ନୀଳମାଧବ ଜୀଉଙ୍କ ନୃସିଂହ ବେଶ

ଖଣ୍ଡପଡ଼ା,୧୨ା୧୧(ସ୍ବ.ପ୍ର.): କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଶ୍ରୀନୀଳମାଧବ ଜୀଉଙ୍କ ସୋମବାର ନୃସିଂହ ବେଶ ଅନୁଷ୍ଠିତ ହୋଇଛି। ମନ୍ଦିର ଦ୍ୱାର ଫିଟାଯାଇ ମଙ୍ଗଳ ଆଳତି, ମଇଲମ, ତଡପଲାଗି ଓ ଅବକାଶ ନୀତି ସମ୍ପନ୍ନ ହୋଇ ସନ୍ଧ୍ୟାରେ ଠାକୁରଙ୍କୁ ନୃସିଂହ ବେଶରେ ସଜ୍ଜିତ କରାଯାଇଥିଲା ା ପବିତ୍ର କାର୍ତ୍ତିକ ବ୍ରତ ଅବସରରେ ଶ୍ରୀ ନୀଳମାଧବଙ୍କୁ ଏହି ବେଶରେ ଦର୍ଶନ କରିବାକୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିରହିଥିଲା। ସେହିପରି ଖଣ୍ଡପଡା ସହରର ଶ୍ରୀ ଜଗନ୍ନାଥ ଜୀଉଙ୍କ ମନ୍ଦିରରେ ସନ୍ଧ୍ୟା ଆଳତି ଓ ଠାକୁରଙ୍କ କାଞ୍ଚତ୍ ଅଭିଯାନ ବେଶ ଦର୍ଶନ ପାଇଁ ବହୁ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri