ନୀଳଗିରି ଉପକାରାଗାରରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ସଜନାଗଡ,୧୦।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଜେଲ ଉପକାରାଗାରରେ ବୁଧବାର ଜଣେ ବିଚାରାଧୀନ କଏଦୀଙ୍କର ମୃତ୍ୟୁ ଘଟିଛି। ସେ ହେଲେ ହାଡ଼ିବନ୍ଧୁଙ୍କ ପୁଅ ପାଗୁଲୁ ଖଣ୍ଡେଇ(୨୫)।
ସୂଚନା ମୁତାବକ, ପାଗୁଲୁ ସଜନାଗଡ଼ ପଞ୍ଚାୟତ ନୂଆସାହି ଗ୍ରାମରେ ଗତ ୮ତାରିଖରେ ଦେଶୀ ମଦ କାରବାର ଅଭିଯୋଗରେ ଅବକାରୀ ବିଭାଗ ଦ୍ୱାର ଗିରଫ ହୋଇ ଜେଲରେ ଥିଲେ। ଏ ନେଇ ଥାନାରେ ଏକ ମାମଲା(ନଂ.୪୯/୧୯) ରୁଜୁ ହୋଇଥିଲା। ମଙ୍ଗଳବାର ପାଗୁଲୁ ଅସୁସ୍ଥ ହୋଇପଡ଼ିଥିଲେ। ଚିକିତ୍ସା ଅବହେଳାରୁ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ତେବେ ମୃତଦେହ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ପୋଲିସ କହିଛି। ଏ ନେଇ ଜେଲ କର୍ତ୍ତୃପକ୍ଷଙ୍କ ପ୍ରତ୍ରିକ୍ରିୟା
ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗ୍ୟ ହିତାଧିକାରୀ ଭତ୍ତା ପାଇବାରୁ ବଞ୍ଚିତ

ରଘୁନାଥପୁର,୧୭ା୬(ଡି.ଏନ୍‌.ଏ.): ଭତ୍ତା ତାଲିକାକୁ ସାର୍ବଜନୀନ କରିବା ଓ ସମସ୍ତ ହିତାଧିକାରୀଙ୍କୁ ବ୍ୟାଙ୍କ ଜରିଆରେ ଭତ୍ତା ପ୍ରଦାନ କରିବା ନିମନ୍ତେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ...

ବିଛନ୍ଦ ଖାଉଛନ୍ତି କଞ୍ଚା ମାଂସ

ଫୁଲବାଣୀ ଅଫିସ,୧୬ା୩: କନ୍ଧମାଳ ଜିଲା ଫୁଲବାଣୀ ସହରରେ ଏକ ଅଜବ ଦୃଶ୍ୟ ସାମ୍ନାକୁ ଆସିଛି । ପୁରାତନ ଯୁଗରେ ନିଆଁର ବ୍ୟବହାର ଜାଣି ନ ଥିବା...

ପ୍ରକଳ୍ପ ପାଇଁ ସିଧା କିଣାଯିବ ଜମି

ଯାଜପୁର ଅଫିସ,୧୩ା୬: ଜମି ଅଧିଗ୍ରହଣରେ ତପତ୍ରତା ଅଭାବରୁ ରାଜ୍ୟରେ ଏକାଧିକ ନୂଆ ରେଳ ଲାଇନ ଏବଂ ସମ୍ପ୍ରସାରଣ ପ୍ରକଳ୍ପର ଅଗ୍ରଗତି ନୈରାଶ୍ୟଜନକ ରହିଛି। ସେଥିମଧ୍ୟରୁ ଯାଜପୁର,...

ଅବହେଳିତ ଅବସ୍ଥାରେ ହଦଗଡ଼ ପର୍ଯ୍ୟଟନସ୍ଥଳୀ

ହାଟଡିହୀ, ୬।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ହଦଗଡ଼ ପର୍ଯ୍ୟଟନ ସ୍ଥଳୀ ସାରା ଓଡ଼ିଶାରେ ବେଶ୍‌ ଖ୍ୟାତ। ଶାଳନ୍ଦୀ ଡ୍ୟାମ, ହସ୍ତୀ ଅଭୟ୍ୟାରଣ୍ୟ ଓ ବଣ...

ବ୍ରାଉନସୁଗାର ବେପାର କରୁଥିଲେ ବାପ-ଝିଅ

ରୂପସା,୨।୯(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଅଧୀନ ହଳଦୀପଦା ଅଞ୍ଚଳରେ ବୁଧବାର ଚଢ଼ାଉ କରି ବସ୍ତା ଥାନା ପୋଲିସ ୨ଜଣ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରିଛନ୍ତି। ଗିରଫ...

ପୁରୀରେ ଡଗ୍‌ ଶୋ:କୌଶଳ ଦେଖାଇଲେ୧୮ ପ୍ରଜାତିର ୧୪୭ କୁକୁର

ପୁରୀ ଅଫିସ, ୧୩ା୧: କୁକୁର ହେଲେ ବି ମାଲିକଙ୍କ ପ୍ରତି ଥିଲା ସେମାନଙ୍କର ଢେର୍‌ ଭଲପାଇବା ଆଉ ବିଶ୍ୱସନୀୟତା। ମାଲିକଙ୍କ ପ୍ରତିଟି ନିର୍ଦ୍ଦେଶ ମାନି ବିଚାରକଙ୍କୁ...

ଜିଲାସ୍ତରୀୟ ଛତୁଚାଷୀ ସମ୍ମିଳନୀ :ଚାଷୀଙ୍କୁ ନିୟମିତ ରୋଜଗାର ଦେବା ଲକ୍ଷ୍ୟ

ଓଡ଼ଗାଁ,୨୪ା୧୨(ସ୍ବ.ପ୍ର.): ସମ୍ପ୍ରତି ଛତୁ ଏକ ପ୍ରମୁଖ ଖାଦ୍ୟ ସାମଗ୍ରୀ ହିସାବରେ ସମସ୍ତଙ୍କ ଗ୍ରହଣୀୟ ହୋଇପାରିଛି ା ଦିନ ଥିଲା ଏହା କେବଳ ଋତୁ ଅନୁସାରେ ଉପଲବ୍ଧ...

କଳାହାଣ୍ଡିରେ ବଢୁଛି ଦାଦନ ଦୁଃଖ, ୪ ମାସରେ ଫେରିଲାଣି ୧୨ ଜଣଙ୍କ ମୃତଦେହ

ଭବାନୀପାଟଣା,୨୧।୯(ଉତ୍ତମ କୁମାର ଦାଶ): ଦାଦନକୁ ରୋକିବା ଓ ଶ୍ରମିକଙ୍କ ପାଇଁ ସରକାର ଅନେକ ଯୋଜନା ତିଆରି କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଏହା...

Advertisement
Archives

Model This Week