Posted inଫୁରସତ

ନୀଳ ରାସ୍ତା

ରାସ୍ତାର ରଙ୍ଗ ସମସ୍ତେ କଳା ହିଁ ଜାଣନ୍ତି। ହେଲେ ନିକଟରେ କତ୍ତାରର ଦୋହାରେ ଦେଖିବାକୁ ମିଳିଥିଲା ନୀଳ ରଙ୍ଗର ରାସ୍ତା। କାରଣ ଏହାର ସମସ୍ତ ରାସ୍ତାକୁ ନୀଳ ରଙ୍ଗରେ ରଙ୍ଗାଯାଉଛି। ଆଉ ଏହା ପଛର କାରଣ ହେଉଛି ତାପମାତ୍ରା ନିୟନ୍ତ୍ରଣ କରିବା। ନୀଳ ରଙ୍ଗ କରିବା ପରେ ତାପମାତ୍ରାରେ କିଭଳି ପରିବର୍ତ୍ତନ ଆସୁଛି ଜାଣିବା ପାଇଁ ସେନ୍ସର ବି ଲଗାଯାଇଛି। ବୈଜ୍ଞାନିକଙ୍କ ମତରେ କଳା ରଙ୍ଗ ଅପେକ୍ଷା ନୀଳରଙ୍ଗର ରାସ୍ତା ସୂର୍ଯ୍ୟର ରେଡିଏଶନ୍‌କୁ ୫୦% କମେଇଦେଇଥାଏ। ଏହାପୂର୍ବରୁ ଲସ୍‌ଆଞ୍ଜେଲସ୍‌, ମକ୍କା ଓ ଟୋକିଓର ରାସ୍ତା ବି ନୀଳ ରଙ୍ଗରେ ରଙ୍ଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ପ୍ରଥମଥର ଏକାକୀ ବିମାନ ଉଡ଼ାଇଲେ ଯୁବତୀ, ଆକାଶରେ ଥାଇ ବାପାଙ୍କୁ କହିଲେ ଏହି ଦୁଇ ଶବ୍ଦ, ହୃଦୟକୁ ଛୁଇଁଗଲା…

ବାପା ଏବଂ ଝିଅଙ୍କ ମଧ୍ୟରେ ସମ୍ପର୍କ ବହୁତ ସ୍ବତନ୍ତ୍ର ହୋଇଥାଏ। ଜଣେ ବାପା ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ତାଙ୍କ ଝିଅର ସ୍ବପ୍ନରେ ବିଶ୍ୱାସ କରନ୍ତି। ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri