ନୀଳଗିରି ଉପଖଣ୍ଡ ଚିକିତ୍ସାଳୟର ୫୦ ଶଯ୍ୟା ବିଶିଷ୍ଟ ଗୃହ ନିର୍ମାଣର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ, ବିଧାୟକ

ସଜନାଗଡ଼,୨୧।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଚିକିତ୍ସାଳୟ ୫୦ ଶଯ୍ୟା ବିଶିଷ୍ଟ ଅର୍ନ୍ତବିଭାଗ ଓ ବର୍ହିବିଭାଗ ଗୃହ ନିର୍ମାଣର ଶୁଭ ଶିଳାନ୍ୟାସ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଓ ବିଧାୟକ। ସୋମବାର ପୂର୍ବାହ୍ନରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଏବଂ ସ୍ଥାନୀୟ ବିଧାୟକ ସୁକାନ୍ତ କୁମାର ନାୟକଙ୍କ ଦ୍ୱାରା ପୂର୍ତ୍ତ ବିଭାଗର ଅନୁଦାନରେ ଜାତୀୟ ସ୍ବାସ୍ଥ୍ୟ ମିଶନ ଅଟକଳ ମୂଲ୍ୟ୧ କୋଟି ୮୫ ଲକ୍ଷ ୩୭ ହଜାର ୫୦୮ଟଙ୍କାରେ ଏହି ଗୃହର ଶିଳାନ୍ୟାସ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭ୍ୟୁ ଟାୱାର, ଓଟିଡିସି ସଭାଗୃହରେ ପଶିଲା ସମୁଦ୍ର ପାଣି

ଏରସମା,୧୫ା୭(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲାର ଅନ୍ୟତମ ମୁଖ୍ୟ ପର୍ଯ୍ୟଟନସ୍ଥଳ ତଥା ଏରସମା ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତସ୍ଥିତ ଶିଆଳିଠାରେ ସମୁଦ୍ର ଜଳ ପତନ ଆଶାତୀତ ବୃଦ୍ଧି ପାଇଛି।...

ମହିଳାଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ବାପା

ଖୋର୍ଦ୍ଧା ଅଫିସ୍‌,୨୮।୨: ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ପଲ୍ଲାରୁ ଜଣେ ବିବାହିତ ମହିଳାଙ୍କ ମୃତଦେହ ଜବତ ହୋଇଛି। ସେ ହେଲେ ଶ୍ରଦ୍ଧାଞ୍ଜଳି ରାଉତରାୟ(୨୫)। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ...

ଆଜି ମହାପ୍ରଭୁଙ୍କ ନବାଙ୍କ ବେଶ

ପୁରୀ ଅଫିସ,୧୩।୧: ଶ୍ରୀମନ୍ଦିରରେ ଶୁକ୍ରବାର ମହାପ୍ରଭୁଙ୍କ ନବାଙ୍କ ବେଶ ଅନୁଷ୍ଠିତ ହେବ। ପରମ୍ପରା ଅନୁଯାୟୀ ମକର ସଂକ୍ରାନ୍ତି ପୂର୍ବଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନବାଙ୍କ ବେଶ ସହ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା କଲେ ସୋମ୍ୟାଶ୍ରୀ

ନିଶ୍ଚିନ୍ତକୋଇଲି,୨।୪(ସ୍ବ.ପ୍ର.): କରୋନା ମୁକାବିଲା ପାଇଁ କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ ପଞ୍ଚସରଙ୍ଗବଳରାମପୁର ଗ୍ରାମର ଆଶିଷ କୁମାର ବସନ୍ତରାୟଙ୍କ ୬ ବର୍ଷର ଝିଅ ସୋମ୍ୟାଶ୍ରୀ ନିଜ...

ଚାରିଛକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ କରାଗଲା ବିଶୋଧନ

ନିମାପଡ଼ା,୧।୪(ଡି.ଏନ.ଏ.): ମହାମାରୀ କରୋନା ସଂକ୍ରମଣ ଦାଉରୁ ରକ୍ଷା ପାଇଁ ନିମାପଡ଼ା ଅଗ୍ନିସେବା ସଂସ୍ଥା ପକ୍ଷରୁ ବିଶୋଧନ ଓ ସ୍ବଚ୍ଛତା କାର୍ଯ୍ୟ ହାତକୁ ନିଆଯାଇଛି। ଏହି ପରିପ୍ରେକ୍ଷୀରେ...

ସତ୍ୟର ଅନ୍ୟ ନାମ ସାମ୍ବାଦିକତା

ଜଗତ୍‌ସିଂହପୁର ଅଫିସ୍‌, ୧୭।୧:ସତ୍ୟର ଅନ୍ୟ ନାମ ସାମ୍ବାଦିକତା। ଗଣତନ୍ତ୍ରର ୪ର୍ଥ ସ୍ତମ୍ଭ ଗାନ୍ଧୀଙ୍କ ନୀତି ଓ ଆଦର୍ଶକୁ ଅନୁକରଣ କରିବା ଉଚିତ ବୋଲି ଗୁରୁବାର ଏକବିଂଶତମ...

ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବେତନଟୀ,୧।୯(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ କେଶିପୁର ଫାଣ୍ଡି ଅଞ୍ଚଳ ସରୁଶୋଳ ଗ୍ରାମ ନିକଟରୁ ରବିବାର ପୂର୍ବାହ୍ନରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି।...

ଆଟେଣ୍ଡାଣ୍ଟଙ୍କ ଦ୍ୱାରା ଚାଲିଛି ପ୍ରାଣୀ ଚିକିତ୍ସା

ଗୋପାଳପୁର,୮ା୨-କେନ୍ଦ୍ର ଓ ରାଜ୍ୟ ସରକାର କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଅନେକ ଯୋଜନା ପ୍ରଣୟନ କରୁଛନ୍ତି। ବଜେଟରେ ମଧ୍ୟ କୃଷକଙ୍କ ବିକାଶ ପାଇଁ ଲୋକାଭିମୁଖୀ...

Advertisement
Archives

Model This Week