ନୀଳଗିରିରେ ଝାଡ଼ଖଣ୍ଡୀ ହାତୀପଲ: ଲୋକେ ଭୟଭୀତ

ସଜନାଗଡ଼, ୧୨।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳକୁ ଝାଡ଼ଖଣ୍ଡୀ ହାତୀପଲ ପଶିଆସିଛନ୍ତି। ବୁଧବାର ଭୋର ସମୟରେ ମୟୂରଭଞ୍ଜ, ବାଲେଶ୍ୱର ନୀଳଗିରି ରେଞ୍ଜ ଅଧୀନ ପୁନ୍ଦାଳ, କାଠପାଳ, ଦୁର୍ଗାଦେବୀ ଦେଇ ଅଯୋଧ୍ୟା ରାସ୍ତା ପାର ହୋଇ ତିନିକୋଣିଆ ଜଙ୍ଗଲକୁ ୨୮ଟି ହାତୀ ପଶିଆସିଛନ୍ତି। ଏହି ପଲରେ ୫ଟି ଛୁଆ ହାତୀ ଥିବା ନୀଳଗିରି ରେଞ୍ଜର କହିଛନ୍ତି। ୨୦୧୦ ମସିହାରୁ ନିୟମିତ ଭାବେ ଝାଡ଼ଖଣ୍ଡରୁ ହାତୀପଲ ଏଠାକୁ ଆସୁଛନ୍ତି। ହାତୀପଲ ବାରମ୍ବାର ଆସିବା ଯୋଗୁ ଲୋକେ ଭୟଭୀତ ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ମାମୁଁ ଘରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ; ୧୬ ବର୍ଷୀୟା ନାବାଳିକା ୮ ମାସର ଗର୍ଭବତୀ, ଯୁବକ ଗିରଫ

ବଞ୍ଚୋ/ଘସିପୁରା, ୨୮।୫(ପ୍ରଦୋଷ କୁମାର ବିଶ୍ୱାଳ /ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ…

ସୌମ୍ୟଙ୍କ ସାଙ୍ଗ ଭୂମିକା ତଦନ୍ତ ପରିସର: କ୍ରାଇମବ୍ରାଞ୍ଚ ଡିଆଇଜି

ଭୁବନେଶ୍ୱର,୨୮।୫: କ୍ରାଇମବ୍ରାଞ୍ଚ ଡିଆଇଜି ବି. ଗଙ୍ଗାଧର ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ଏକ ବଡ଼ ସୂଚନା ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ମୃତ୍ୟୁ ମାମଲାରେ ଆହୁରି ୧୦ଜଣ ଅଭିଯୁକ୍ତ…

ଅର୍ଦ୍ଧନିର୍ମିତ ବ୍ରିଜ୍ ପାଇଁ ବିପଦରେ ଲୋକଙ୍କ ଜୀବନ, ସମାଧାନ ପାଇଁ ପ୍ରଶାସନକୁ ଦାବି କଲେ ସ୍ଥାନୀୟ ବାସିନ୍ଦା

ଛତ୍ରପୁର,୨୮।୫(ଦିଲ୍ଲୀପ ସାମଲ) : ଗମନାଗମନ ସୁବିଧା ପାଇଁ ସରକାର ବିଭିନ୍ନ ବିକାଶମୂଳକ ପଦକ୍ଷେପ ନେଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri