଲିଆସୁଛନ୍ତି। ଝାଡ଼ଖଣ୍ଡ ଦଲମା ଜଙ୍ଗଲରୁ ହାତୀପଲ ଆସି ଓଡ଼ିଶା ସୀମା ପାର ହୋଇ ମୟୂରଭଞ୍ଜରେ ଥିବାବେଳେ ସୋମବାର ଭୋରରେ ହାତୀପଲ ନୀଳଗିରି ରେଞ୍ଜ ଅଧୀନ କାଠପାଳ, ଦୁର୍ଗାଦେବୀ, ପାଟଣା, ଅଯୋଧ୍ୟା ରାସ୍ତା ପାର ହୋଇ ଗୋପାଳପୁର ସଂରକ୍ଷିତ ଜଙ୍ଗଲରେ ପୂର୍ବାହ୍ନରେ ପ୍ରବେଶ କରିଛନ୍ତି। ଗୋପାଳପୁର ଏବଂ ତିନିକୋଶିଆ ସଂରକ୍ଷିଣ ଜଙ୍ଗଲ ଚତୁଃପାର୍ଶ୍ୱରେ ଥିବା ଦେଖି ଗ୍ରାମବାସୀ ଏକପ୍ରକାର ଆତଙ୍କିତ ହୋଇପଡ଼ିଛନ୍ତି। ନୀଳଗିରି ରେଞ୍ଜରଙ୍କ ନେତୃତ୍ୱରେ କର୍ମଚାରୀମାନେ ହାତୀଙ୍କ ଗତିବିଧିକୁ ଲକ୍ଷ୍ୟ ରଖିଛନ୍ତି। ହାତୀପଲ ଯେପରି ଜନବସତି ମୁହାଁ ହେବେ ନାହିଁ ସେଥିପ୍ରତି ବିଭାଗ ସଜାଗ ରହିଛି। ହାତୀପଲରେ ୭-୮ଟି ଛୁଆହାତୀ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

୨ କିନ୍ନର ଗୋଷ୍ଠୀ ମୁହାଁମୁହିଁ: ୭ ଆହତ, ୩ ଗୁରୁତର

ଭଦ୍ରକ,୨୯।୮(ସନାତନ ରାଉତ): ଭଦ୍ରକ ଚରମ୍ପା ରେଳ ଓଭର ବ୍ରିଜ ନିକଟରେ ଦୁଇ କିନ୍ନର ଗୋଷ୍ଠୀଙ୍କ ମଧ୍ୟରେ ଶୁକ୍ରବାର ରାତିରେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ କିନ୍ନର ଗୋଷ୍ଠୀ ଆକ୍ରମଣରେ…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri